ବେଆଇନ ବାଲିଗାଡି ଚଳାଚଳକୁ ବିରୋଧ: ପ୍ରତିବାଦରେ ଧାରଣା ଦେଲେ ଗ୍ରାମବାସୀ

ଆନନ୍ଦପୁର,୧୨।୧୨(ସ୍ବ.ପ୍ର): ବେଆଇନ ଭାବେ ସିଂଡୋଭ ଗ୍ରାମ ରାସ୍ତାରେ ବାଲିଗାଡି ଚଳାଚଳକୁ ବିରୋଧ କରି ଗ୍ରାମବାସୀ ଗୁରୁବାର ଗ୍ରାମ ରାସ୍ତାରେ ଧାରଣା ଦେଇଛନ୍ତି। ଆନନ୍ଦପୁର ଥାନା ଅଧୀନ ସିଂଡୋଭ ଗ୍ରାମରେ ସୃଷ୍ଟି ହୋଇଛି ଏଭଳି ପରିସ୍ଥିତି। ଆନନ୍ଦପୁର ପୋଲିସ ଘଟଣାସ୍ଥଳରେ ଉପସ୍ଥିତ ରହି ପରିସ୍ଥିତି ଉପରେ ନଜର ରଖିଛି। ସୂଚନାଯୋଗ୍ୟ, ବଂଚୋ ଠାରେ ଲିଜ୍‌ ବାଲି ଘାଟକୁ ବେଆଇନ ଭାବେ ପରିଚାଳନା କରାଯାଉଥିବା ଅଭିଯୋଗ କରି ୧୨ ତାରିଖ ସିଂଡୋଭ ଗ୍ରାମରେ ଥିବା ଅଙ୍ଗନଓ୍ବାଡି ଓ ସ୍କୁଲ ପାଖ ରାସ୍ତାରେ ଗ୍ରାମବାସୀ ଧାରଣା ଦେବେ ବୋଲି ଆନନ୍ଦପୁର ଉପଜିଲାପାଳଙ୍କ ନିକଟରେ ଏକ ଦାବିପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁର MKCGରେ ବିରଳ ଶିଶୁ ଜନ୍ମ ! ଦୁଇଟି ମୁଣ୍ଡ, ଗୋଟିଏ ଶରୀର

ବ୍ରହ୍ମପୁର,୧୩।୧୦(ସୁବାସ ଚନ୍ଦ୍ର ପାଢ଼ୀ ): ଏମକେସିଜି ମେଡିକାଲ କଲେଜ ଶିଶୁ ବିଭାଗରେ ଜଣେ ମହିଳା ଏକ ବିରଳ ଶିଶୁଙ୍କୁ ଜନ୍ମ ଦେଇଛନ୍ତି । ଛୁଆଙ୍କ ଦୁଇଟି ମୁଣ୍ଡ…

ମଦନପୁର ୟୁ.କେ. କଲେଜ ସମ୍ମୁଖରେ ବିଜୁ ଛାତ୍ର ଜନତାର ଧାରଣା: ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି

ରାଜନଗର, ୧୩।୧୦ (ଭାସ୍କର ରାଉତରାୟ): ମଦନପୁର: ୟୁ.କେ. କଲେଜର ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି କରି ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ମଙ୍ଗଳବାର ପୂର୍ବାହ୍ନ…

ବାୟା ବାବା କଲେଜ ଛାତ୍ର ସଂସଦ ନିର୍ବାଚନ: ଚାମେଲୀ ଧରିଲେ ମଙ୍ଗ, ଦେଲେ ଗୁରୁମନ୍ତ୍ର…

ମହାକାଳପଡ଼ା, ୧୩।୧୦ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାର ପ୍ରମୁଖ ଶିକ୍ଷାନୁଷ୍ଠାନ ଶ୍ରୀଶ୍ରୀ ବାୟା ବାବା କଲେଜର ଛାତ୍ର ସଂସଦ ନିର୍ବାଚନକୁ ଆଉ ୪୮ ଘଣ୍ଟା…

ଜଗୁଆଳିଙ୍କ ମୃତଦେହ ଜବତ ଘଟଣା, ଥାନାରେ ଅଭିଯୁକ୍ତଙ୍କ ଆତ୍ମସମର୍ପଣ

ଟେନସା,୧୩।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ ସର୍ଗିଗଡ଼ ଗ୍ରାମ ନିକଟରେ ସୋମବାର ରାତିରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି । ଜଗୁଆଳିଙ୍କୁ ମାରି ଫିଙ୍ଗି…

ସନ୍ଦେହଜନକ ଅବସ୍ଥାରେ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର; ଝୁଲନ୍ତା ଅବସ୍ଥାରେ ସ୍ତ୍ରୀ, ଖଟରେ ସ୍ବାମୀ…

ଖଡ଼ିଆଳ,୧୩।୧୦(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ଖନତରାଇ ଗ୍ରାମନିବାସୀ ସ୍ୱାମୀ ସ୍ତ୍ରୀ ଦୀର୍ଘଦିନ ହେବ ଭିମାଖୋଲ ଛକରେ ରହୁଥିଲେ । ଦୁହେଁ ହସଖୁସିରେ…

ବାର୍‌ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ…

ବଲାଙ୍ଗୀରରେ ଉତ୍ତେଜନା, ଏବିଭିପି ସମର୍ଥକଙ୍କୁ ବାଥରୁମରେ ବନ୍ଦ କଲେ ବିଜେଡି ସମର୍ଥକ

ବଲାଙ୍ଗୀର,୧୩।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଛାତ୍ର ସଂସଦ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଛି । ବଲାଙ୍ଗୀର ସର୍କିଟ ହାଉସରେ କିଛି ଏବିଭିପି ନେତା ଓ ସମର୍ଥକ…

କୋଇଡ଼ାରେ ଚାଞ୍ଚଲ୍ୟ! ଜଗୁଆଳିଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ବଣାଇଁ,୧୩।୧୦(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ ସର୍ଗୀଗଡ଼ ଗାଁରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଘରୋଇ କମ୍ପାନୀର ଏକ କ୍ରସରକୁ ଜଗୁଥିବା ଜଗୁଆଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?