ବେଆଇନ ସ୍କୁଲ ପାଚେରି ନିର୍ମାଣ ପ୍ରତିବାଦରେ ଗ୍ରାମବାସୀଙ୍କ ଧାରଣା

ତିହିଡ଼ି,୧୭।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି ବ୍ଲକ ମୁକୁନ୍ଦପୁର ପଞ୍ଚାୟତ ଅଧୀନ ବିଦ୍ୟାଧରପୁର ଗ୍ରାମବାସୀ ଶୁକ୍ରବାର ମଧ୍ୟାହ୍ନରେ ବ୍ଲକ କାର୍ଯ୍ୟାଳୟ ପରିସରରେ ଧାରଣା ଦେଇଥିଲେ। ବିଦ୍ୟାଧରପୁର ପ୍ରାଥମିକ ସ୍କୁଲ ପାଚେରି ନିର୍ମାଣ ବେଆଇନ ଭାବେ କରାଯାଉଥିବାରୁ ଏହାର ପ୍ରତିବାଦରେ ସେମାନେ ଏହି ପଦକ୍ଷେପ ନେଇଥିଲେ। ଭାରପ୍ରାପ୍ତ ବିଡିଓ ରମେଶ ଚନ୍ଦ୍ର ପଣ୍ତା ଆସନ୍ତା ୨୫ ତାରିଖରେ ସ୍କୁଲ ସୀମାର ମାପ କରାଯିବା ପରେ ପଦକ୍ଷେପ ନିଆଯିବ ବୋଲି ପ୍ରତିଶ୍ରୁତି ଦେବାପରେ ଧାରଣା ପ୍ରତ୍ୟାହୃତ ହୋଇଛି। ପୂର୍ବତନ ସମିତିସଭ୍ୟ ଉମାକାନ୍ତ ଦାସ, କୈଳାସ ବେହେରା, କେଶବ କଣ୍ଡୁ,ସୁରେନ୍ଦ୍ର କୁଣ୍ଡୁ, ରମାକାନ୍ତ ବେହେରା,ସଞ୍ଜୟ ମହାଳିକ ପ୍ରମୁଖ ଧାରଣାରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ବାଇକ୍‌ରେ ଯାଉଥିଲେ, ପିଟି ଦେଲା ହାଇଓ୍ବା: ଚାଲିଗଲା ମ୍ୟାନେଜରଙ୍କ ଜୀବନ…   

ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା ଗ୍ରାମ ନିକଟରେ ହାଇୱା ଟ୍ରକ (ନଂ. ଓଡ଼ି ୩୨ ଏଲ – ୧୧୦୭) ଧକ୍କାରେ ଜଣେ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ଗଞ୍ଜାମ ନଗର ସଭାପତି ପରେ ଛାତ୍ର-ଯୁବ ସଭାପତିଙ୍କ ଉପରେ ସମସ୍ତଙ୍କ ନଜର, ଲବିରେ ମନୋଜ ପ୍ରଧାନ

ଗଞ୍ଜାମ,୧୯।୨(ବିଦ୍ୟାଧର ସାହୁ): ବିଜୁ ଜନତା ଦଳର ଗଞ୍ଜାମ ଏନ୍‌ଏସି ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କ ନାଁ ଘୋଷଣା କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ।ସୁଧୀର…

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଦୀପକ ହେଲେ ଦିଗପହଣ୍ଡି ନଗର କଂଗ୍ରେସ ସଭାପତି, ଛୁଟିଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧୦ନଂ ୱାର୍ଡର କାଉନସିଲର ଦୀପକ କୁମାର ମିଶ୍ରଙ୍କୁ ନଗର କଂଗ୍ରେସ କମିଟିର ସଭାପତି ରୂପେ ନିଯୁକ୍ତ କରାଯାଇଛି।…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ

ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri