ଗୋପାଳପୁର,୧୮ା୧୧(ଡି.ଏନ.ଏ.)-ଗୋଳନ୍ଥରା ଥାନା ପୋଲିସ ୩ ଟନ୍ ୩୦୦ କେଜି ବେଆଇନ ପଲିଥିନ ଜବତ କରିଛି। ତେଲଙ୍ଗାନା ହାଇଦ୍ରାବାଦ ଅଞ୍ଚଳରୁ ଏକ ଟାଟା ଏସିଇ ଯୋଗେ ପଲିଥିନ ଲୋଡ଼ ହୋଇ ହଳଦିଆପଦର ଆସିଥିଲା। ଏହି ସମୟରେ ଗୋଳନ୍ଥରା ଥାନା ପୋଲିସ ବୁଧବାର ଉକ୍ତ ଗାଡ଼ିକୁ ଯାଞ୍ଚ ବେଳେ ପଲିଥିନ ଥିବା ଜଣାପଡ଼ିଥିଲା। ପଲିଥିନକୁ ସରକାରଙ୍କ ପକ୍ଷରୁ ବେଆଇନ ଘୋଷଣା କରାଯାଇଛି। ବ୍ୟବସାୟୀମାନେ ଉକ୍ତ ପଲିଥିନଗୁଡ଼ିକୁ ଆଣି ଦୋକାନୀମାନଙ୍କୁ ବିକ୍ରି କରୁଥିବା ତଦନ୍ତରେ ଜଣାପଡ଼ିଥିଲା। ପୋଲିସ ଉକ୍ତ ଗାଡ଼ିକୁ ନିଜ ହେପାଜତକୁ ନେବା ସହ କନିଷି ତହସିଲଦାରଙ୍କୁ ହସ୍ତାନ୍ତର କରିଥିଲା। ଉକ୍ତ ପଲିଥିନଗୁଡ଼ିକ ସମ୍ପୂର୍ଣ୍ଣ ପୋଡ଼ି ନଷ୍ଟ କରାଯିବ ବୋଲି କନିଷି ତହସିଲଦାର ପ୍ରଳୟାନନ୍ଦ ଶତପଥୀ ସୂଚନା ଦେଇଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…
ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…
ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ
ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…
ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ
ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…
ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…
ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…
ପରିବେଶ ସୁରକ୍ଷା ପ୍ରତି ଧ୍ୟାନ ଦେବା ଜରୁରୀ: ଏନଏସଏସ ସ୍ବେଚ୍ଛାସେବୀଙ୍କ ଦ୍ୱାରା ମେଗା ଚାରାରୋପଣ
ଭଞ୍ଜନଗର,୭।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା କୋ ୟୁନିଟ ଏବଂ ମହିଳା ଶାଖା ପକ୍ଷରୁ ମଙ୍ଗଳବାର କଲେଜ ପରିସରରେ…
ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….
କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…
ଆଳି ବ୍ରାହ୍ମଣୀ ନଦୀରେ ଭାସୁଛି ବିରାଟକାୟ କୁମ୍ଭୀର, ଆତଙ୍କିତ ସ୍ଥାନୀୟ ଲୋକେ
ପଟ୍ଟାମୁଣ୍ଡାଇ,୭।୭(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଳି ଦେଇ ବହିଯାଇଥିବା ବ୍ରାହ୍ମଣୀ ନଦୀର ପତ୍ରପୁର ସେତୁ ନିକଟରେ ଏକ ବିରାଟକାୟ ବଉଳା କୁମ୍ଭୀର ଭାସୁଥିବା ଦେଖିବାକୁ ମିଳିଛି…
ଝିଅ ଘରୁ ଫେରୁଥିବା ବେଳେ ବନ୍ୟା ପାଣିରେ ଭାସିଗଲେ ବୃଦ୍ଧ, ସିଧା ଗଛରେ…
ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାର ପଡ଼ା ବ୍ଲକ ତେଲ ନଦୀର ବଢ଼ି ପାଣିରେ ଭାସି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ…
Archives

