ବେଆଇନ ନିର୍ମାଣ ଉଚ୍ଛେଦ କଲା ପ୍ରଶାସନ

ପୁରୀ ଅଫିସ,୨୪।୮: ରାଜ୍ୟ ସରକାରଙ୍କ ଫୋକସ୍‌ରେ ପୁରୀ। ଏହାର ବିକାଶ ପାଇଁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫୦୦ କୋଟି ଟଙ୍କା ଘୋଷଣା କରିବା ପରେ ଜିଲା ପ୍ରଶାସନ ଏ ଦିଗରେ ଆହୁରି ତତ୍ପରତା ପ୍ରକାଶ କରିଛି । ପୂର୍ବରୁ ପୁରୀ ପାଇଁ ମଧ୍ୟ ରାଜ୍ୟ ସରକାର ୨୬୫ କୋଟି ଟଙ୍କା ଘୋଷଣା କରିଥିଲେ। ୫ଟି ପ୍ରକଳ୍ପ ଲାଗି ଖର୍ଚ୍ଚ କରାଯିବକୁ ଥିବା ଏହି ଟଙ୍କାରେ ଯାତ୍ରୀକାରେ ଏକ କାର ପାର୍କିଂ ପାଇଁ ଯୋଜନା କରାଯାଇଛି । ତେଣୁ ଶନିବାର ଜିଲା ପ୍ରଶାସନ ଯାତ୍ରୀକାରେ ଥିବା ବେଆଇନ ନିର୍ମାଣକୁ ଉଚ୍ଛେଦ କରିଛି । ଉପଜିଲାପାଳ ଭବତାରଣ ସାହୁଙ୍କ ଉପସ୍ଥିତିରେ ଉଚ୍ଛେଦ କାର୍ଯ୍ୟ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri