ପାଟଣା,୬।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବନବୀର ଗ୍ରାମର ଜଣେ ୨୨ବର୍ଷୀୟ ଯୁବକ ଗୁରୁବାର ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ପଦ୍ମଲୋଚନ ମହାନ୍ତଙ୍କ ପୁଅ କାଳୀଚରଣ।
ପ୍ରକାଶ ଯେ, ଅପରାହ୍ନରେ କାଳିଚରଣ ନିଜ ଘର ସଙ୍ଗାରେ ରଶି ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଗୁରୁତର ଅବସ୍ଥାରେ ପରିବାର ଲୋକେ ତାଙ୍କୁ ଉଦ୍ଧାରକରି କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଏ ନେଇ ପାଟଣା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ଶୁକ୍ରବାର କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟରେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ତେବେ ଆତ୍ମହତ୍ୟାର କାରଣ ଜଣାପଡ଼ି ନାହିଁ।
Posted inଆମ ଜିଲା ଖବର, କେନ୍ଦୁଝର View All
ଜି.ଉଦୟଗିରି ଶୀତ ମହୋତ୍ସବ “ତୁଷାର” ୨୦୨୬ ଉଦଘାଟିତ: କଳାହାଣ୍ଡି କଟାପାଙ୍କ ଅଭିନୟ ଦେଖି…
ଜି.ଉଦୟଗିରି, ୩।୨(ଚିନ୍ମୟ କୁମାର ସେଠି): କନ୍ଧମାଳ ଜିଲା ଜି.ଉଦୟଗିରି ସହରର ଶ୍ରୀରାମପଦା ସ୍ଥିତ କଳିଙ୍ଗ ମିନି ଷ୍ଟାଡିୟମରେ ୫ଦିନ ବ୍ୟାପି ଅନୁଷ୍ଠିତ ହେଉଥିବା ଜି.ଉଦୟଗିରି ଶୀତ ମହୋତ୍ସବ…
ସାମାନ୍ୟ ବଚସା ପରେ ଧସ୍ତାଧସ୍ତି: ଚାଲିଗଲା ବ୍ୟବସାୟୀଙ୍କ ଜୀବନ, ମୁଣ୍ଡ ପିଟି…
ଭଞ୍ଜନଗର,୩।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହର ଇଣ୍ଡିଆନ ଗ୍ୟାସ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ରାତି ପ୍ରାୟ ୯ ଟା ସମୟରେ ଜଣେ ବ୍ୟବସାୟୀଙ୍କ ସହ ଅନ୍ୟ ଜଣେ…
ଆନ୍ଧ୍ରରେ ବିକ କୋଟିଆ ଶସ୍ୟ: ସୀମାନ୍ତବାସୀଙ୍କୁ ପ୍ରବର୍ତ୍ତାଇଲେ ପଡ଼ୋଶୀ ରାଜ୍ୟ ଅଧିକାରୀ,ଏପଟେ…
ପଟ୍ଟାଙ୍ଗି,୩ା୨(ଶରତ କୁମାର ଧଳ)-କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧୀନ କୋଟିଆ ପଞ୍ଚାୟତର ସୀମାନ୍ତବାସୀଙ୍କୁ ନେଇ ଓଡ଼ିଶା-ଆନ୍ଧ୍ର ପ୍ରଦେଶ ପକ୍ଷରୁ ବୈଠକକରି ସଚେତନ କରାଯାଉଛି। ଏଥିରେ ଉକ୍ତ ପଞ୍ଚାୟତର…
ଆମ୍ବ ବିକ୍ରୟ ସଙ୍କଟ ପାଇଁ ଅନିଶ୍ଚିତତାରେ ଚାଷୀ: ପ୍ରକ୍ରିୟାକରଣ ୟୁନିଟ୍ ସ୍ଥାପନା କରିବାକୁ…
ରାୟଗଡ଼ା,୩।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲାରେ ଆମ୍ବ ବିକ୍ରୟ ସମସ୍ୟାକୁ କେନ୍ଦ୍ର ସରକାର ସ୍ବୀକାର କରିଥିଲେ ମଧ୍ୟ ଦାୟିତ୍ୱ ଗ୍ରହଣରୁ ଏଡାଇ ଯାଇଛନ୍ତି ବୋଲି ଅଭିଯୋଗ କରିଛନ୍ତି…
ଦିବ୍ୟ ପବ୍ଲିକ ସ୍କୁଲର ବାର୍ଷିକୋତ୍ସବ, ବିଧାୟକ ସିଦ୍ଧାର୍ଥ ମହାପାତ୍ର ଯୋଗ ଦେଇ କହିଲେ…
ଦିଗପହଣ୍ଡି,୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଦିବ୍ୟ ପବ୍ଲିକ ସ୍କୁଲର ୧୩ ତମ ବାର୍ଷିକୋତ୍ସବ ମଙ୍ଗଳବାର ସାରେ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି ।…
ଖେମୁଣ୍ଡି କଲେଜର ବାର୍ଷିକୋତ୍ସବ ଅନୁଷ୍ଠିତ: ପଦ୍ମଶ୍ରୀ ପାଇଁ ମନୋନୀତ ନୃତ୍ୟଗୁରୁ ସମ୍ବର୍ଦ୍ଧିତ
ଦିଗପହଣ୍ଡି,୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ଡ. ଅସିତ କୁମାର ଷଡଙ୍ଗୀଙ୍କ…
ଭୀଷ୍ମଗିରି ରାମଜୀ ବିଦ୍ୟାଳୟରେ ସାମାଜିକ ସହଭାଗିତା କାର୍ଯ୍ୟକ୍ରମ: ୭୬ ମେଧାବୀଙ୍କୁ ମେଧାବୃତ୍ତି ପ୍ରଦାନ
ଦିଗପହଣ୍ଡି,୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ଫ୍ୟୁଜନ ଫାଇନାନ୍ସ ଲିମିଟେଡ ପକ୍ଷରୁ…
ଧାର୍ଯ୍ୟ ସମୟ ସରିଲା, ପାଣି ପାଇଲେନି ଚୂଳବାଡ଼ିବାସୀ: ଅଧାପନ୍ତରିଆ ‘ବସୁଧା’ ପ୍ରକଳ୍ପ
ଥୁଆମୂଳରାମପୁର,୩।୨ (ଦୁର୍ଗା କୀର୍ତ୍ତି):: ରାଜ୍ୟ ସରକାରଙ୍କ ‘ହର ଘର ଜଳ’ ସ୍ଲୋଗାନ ଏବେ ଦୁର୍ଗମ ଅଞ୍ଚଳରେ ପ୍ରହସନ ପାଲଟିଛି। କଳାହାଣ୍ଡି ଜଲା ଥୁଆମୂଳ ରାମପୁର ବ୍ଲକ ତଳଆମପଦର…
Archives

