Posted inଖେଳ

ବେଙ୍ଗାଲୁରୁରେ ଟିମ୍‌ ଇଣ୍ଡିଆର ଧମାକା: ୨-୧ରେ ଜିତିଲା ସିରିଜ୍‌

ବେଙ୍ଗାଲୁରୁ,୧୯।୧: ଅଷ୍ଟ୍ରେଲିଆ ବିପକ୍ଷ ୩ଟିକିଆ ଏକଦିବସୀୟ ସିରିଜର ଶେଷ ମ୍ୟାଚରେ ଭ୍ରମଣକାରୀ ଦଳକୁ ୭ ଉଇକେଟରେ ପରାସ୍ତ କରି ସିରିଜକୁ ୨-୧ କବ୍ଜା କରିଛି ଭାରତ। ରୋହିତ ଶର୍ମାଙ୍କ ଶତକ ଏବଂ ବିରାଟ କୋହଲି ଅର୍ଦ୍ଧଶତକ ବଳରେ ଭାରତ ଏହି ବିଜୟ ହାସଲ କରିଛି। ଭାରତ ପ୍ରଥମ ଦିନିକିଆ ହାରିଥିବା ବେଳେ ଦ୍ୱିତୀୟ ଦିନିକିଆରେ ବିଜୟ ସହ ସିରିଜକୁ କମବ୍ୟାକ୍‌ କରିଥିଲା। ଫଳରେ ତୃତୀୟ ମ୍ୟାଚ୍‌ଟି ନିର୍ଣ୍ଣାୟକ ହୋଇପଡିଥିଲା।
ବେଙ୍ଗାଲୁରୁର ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଅଧିନାୟକ ଆରୋନ ଫିଞ୍ଚ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଅଷ୍ଟ୍ରେଲିଆ ନିର୍ଦ୍ଧାରିତ ଓଭରରେ ୯ ଉଇକେଟ୍‌ ହରାଇ ୨୮୬ ରନ୍‌ ସଂଗ୍ରହ କରଥିଲା। ବିଜୟଲକ୍ଷ୍ୟ ୨୮୭ ରନ୍‌ର ପିଛା କରି ଭାରତୀୟ ଦଳ ପ୍ରାରମ୍ଭରୁ ଭଲ ଖେଳ ପ୍ରଦର୍ଶନ କରିଥିଲା। ଦୁଇ ଓପନର୍‌ ରୋହିତ ଶର୍ମା ଏବଂ ଲୋକେଶ ରାହୁଲ ଅର୍ଦ୍ଧଶତକୀୟ ଭାଗିଦାରୀ କରିଥିଲେ। ରାହୁଲ ୧୯ ରନ କରି ଆଉଟ ହୋଇଥିବାବେଳେ ରୋହିତ ୧୧୯ ରନ୍‌ କରିଥିଲେ। ଏହାପରେ ଅଧିନାୟକ ବିରାଟ କୋହଲି ମଧ୍ୟ ଅର୍ଦ୍ଧଶତକ ହାସଲ କରି ୮୯ ରନରେ ଆଉଟ୍‌ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri