ବେଆଇନ ଆଧାର ସଂଶୋଧନ ଅଭିଯୋଗରେ ଯୁବକ ଗିରଫ

ବାସୁଦେବପୁର,୧୭।୧୦(ଡି.ଏନ୍‌.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ନରସିଂହପୁର ବଜାର ଅଞ୍ଚଳରେ ଏକ ଦୋକାନରେ ବେଆଇନ ଭାବେ ଆଧାର ସଂଶୋଧନ, ଅଧିକ ଅର୍ଥ ଦାବି କରିବା ଭଳି ଅଭିଯୋଗରେ ଦୀନବନ୍ଧୁ ମହାପାତ୍ର(୨୮)ନାମକ ଯୁବକଙ୍କୁ ବାସୁଦେବପୁର ପୋଲିସ ଗିରଫ କରିଛି। ତାଙ୍କ ଘର ନରସିଂହପୁର ପଞ୍ଚାୟତର ଜୟୀପୁର ଗ୍ରାମରେ। ବେଆଇନ ଭାବରେ ଆଧାର ସଂଶୋଧନ କରି ଅଧିକ ଅର୍ଥ ଦାବି କରୁଥିବା ଦୀନବନ୍ଧୁଙ୍କ ବିରୋଧରେ ବିଡିଓ ପ୍ରଣବ କୁମାର ବେହେରା ବୁଧବାର ବାସୁଦେବପୁର ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ତାଙ୍କୁ ଗିରଫ କରିଛି। ତେବେ ଶନିବାର, ରବିବାର ଛୁଟିଦିନରେ ଆଧାର ସଂଶୋଧନ କରାଯାଏ ବୋଲି ସେ ସ୍ବୀକାର କରିଛନ୍ତି। ବାସୁଦେବପୁର ଥାନାରେ କେସ୍‌ ନଂ ୧୨୮/୧୯ରେ ଏକ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନା ଅଞ୍ଚଳରେ କାଳବୈଶାଖି ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ

ମୋହନା, ୧୨।୬( ମନ୍ମଥ ମିଶ୍ର ): ମୋହନା ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖି ପ୍ରଭାବରେ ପ୍ରବଳ ବେଗରେ ପବନ ବହିବା ସହ  ଶୁକ୍ରବାର  ସନ୍ଧ୍ୟା ସମୟରେ ବର୍ଷା…

୧୭ ଡ୍ରମ୍‌ ମଦ ପୋଚ ନଷ୍ଟକଲେ ଗ୍ରାମବାସୀ

ନନ୍ଦପୁର,୧୨ା୬(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକ ବନମାଳିପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମବାସୀ ଲୁଚାଇ ରଖାଯାଇଥିବା ୧୭ ଡ୍ରମ୍‌ ମଦ ପୋଚ ନଷ୍ଟ…

ବଜ୍ରପାତରେ ମହିଳାଙ୍କ ମୃତ୍ୟୁ

ଲାଞ୍ଜିଗଡ଼,୧୨ା୬(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ଦାରପଟା ଗ୍ରାମର କନକ ବେହେରା (୪୫)ଙ୍କ ଶୁକ୍ରବାର ବଜ୍ରପାତରେ ମୃତ୍ୟୁ ଘଟିଛି। ସୂଚନାନୁସାରେ ଅପରାହ୍ନ ସାଢେ…

ବଜ୍ରପାତରେ ୨୦ ଛେଳିମେଣ୍ଢା ମୃତ

ପାତ୍ରପୁର,୧୨ା୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଜିଲୁଣ୍ଡା ନିକଟସ୍ଥ ପାହାଡ ଅଞ୍ଚଳର ଏକ ଜମିରେ ଶୁକ୍ରବାର ବଜ୍ରପାତରେ ଗୋଟିଏ ଛେଳି ଓ ୧୯ ମେଣ୍ଢାଙ୍କ…

ମଣ୍ଡି ଅଭାବ: ଥୁଆମୂଳ ରାମପୁରରେ ଦଲାଲଙ୍କ କବ୍‌ଜାରେ ଆମ୍ବ ଚାଷୀ

ଥୁଆମୂଳ ରାମପୁର, ୧୨/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ସରକାରୀ ବଜାର ବ୍ୟବସ୍ଥା ନଥିବାରୁ ଆମ୍ବ ଚାଷୀ ବ୍ୟାପକ ଶୋଷଣର ଶିକାର ହେଉଛନ୍ତି।…

ଭାରତ ପାଇଁ ବାହାରିଲେ ଟ୍ରମ୍ପ, ଇରାନକୁ ସିଧା କହିଦେଲେ…

ଓ୍ୱାଶିଂଟନ,୧୨ା୬: ଉପସାଗରୀୟ ଅଞ୍ଚଳରେ ଯୁଦ୍ଧ ବନ୍ଦ ପାଇଁ ରବିବାର ସୁଦ୍ଧା ଆମେରିକା ଏବଂ ଇରାନ ମଧ୍ୟରେ ବହୁପ୍ରତୀକ୍ଷିତ ଶାନ୍ତି ଚୁକ୍ତିନାମା ସ୍ୱାକ୍ଷର ହୋଇପାରେ। ଏକ ପାଶ୍ଚାତ୍ୟ ସୂତ୍ର…

ଧରିତ୍ରୀ ପ୍ରଭାବ: କାଳବୈଶାଖୀ ବିପନ୍ନ ଗଜେନ୍ଦ୍ରଙ୍କୁ ମିଳିଲା ସରକାରୀ ଗୃହ କାର୍ଯ୍ୟାଦେଶ

ଥୁଆମୂଳ ରାମପୁର, ୧୨/୦୬ (କୀର୍ତ୍ତି ଚନ୍ଦ୍ର ଦୁର୍ଗା): ଗରିବର ଅଶ୍ରୁ ପୋଛିଲା ପ୍ରଶାସନ, ସାର୍ଥକ ହେଲା ‘ଧରିତ୍ରୀ’ର ସମ୍ବାଦ। କାଳବୈଶାଖୀ ଝଡ଼ରେ ଭାଙ୍ଗି ଚୁରମାର୍ ହୋଇଯାଇଥିବା ଗୁଣୁପୁର…

ଦିଗପହଣ୍ଡି କୋର୍ଟରେ ଆଇନ ସଚେତନତା

ଦିଗପହଣ୍ଡି, ୧୨|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ବୃଦ୍ଧ ମାତା ପିତା ଓ ବରିଷ୍ଠ ନାଗରିକଙ୍କ ପାଇଁ ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri