Posted inଜାତୀୟ

ବେକାର ସମସ୍ୟା-ଛଟେଇ- ଭିଡ଼ ହିଂସା ଆଦିକୁ ଛାଡ଼ି ଦେଲେ ଭାରତରେ ଅନ୍ୟ ସବୁ ସ୍ଥିତି ଭଲ: ଚିଦାମ୍ବରମ୍‌

ନୂଆଦିଲ୍ଲୀ,୨୩।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହାଓ୍ବଡ଼ି ମୋଦି କାର୍ଯ୍ୟକ୍ରମକୁ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‌ କଡ଼ା ସମାଲୋଚନା କରିଛନ୍ତି। ତାଙ୍କୁ ସୋମବାର ତିହାର ଜେଲ୍‌ରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଭେଟିବାକୁ ଯାଇଥିଲେ। ଏହା ପରେ ସେ ଟୁଇଟ୍‌ କରି ହାଓ୍ବଡ଼ି ମୋଦି କାର୍ଯ୍ୟକ୍ରମକୁ ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ, ବେକାର ସମସ୍ୟା, ଛଟେଇ, ଭିଡ଼ ହିଂସା, କମ୍‌ ଦରମା, କଶ୍ମୀରରେ ତାଲାବନ୍ଦ, ରାଜନେତାଙ୍କ ଉପରେ ପ୍ରତିଶୋଧ ମୂଳକ କାର୍ଯ୍ୟାନୁଷ୍ଠାନ ଆଦିକୁ ଛାଡ଼ି ଦେଲେ ଭାରତରେ ଅନ୍ୟ ସବୁ ସ୍ଥିତି ଭଲ ରହିଛି। ଚିଦାମ୍ବରମ୍‌ଙ୍କ ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ବରିଷ୍ଠ ନେତାଙ୍କ ପରଲୋକ, ରାଜସ୍ଥାନ କ୍ୟାବିନେଟରେ ଥିଲେ ମନ୍ତ୍ରୀ

ଜୟପୁର,୨।୨: ସୋମବାର ସକାଳେ ବରିଷ୍ଠ ଭାଜପା ନେତା ହେମ ସିଂହ ଭଦାନାଙ୍କ ଦେହାନ୍ତ ହୋଇଛି। ତାଙ୍କର ୫୫ ବର୍ଷ ବୟସରେ ଦେହାନ୍ତ ହୋଇଛି। ସେ ରାଜସ୍ଥାନ ରାଜନୀତିର…

T20 Pakistan Vs India: ପାକିସ୍ତାନୀ କହିଲେ, ‘ମରିବୁ ପଛେ, ହେଲେ…’

ଇସଲାମାବାଦ,୨।୨: ପାକିସ୍ତାନ ସରକାର ୨୦୨୬ ଟି-୨୦ ବିଶ୍ୱକପ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ପାକିସ୍ତାନ ଘୋଷଣା କରିଛି ଯେ ଦଳ ଫେବୃଆରୀ ୧୫ ରେ ଭାରତ…

‘ଗୁଣାତ୍ମକ ଶିକ୍ଷାର ବିକାଶ ହେଲେ ଛାତ୍ରୀଛାତ୍ର ଆଗକୁ ବଢ଼ିପାରିବେ’

ଭଞ୍ଜନଗର,୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ରୁଢ଼ାପଦର ଆଶ୍ରମ ବିଦ୍ୟାଳୟର ୨୯ତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ପ୍ରଧାନଶିକ୍ଷକ ଗୌରହରି ବାଡ଼ତ୍ୟାଙ୍କ ସଭାପତିତ୍ୱରେ ସଭାକାର୍ଯ୍ୟ ଅନୁଷ୍ଠିତ…

ପାକିସ୍ତାନକୁ ମହଙ୍ଗା ପଡ଼ିବ ଭାରତ ବିପକ୍ଷ ମ୍ୟାଚ ବୟକଟ କରିବା, ICC ନେବ ବଡ଼ ଆକ୍ସନ, ଦେବାଳିଆ ହେବ ପିସିବି

ନୂଆଦିଲ୍ଲୀ,୨।୨: ଭାରତ ଏବଂ ଶ୍ରୀଲଙ୍କା ଦ୍ୱାରା ମିଳିତ ଭାବରେ ଆୟୋଜିତ ହେବାକୁ ଥିବା ICC T20 ବିଶ୍ୱକପ 2026 କୁ ନେଇ ବିବାଦ ଥମିବାର କୌଣସି ସଙ୍କେତ…

ପାକିସ୍ତାନ କରୁଛି ବୟକଟର ନାଟକ, ICC ପ୍ରୋଟୋକଲକୁ ସମ୍ମାନ ଦେବ ଭାରତ, ବୁଦ୍ଧି ଶିଖିବ ପାକିସ୍ତାନ!

ନୂଆଦିଲ୍ଲୀ,୨।୨: ପାକିସ୍ତାନ ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷରେ ଖେଳିବାକୁ ମନା କରିଦେଇଛି। ଏହା ସତ୍ତ୍ୱେ, ଭାରତୀୟ ଦଳ ମ୍ୟାଚ ପାଇଁ ଶ୍ରୀଲଙ୍କା ଯାତ୍ରା କରିବ। ଭାରତ ଏବଂ…

୬ ତାରିଖ ପର୍ଯ୍ୟନ୍ତ କୁହୁଡ଼ି: ଏସବୁ ଜିଲାକୁ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨ା୨(ବନ୍ଦନା ସେଠୀ): ରାଜ୍ୟରେ ଏବେ ରାତି ତାପମାତ୍ରା ବୃଦ୍ଧି ପାଇଥିବାରୁ ଶୀତ ପ୍ରକୋପ ହ୍ରାସ ପାଇଛି। ତେବେ ଅତ୍ୟଧିକ କୁହୁଡି ପାଇଁ ଜନଜୀବନ ପ୍ରଭାବିତ ହେଉଛି। ସୋମବାର…

କିନ୍ନରଙ୍କୁ ଛୁରି ଭୁସି ହତ୍ୟା, ମୀରା ପରିଡ଼ା କହିଲେ…

ପୁରୁଣା ଭୁବନେଶ୍ୱର/ପିପିଲି,୨ା୨(ସୁବାସ ଚନ୍ଦ୍ର ପ୍ରଧାନ/ଦୁର୍ଗାମାଧବ ମିଶ୍ର/ପ୍ରଭାତ ମହାପାତ୍ର): ପୁରୀ-ଭୁବନେଶ୍ୱର ୩୧୬ ନମ୍ବର ଜାତୀୟ ରାଜପଥର ମଧୁର ମତ୍ସ୍ୟ ଗବେଷଣା ଅନୁସନ୍ଧାନ କେନ୍ଦ୍ର (ସିଫା) ନିକଟରେ ରବିବାର ଜଣେ…

ହେବ ତୃତୀୟ ବିଶ୍ୱ ଯୁଦ୍ଧ! କାହିଁକି ଉଠୁଛି ଭାରତ-ପାକିସ୍ତାନ ନାମ? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨।୨: ୨୦୨୬ ମସିହାର ପ୍ରଥମ ମାସରେ, ବିଶ୍ୱର ଅଧିକାଂଶ ସ୍ଥାନରେ ଉତ୍ତେଜନା ଦେଖାଦେଇଛି। ଇରାନ ଉପରେ ଆମେରିକାର ସମ୍ଭାବ୍ୟ ଆକ୍ରମଣର ଭୟ ସମଗ୍ର ପଶ୍ଚିମ ଏସିଆରେ ଘୂରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri