ବେକାରୀମୁକ୍ତ ସମାଜ ଗଠନ ଲାଗି ଆହ୍ବାନ

କେନ୍ଦୁଝର,୧୩।୨(ସ୍ବ.ପ୍ର.): ଜାତୀୟ ଯୁବ ପ୍ରକଳ୍ପ ପକ୍ଷରୁ ଶାନ୍ତି ଓ ସଦ୍‌ଭାବନା ରକ୍ଷା ପାଇଁ ସାଇକେଲ ଯାତ୍ରାରେ ଆସି ଗୁରୁବାର କେନ୍ଦୁଝର ଜିଲାରେ ପହଞ୍ଚିଛନ୍ତି ଯୁବତୀ ଯୁବକ। ସ୍ଥାନୀୟ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପୂର୍ବାହ୍ନରେ ସେମାନଙ୍କୁ ଫୁଲ, ଚନ୍ଦନ ଦେଇ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଛି। ୫୪ଜଣ ଯୁବତୀ/ଯୁବକ ଏଥିରେ ସାମିଲ ହୋଇଥିବାବେଳେ ଏହି ଯାତ୍ରା ଭୁବନେଶ୍ୱରରୁ ଆରମ୍ଭ ହୋଇ ଭଦ୍ରକ, ବାଲେଶ୍ୱର ଦେଇ କେନ୍ଦୁଝରରେ ପହଞ୍ଚିଛି। ଓଡ଼ିଶାରେ ସାମ୍ପ୍ରଦାୟିକ ସଦ୍‌ଭାବନା ରକ୍ଷା ପାଇଁ ଏହି ସାଇକେଲ ଯାତ୍ରା ସମସ୍ତ ଜିଲା ପରିଭ୍ରମଣ କରୁଥିବା ବେଳେ ହିଂସାମୁକ୍ତ, ନିଶାମୁକ୍ତ ଓ ବେକାରୀମୁକ୍ତ ସମାଜ ଗଠନର ଆହ୍ବାନ ଦେବା ସହ ସଂଗୀତ, ନାଟକ ମାଧ୍ୟମରେ ସଚେତନତ କରୁଥିବା ସହ ସଂପାଦକ ବିକ୍ରମକେଶରୀ ମହାପାତ୍ର କହିଛନ୍ତି। ଏହି ଯାତ୍ରାରେ ବହୁ ସଂଖ୍ୟାରେ ଯୁବକମାନେ ଏକାଠି ହୋଇ ନିଜ ପକେଟ୍‌ରୁ ଟଙ୍କା ଖର୍ଚ୍ଚ କରି ସୁସ୍ଥ ସମାଜର ସ୍ବପ୍ନ ଓ ସଂକଳ୍ପ ନେଇ ୪୦ ବର୍ଷରୁ ଅଧିକ ଧରି କାମ କରିଆସୁଛନ୍ତି। ଭଦ୍ରକ, କନ୍ଧମାଳ ଏବଂ ଅନ୍ୟାନ୍ୟ ଅଞ୍ଚଳରେ ଶାନ୍ତି ପ୍ରତିଷ୍ଠା ପାଇଁ କାର୍ଯ୍ୟ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ଗାଁକୁ ବ୍ୟାପିଲାଣି କ୍ୟାମ୍ପସ ରାଜନୀତି; ମହାବିଦ୍ୟାଳୟ ଛାଡି ଗାଁରେ ପ୍ରଚାର କରୁଛନ୍ତି ପ୍ରାର୍ଥୀ

ବଞ୍ଚୋ,୧୧।୧୦(ପ୍ରଦୋଷ ବିଶ୍ୱାଳ ): କ୍ୟାମ୍ପସରୁ ଗାଁ ମୁହାଁ ହେଲାଣି ଛାତ୍ର ସଂସଦ ନିର୍ବାଚନର ତାତି । ମହାବିଦ୍ୟାଳୟ ପରିସରରେ ସୀମିତ ରହିନାହିଁ ଛାତ୍ର ରାଜନୀତି । ଏବେ…

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମୁମ୍ବାଇ,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

ତୀର୍ଥଯାତ୍ରାରୁ ଫେରିବା ବାଟରେ ହୃଦ୍‌ଘାତ, ଚାଲିଗଲା ବିଭୂତିଙ୍କ ଜୀବନ

କୋକସରା,୧୧।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ କେନ୍ଦୁଗୁଡା ଗ୍ରାମରେ ଶୋକର ଛାୟା ଖେଳିଯାଇଛି । ଗ୍ରାମର ବିଭୂତି ଭୂଷଣ ପଣ୍ଡା(୬୦) ବଦ୍ରୀନାଥ ତୀର୍ଥଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?