ବେଆଇନ ଭାବେ ଟ୍ରେନ୍‌ ଟିକେଟ ବିକ୍ରି, ୭ ଗିରଫ

ଭୁବନେଶ୍ୱର, ୫ା୧୨(ବ୍ୟୁରୋ): ବ୍ୟକ୍ତିଗତ ଆଇଆର୍‌ସିଟିସି ଆକାଉଣ୍ଟରେ ଟିକଟ କାଟି ବିକୁଥିବା ୭ ଜଣ ଏଜେଣ୍ଟଙ୍କୁ ଆର୍‌ପିଏଫ୍‌ ଗିରଫ କରିଛି। ଗତ ମାସ ୨୮ ତାରିଖରୁ ବୁଧବାର ମଧ୍ୟରେ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଏମାନଙ୍କୁ ଧରାଯାଇଛି। ସେମାନେ ହେଲେ ନୀଳାଦ୍ରି ବିହାରର ଅଭିମନ୍ୟୁ ସ୍ବାଇଁ, ବିପିନ ଚୌଧୁରୀ, ସୁନ୍ଦରପଦାର ଶ୍ରୀକାନ୍ତ ପାଣିଗ୍ରାହୀ, ଜାଗମରାର ହୃଦାନନ୍ଦ ଜେନା, ବରମୁଣ୍ଡାର ମୃତ୍ୟୁଞ୍ଜୟ ସାହୁ, ଦେବାଶିଷ ପଟ୍ଟନାୟକ ଓ ବମିଖାଲର ଜ୍ୟୋତିରଞ୍ଜନ ବେହେରା। ସେମାନଙ୍କ ନିକଟରୁ ୮୧ ଟିକେଟ, ୭ ସିପିୟୁ ଓ ମୋଡେମ ଜବତ କରାଯାଇଛି। ଆରପିଏଫ୍‌ ଥାନାରେ ରେଲ୍‌ଓ୍ବେ ଆକ୍ଟ ୧୪୩ରେ ୭ଟି ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

DSP-୧.୨ କୋଟି, BDO-୯୦ ଲକ୍ଷ… ବିକ୍ରି ହେଉଛି ଚାକିରି, ବିଧାୟକ ଆଣିଲେ ସାଂଘାତିକ ଅଭିଯୋଗ

ରାଞ୍ଚି,୬।୮: ଝାଡ଼ଖଣ୍ଡର ରାଞ୍ଚିରେ ଛାତ୍ର ପ୍ରତିବାଦ କ୍ରମାଗତ ଭାବରେ ତୀବ୍ର ହେବାରେ ଲାଗିଛି। JPSC ଏବଂ JSSC ପରୀକ୍ଷାରେ ଅନିୟମିତତା ବିରୋଧରେ ପ୍ରତିବାଦ କରିବା ପାଇଁ ଅନେକ…

ପଶ୍ଚିମବଙ୍ଗ ରାଜନୀତିରେ ବଡ଼ ଟ୍ୱିଷ୍ଟ! ଅମିତ ଶାହାଙ୍କ ସହ ଏହି ଏମପିଙ୍କ ବୈଠକଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୬।୮: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ନୂଆ ରାଜନୈତିକ ଚର୍ଚ୍ଚା ଆରମ୍ଭ ହୋଇଛି । ତୃଣମୂଳ କଂଗ୍ରେସ (TMC) ଛାଡ଼ିଥିବା ତିନିଜଣ ମୁସଲିମ ଏମପି ଆଜି ସଂସଦ…

କେଜରିୱାଲଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ବ୍ଲକ! ଏଏପି ମୁଖ୍ୟ କହିଛନ୍ତି – ‘ମେଟା ମୋଦି ସରକାରଙ୍କ ଆଗରେ ମୁଣ୍ଡ ନୁଆଁଇବା ଉଚିତ ନୁହେଁ’

ନୂଆଦିଲ୍ଲୀ,୬।୮: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଆମ ଆଦମୀ ପାର୍ଟି (ଏଏପି)ର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ଏକ ଭିଡିଓ ଶେୟାର କରି ପ୍ରକାଶ କରିଛନ୍ତି ଯେ…

ହଷ୍ଟେଲ ଛାଡ଼ିଲେ ଶତାଧିକ ଛାତ୍ର, ହାତରେ ବ୍ୟାଗ୍‌ ଧରି ୧୦ କିଲୋମିଟର ଚାଲିଲେ

ଝରିଗାଁ,୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ସରକାର କେଜିରୁ ପିଜି ପର୍ଯ୍ୟନ୍ତ ପିଲାଙ୍କୁ ମାଗଣା ଶିକ୍ଷା ପ୍ରଦାନ ପାଇଁ ଗୁରୁତ୍ୱ ଦେଉଥିବା ବେଳେ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନଟେମରା…

ଭାରତର ଏହି ସ୍ଥାନରେ ଏଯାଏଁ ପହଞ୍ଚିନି କଳିଯୁଗ? ରହସ୍ୟ ଜାଣିଲେ କାବା ହୋଇଯିବେ…

ନୂଆଦିଲ୍ଲୀ,୬।୮: ହିନ୍ଦୁ ଧର୍ମଶାସ୍ତ୍ରଗୁଡ଼ିକରେ ଚାରୋଟି ଯୁଗ— ତ୍ରେତାୟୁଗ, ସତ୍ୟଯୁଗ, ଦ୍ୱାପର ଯୁଗ ଏବଂ କଳିଯୁଗର ବର୍ଣ୍ଣନା କରାଯାଇଛି। ତିନୋଟି ଯୁଗ ଶେଷ ହୋଇସାରିଛି ଏବଂ ଏବେ ଶେଷ…

ବଳାତ୍କାର ମାମଲାରେ ତରୁଣ ତେଜପାଲଙ୍କୁ ୧୦ ବର୍ଷ ଜେଲଦଣ୍ଡ

ମୁମ୍ବାଇ,୬।୮: ବମ୍ବେ ହାଇକୋର୍ଟ ତେହେଲକା ପତ୍ରିକାର ପୂର୍ବତନ ସମ୍ପାଦକ ତରୁଣ ତେଜପାଲଙ୍କୁ ଏକ ବଳାତ୍କାର ମାମଲାରେ ୧୦ ବର୍ଷ ଜେଲଦଣ୍ଡ ଦେଇଛନ୍ତି। ନିମ୍ନ ଅଦାଲତର ରାୟକୁ ପ୍ରତ୍ୟାଖ୍ୟାନ…

ଏହି ମନ୍ଦିରରେ ୩୦୦ ବର୍ଷ ଧରି ଜଳୁଛି ଅଖଣ୍ଡ ଦୀପ, ଦିନକୁ ୩ ଥର ହୋଇଥାଏ ଶିବଲିଙ୍ଗର ରଙ୍ଗ ପରିବର୍ତ୍ତନ

ଶ୍ରାବଣ ମାସରେ ଭଗବାନ ଶିବଙ୍କ ପୂଜା କରିବାର ବହୁତ ମହତ୍ତ୍ୱ ରହିଛି। ସାରା ଦେଶରେ ଅନେକ ଶିବ ମନ୍ଦିର ଅଛି। ଏହି ମନ୍ଦିରଗୁଡ଼ିକ ମଧ୍ୟରୁ ଅନେକକୁ ଚମତ୍କାର…

ବୁମ୍‌ରାଙ୍କୁ ବର୍ଷେ ଯାଏ ବିଦା କରିଦିଅ….ପୂର୍ବତନ କ୍ରିକେଟର୍‌ଙ୍କ ଆଶ୍ଚର୍ଯ୍ୟଜନକ ମନ୍ତବ୍ୟ

ନୂଆଦିଲ୍ଲୀ,୬।୮: ଭାରତୀୟ ପେସ୍‌ ବୋଲର୍‌ ଜସପ୍ରିତ ବୁମରା ନିଜ ବୋଲିଂ ଆକ୍ସନକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ବୁମରା ଆଣ୍ଠୁ ଆଘାତ ସହିତ ସଂଘର୍ଷ କରୁଛନ୍ତି। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri