ବେଆଇନ ମଦ କାରବାର: ୧୯୩ ଲିଟର ମଦ ଜବତ, ୮ ଗିରଫ

ଛତ୍ରପୁର, ୫।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ଚାଲିଥିବା ବେଆଇନ ମଦ କାରବାର ହେଉଥିବା ନେଇ ଗୁରୁବାର ସନ୍ଧ୍ୟାରେ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୭ଜଣଙ୍କୁ ଗିରଫ କରାଯାଇଛି। ସେମାନଙ୍କ ନିକଟରୁ ୧୯୩ ଲିଟର ଦେଶୀ ମଦ ସହ ୫ଟି ମୋବାଇଲ ଫୋନ ଜବତ କରାଯାଇଛି। ଏହି ଚଢ଼ାଉରେ କବିସୂର୍ଯ୍ୟନଗର, ପୁରୁଷୋତ୍ତମପୁର ଓ ଖଲିକୋଟ ଅବକାରୀ ଥାନା ଓ ଛତ୍ରପୁର ଅବକାରୀ ଷ୍ଟ୍ରାଇକିଙ୍ଗ ଫୋର୍ସ ସାମିଲ ଥିଲେ।

Share