ବେଆଇନ ବାଲି ଚାଲାଣ: ୨ ଗାଡ଼ି ଜବତ

ଆନନ୍ଦପୁର, ୭।୧୦(ସ୍ବ.ପ୍ର.)- କେନ୍ଦୁଝର ଜିଲା ଆନନ୍ଦପୁର ତହସିଲ ଅଧୀନ ପଞ୍ଚୁପଲ୍ଲୀଠାରେ ବୈତରଣୀ ନଦୀରୁ ବେଆଇନ ଭାବେ ବାଲି ଚାଲାଣ ହେଉଥିବା ବେଳେ ପ୍ରଶାସନ ପକ୍ଷରୁ ୨ଟି ଟ୍ରାକ୍ଟର ଜବତ କରାଯାଇଛି। ବାଲି ଚୋରା ଚାଲାଣ ସମ୍ପର୍କରେ ସୂଚନା ପାଇ ଆନନ୍ଦପୁର ତହସିଲଦାର ତପନ କୁମାର ନାୟକଙ୍କ ନିର୍ଦ୍ଦେଶକ୍ରମେ ଅତିରିକ୍ତ ତହସିଲଦାର ଶାନ୍ତିରାମ ହେମ୍ବ୍ରମ ପୋଲିସ ସହାୟତାରେ ସେଠାରେ ଚଢ଼ାଉ କରି ଦୁଇ ଗାଡ଼ିକୁ ଜବତ କରିଥିଲେ। ବିନା କାଗଜପତ୍ରରେ ବାଲି ଚାଲାଣ ପାଇଁ ଗାଡ଼ିରୁ ୨୦ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

ବିପଦରେ ୧୦୦ କୋଟିରୁ ଅଧିକ ଆଣ୍ଡ୍ରଏଡ୍ ଫୋନ୍; ହ୍ୟାକିଂ ଆଶଙ୍କାରେ ଗୁଗଲ୍ ଦେଲା ଚେତାବନୀ

ନୂଆଦିଲ୍ଲୀ,୮ା୨: ଯଦି ଆପଣ ଏକ ପୁରୁଣା ଆଣ୍ଡ୍ରଏଡ୍ ସ୍ମାର୍ଟଫୋନ୍ ବ୍ୟବହାର କରୁଛନ୍ତି, ତେବେ ସାବଧାନ ହୋଇଯାଆନ୍ତୁ। ଗୁଗଲ ରିପୋର୍ଟ ଅନୁଯାୟୀ, ବିଶ୍ୱର ପ୍ରାୟ ୧୦୦ କୋଟିରୁ ଅଧିକ…

‘ପ୍ରକୃତି ପ୍ରତି ଦାୟିତ୍ୱବୋଧ ଜରୁରୀ’

ପାଟଣା,୮ା୨(ବୀରକିଶୋର ଦାଶ): ଓଡ଼ିଶାର ଅଗ୍ରଣୀ ସ୍ବେଚ୍ଛାସେବୀ ସଂଗଠନ ପିପୁଲସ କଲଚରାଲ ସେଣ୍ଟର (ପିକକ) ପକ୍ଷରୁ ଆଡପ୍ସନସେଣ୍ଟ୍ରମର ସହଯୋଗରେ ଫେବୃଆରୀ ୫ସେରୁ ୮ ତାରିଖ ପର୍ଯ୍ୟନ୍ତ କେନ୍ଦୁଝର ଜିଲା…

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

‘କ୍ରିକେଟ ପାଗଳ’: ବିନା ଭାରତ ମ୍ୟାଚ୍‌ରେ ବି ଷ୍ଟାଡିୟମ୍ ଫୁଲ୍

ଚେନ୍ନାଇ,୮ା୨: ଭାରତୀୟମାନେ ହେଉଛନ୍ତି କ୍ରିକେଟ ପ୍ରେମୀ। ଯାହା ଏବେ ପୁଣିଥରେ ଟି-୨୦ ବିଶ୍ୱକପରେ ପ୍ରମାଣିତ ହୋଇଛି। ଚାଲିଥିବା ଟି-୨୦ ବିଶ୍ୱକପ୍‌କୁ ନେଇ ଉଠୁଥିବା ସମସ୍ତ ଆଶଙ୍କାକୁ ଭୁଲ୍…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

ଜାମ୍ମୁ-କାଶ୍ମୀର ବଜେଟକୁ ସମାଲୋଚନା କଲେ ଭାଜପା ବିଧାୟିକା; ଶାସକ ଦଳର ବିଧାୟକ କଲେ ପ୍ରଶଂସା

ଶ୍ରୀନଗର,୮ା୨: ଜାମ୍ମୁ-କାଶ୍ମୀର ବିଧାନସଭାରେ ଦେଖିବାକୁ ମିଳିଛି ଏକ ବିରଳ ଦୃଶ୍ୟ। ଭାଜପା ବିଧାୟିକା ଦେବୟାନୀ ରାଣା ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ବଜେଟକୁ କଡ଼ା ସମାଲୋଚନା କରିଥିଲେ। ଯାହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri