ବେଆଇନ ମଦଭାଟି ଭାଙ୍ଗିଲେ ମହିଳା

ଚିତ୍ରଡା, ୨୪।୪(ଡି.ଏନ.ଏ.)-ମୟୁରଭଞ୍ଜ ଜିଲ୍ଲାର ମୋରଡ଼ା ଥାନା ଅଧୀନରେ ଥିବା ହଲଦୀପାଳ ପଞ୍ଚାୟତର ମଦନଡ଼ିହି ଗ୍ରାମର ଶୁକ୍ରବାର ସକାଳୁ ସରପଞ୍ଚ ଅଞ୍ଜନା ମାଝୀଙ୍କ ସମେତ ମିଶନ ଶକ୍ତିର ମହିଳା ମାନେ ସାହାସିକତା ଦେଖାଇଛନ୍ତି। ଗତ ଗୁରୁବାର ରାତିରେ ଲକ୍‌ଡାଉନ୍‌ର ସୁଯୋଗ ନେଇ ମଦନଡ଼ିହିରେ ବହୁ ପରିମାଣର ଦେଶୀମଦ ଚୋରା ଚାଲାଣ ହେଉଥିବାର ଖବରପାଇ ମହିଳା ମାନେ ତିନୋଟି ଭାଟିର ହାଣ୍ଡି ଗୁଡିକୁ ଭାଙ୍ଗିଦେବା ସହ ୧୨ ଗୋଟି ଡ୍ରମରେ ଥିବା ପୋଚ ଗୁଡିକୁ ତଳେ ପକାଇ ଦେଇ ତାହା ଉପରେ କିରୋସିନ ଢାଳି ଦେଇଥିଲେ। ମୋରଡ଼ା ପୋଲିସ ଘଟଣା ସ୍ଥଳରେ ୧୨ଟି ବଡ ଡ୍ରମ, ୩ ଛୋଟ ଗ୍ଲେନ, ୩ ବଡ ହାଣ୍ଡି, ୩ ଛୋଟ ହାଣ୍ଡି ଜବତ କରି ଥାନାକୁ ନେଇଯାଇଥିବା ଚିତ୍ରଡ଼ା ଫାଣ୍ଡି ଅଧିକାରୀ ରଜେନ୍ଦ୍ର ମଣ୍ଡଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥାନା ଭିତରେ ଝିଅଙ୍କୁ ଛୁରିଭୁସି ହତ୍ୟାକଲେ ବାପା: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଲକ୍ଷ୍ନୌ,୧୫ା୬:ଉତ୍ତରପ୍ରଦେଶର ବାନ୍ଦା ଜିଲା ଅନ୍ତର୍ଗତ ବଦୌସା ଥାନା ଭିତରେ ଶୁକ୍ରବାର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ତାଙ୍କ ବାପା ଛୁରିଭୁସି ହତ୍ୟା କରିଛନ୍ତି। ବାନ୍ଦା ଏସ୍‌ପି ପଳାଶ…

ଏଇ ଭାରତରେ

ସବୁଜ ଶକ୍ତି ଜୀବନର ଆଧାର ବୋଲି ଉପଲବ୍ଧି କରିଛନ୍ତି ବ୍ୟାଙ୍କର ରାଜଶ୍ରୀ ନାମ୍ବିୟାର। ସେ ଇକୋଫାଇ ଷ୍ଟାର୍ଟଅପ୍‌ର ସହପ୍ରତିଷ୍ଠାତା ଭାବେ ଦୁଇ କିମ୍ବା ତିନି ଚକିଆ ବିଦ୍ୟୁତ୍‌ଚାଳିତ…

ତଥ୍ୟର କୋଳାହଳରେ କାହାଣୀ

ଜିର ସମୟକୁ ଯଦି ‘ଡାଟା’ ବା ‘ତଥ୍ୟ’ର ଯୁଗ ବୋଲି କୁହାଯାଏ, ତାହା ଭୁଲ ହେବ ନାହିଁ। ପ୍ରତି ମୁହୂର୍ତ୍ତରେ ଯେତେ ତଥ୍ୟ ସୃଷ୍ଟି ହେଉଛି, ସବୁକୁ…

ଉତ୍ତରଦାୟିତ୍ୱକୁ ଉପେକ୍ଷା

ସବୁଠି ଆଲୋଚନା ହେଉଛି ମଣିଷ ନିକଟରେ ନୈତିକ ମୂଲ୍ୟବୋଧ ଆଉ ଦେଖିବାକୁ ମିଳୁନାହିଁ। କିନ୍ତୁ ବିଚିତ୍ର କଥା ହେଉଛି ନୈତିକତା ସପକ୍ଷରେ ସଭିଏଁ କହୁଛନ୍ତିି, କେହି ଜଣେ…

୫୫ ମିନିଟ୍‌ ଧରି ଫୋନ୍‌ରେ କଥା ହେଲେ ଟ୍ରମ୍ପ-ପୁଟିନ୍‌: ବନ୍ଦ ହୋଇଯିବ କି…

ଓ୍ବାଶିଂଟନ୍‌,୧୫।୬:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଟେଲିଫୋନ ଆଲୋଚନା ହୋଇଥିଲା। ପ୍ରାୟ ୫୫ ମିନିଟ ଧରି ଚାଲିଥିବା…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri