ବଅଁରପାଳ,୧।୧୧(ଡି.ଏନ୍.ଏ.):ଅନୁଗୋଳ ଜିଲା ବଅଁରପାଳ ତହସିଲଦାର ଓ ପୋଲିସ ମିଳିତ ଭାବେ ଚଢ଼ାଉ କରି ଶୁକ୍ରବାର ଭୋର୍ ସମୟରେ ବେଆଇନ ବାଲି ଚିପିସି ଚାଲାଣ କରିଥିବା ୧୨ଟି ଟିପ୍ପର ଜବତ କରିଛନ୍ତି। କାଗଜପତ୍ର ଯାଞ୍ଚ ସହ ଗାଡ଼ିଗୁଡିକରୁ ଜରିମାନା ଆଦାୟ କରାଯାଇଛି।
ବଅଁରପାଳ,୧।୧୧(ଡି.ଏନ୍.ଏ.):ଅନୁଗୋଳ ଜିଲା ବଅଁରପାଳ ତହସିଲଦାର ଓ ପୋଲିସ ମିଳିତ ଭାବେ ଚଢ଼ାଉ କରି ଶୁକ୍ରବାର ଭୋର୍ ସମୟରେ ବେଆଇନ ବାଲି ଚିପିସି ଚାଲାଣ କରିଥିବା ୧୨ଟି ଟିପ୍ପର ଜବତ କରିଛନ୍ତି। କାଗଜପତ୍ର ଯାଞ୍ଚ ସହ ଗାଡ଼ିଗୁଡିକରୁ ଜରିମାନା ଆଦାୟ କରାଯାଇଛି।
ଦାରିଙ୍ଗବାଡି, ୨ ।୨ (ଅରୁଣ ସାହୁ ): ଦଣ୍ଡମୁକ୍ତ ଅଞ୍ଚଳରେ ପ୍ରଚଣ୍ଡ ଦଣ୍ଡ ବ୍ୟବସ୍ଥା। ସାଧାରଣ ଗଣିତ ନୋଟ୍ ବୁକ୍ ଭୁଲିଯିବା ଓ ବିନା ନୋଟ୍ ବୁକ୍ରେ…
ଲାଞ୍ଜିଗଡ଼,୨।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଶନାଥପୁର ଥାନା ଅନ୍ତର୍ଗତ ଢେପଗୁଡ଼ା ପୋଲରେ ପୁଣି ଏକ କୋଇଲା ବୋଝେଇ ଟ୍ରକ୍ ପୋଲ ତଳକୁ ଖସିପଡ଼ିଛି।…
ଗଞ୍ଜାମ,୨।୨(ବିଦ୍ୟାଧର ସାହୁ): ବିଶ୍ବ ପର୍ଯ୍ୟଟନ ମାନଚିତ୍ରରେ ସାମୁଦ୍ରିକ କଇଁଛ ବିରଳ ପ୍ରଜାତିର ଅଲିଭ ରିଡ୍ଲେଙ୍କ ଏନ୍ତୁଡ଼ିଶାଳ ଭାବେ ସ୍ବତନ୍ତ୍ର ସ୍ଥାନ ପାଇଥିବା ଋଷିକୂଲ୍ୟା ମୁହାଁଣରେ ଇକୋ କରିଡର…
ଦିଗପହଣ୍ଡି,୨।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡାହାଡ ଡ୍ୟାମ ରାସ୍ତାର ବିଦେଶୀ ମଦ ଦୋକାନ ନିକଟରେ ସୋମବାରଜଣେ ସ୍କୁଟି ଚାଳକ ଗାଡିରୁ ନିୟନ୍ତ୍ରଣ ହରାଇ…
ତୁମୁଡିବନ୍ଧ,୨।୨(ଦୀପକ କୁମାର ପରାସେଠ): ନାବାଳିକାଙ୍କୁ ଅପହରଣ କରି ହାତ ଗୋଡ ବାନ୍ଧି ଜଙ୍ଗଲରେ ଛାଡି ପଳାଇଲେ। ରାତି ଅନ୍ଧାର ଭିତରେ ଘଞ୍ଚ ଜଙ୍ଗଲରେ ଭୟରେ ଜୀବନ ବଞ୍ଚାଇ…
ଦାରିଙ୍ଗବାଡି, ୨।୨ (ଅରୁଣ ସାହୁ ): କନ୍ଧମାଳ ଜିଲାର ବିଭିନ୍ନ ବ୍ଲକ ସମେତ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ବଙ୍ଗଳାଦେଶୀ ଅନୁପ୍ରବେଶକାରୀ ବିଭିନ୍ନ ପ୍ରମାଣପତ୍ର ହାତେଇ ଘୂରିବୁଲୁଛନ୍ତି ।…
ଦିଗପହଣ୍ଡି,୨।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଇଲାକାରେ ଗତ ୧୫ ଦିନ ମଧ୍ୟରେ ୫ ରୁ ଉଦ୍ଧର୍ବ ଗ୍ରାମରେ ଘଟିଥିବା ରହସ୍ୟମୟ ସିରିଜ ଚୋରି…
ନୂଆଦିଲ୍ଲୀ,୨।୨: ସୁବର୍ଣ୍ଣପୁର ଜିଲାପାଳ ନୃପରାଜ ସାହୁଙ୍କ ବୟାନକୁ ନେଇ ଓଡ଼ିଶା ରାଜନୀତିରେ ହଟଚମଟ ସୃଷ୍ଟି ହୋଇଛି। ରବିବାର ସୁବର୍ଣ୍ଣପୁରରେ ଆୟୋଜିତ ‘ସୁଭଦ୍ରା ଶକ୍ତି ମେଳା’ ଶୁଭାରମ୍ଭ ହୋଇଥିଲା।…