Posted inଖେଳ

ବେଙ୍ଗାଲୁରୁ-ଜାମସେଦପୁର ମ୍ୟାଚ ଡ୍ର

ଜାମସେଦପୁର, ୪।୧୧ (ପି.ଟି.)- ସ୍ଥାନୀୟ ଜେଆର୍‌ଡି ଟାଟା ସ୍ପୋଟର୍‌ସ କମ୍ପ୍ଲେକ୍ସଠାରେ ରବିବାର ଇଣ୍ଡିଆନ ସୁପର ଲିଗ (ଆଇଏସ୍‌ଏଲ୍‌)ରେ ଡିଫେଣ୍ଡିଂ ଚାମ୍ପିଅନ ବେଙ୍ଗାଲୁରୁ ଏଫ୍‌ସି ଏବଂ ଘରୋଇ ଜାମସେଦପୁର ଏଫ୍‌ସି ମଧ୍ୟରେ ଅନୁଷ୍ଠିତ ମ୍ୟାଚ୍‌ ଗୋଲଶୂନ୍ୟ ଭାବେ ଡ୍ର’ ରହିଛି l ଘରୋଇ ପଡିଆରେ ଲଗାତାର ତୃତୀୟ ବିଜୟ ସହିତ ହ୍ୟାଟ୍ରିକ ଅର୍ଜନ କରିବାକୁ ଲକ୍ଷ୍ୟ ରଖିଥିବା ଜାମସେଦପୁର ଦଳ ତିନିଟି ମ୍ୟାଚରୁ ସାତ ପଏଣ୍ଟ ସହ ଲିଗ ଟେବୁଲର ଶୀର୍ଷ ସ୍ଥାନ ବଜାୟ ରଖିଛି l ଅନ୍ୟ ପକ୍ଷରେ ବେଙ୍ଗାଲୁରୁ କ୍ରମାଗତ ୩ଟି ମ୍ୟାଚ ଡ୍ର ରଖି ପଏଣ୍ଟ ଟେବୁଲର ସପ୍ତମ ସ୍ଥାନକୁ ଖସିଆସିଛି l


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

ଗୋଟିଏ ଦଳରେ ସ୍ଥାନ ପାଇଲେ ବିରାଟ କୋହଲି ଓ ଋଷଭ ପନ୍ତ, ଏପଟେ BCCI ଦେଲା ବଡ ଖବର

ନୂଆଦିଲ୍ଲୀ,୧୧।୧୨: ଆଗାମୀ ବିଜୟ ହଜାରେ ଟ୍ରଫି ପାଇଁ ଦିଲ୍ଲୀର ସମ୍ଭାବ୍ୟ ଦଳରେ ଭାରତର ଦୁଇ ଷ୍ଟାର ଖେଳାଳି ବିରାଟ କୋହଲି ଏବଂ ଋଷଭ ପନ୍ତଙ୍କୁ ସାମିଲ...

ଟସ୍‌ ଜିତିଲା ଭାରତ: ସୂର୍ଯ୍ୟକୁମାରଙ୍କୁ ମିଳିଲା ବଡ଼…

ଚଣ୍ଡିଗଡ,୧୧।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ...

କୋହଲିଙ୍କ ସହ ରିଲ୍ସ କରି ରାତାରାତି ସୋସିଆଲ ମିଡିଆ ଷ୍ଟାର ପାଲଟିଗଲେ ଅର୍ଶଦୀପ, ଜାଣନ୍ତୁ କାହିଁକି ଆରମ୍ଭ କରିଥିଲେ YouTube

ନୂଆଦିଲ୍ଲୀ,୧୧।୧୨: ଟିମ ଇଣ୍ଡିଆର ଯୁବ ଦ୍ରୁତ ବୋଲର ଅର୍ଶଦୀପ ସିଂହ କେବଳ ପଡ଼ିଆରେ ନୁହେଁ ବରଂ ସୋସିଆଲ ମିଡିଆରେ ମଧ୍ୟ ଲୋକପ୍ରିୟତା ହାସଲ କରିଛନ୍ତି। ତାଙ୍କର...

ପୁଣି ଭାରତ-ପାକିସ୍ତାନ ମହାମୁକାବିଲା: ଜାଣନ୍ତୁ କେବେ, କେଉଁଠି ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ କ୍ରିକେଟ ଏସିଆ କପ ୨୦୨୫ ଡିସେମ୍ବର ୧୨ରୁ ଆରମ୍ଭ ହେବାକୁ ଯାଉଛି। ପ୍ରଥମ ଦିନରେ ଦୁଇଟି ମ୍ୟାଚ ଖେଳାଯିବ। ଆୟୁଷ...

IPL Auctionରେ ଏହି ୩ ଖେଳାଳିଙ୍କୁ କିଣିବା ପାଇଁ କୌଣସି ସୀମା ପର୍ଯ୍ୟନ୍ତ ଯାଇପାରେ CSK

ନୂଆଦିଲ୍ଲୀ,୧୧।୧୨: IPL ୨୦୨୬ ପାଇଁ ମିନି ନିଲାମ ଡିସେମ୍ବର ୧୬ରେ ଆବୁଧାବିରେ ଅନୁଷ୍ଠିତ ହେବ। ଚେନ୍ନାଇ ସୁପର କିଙ୍ଗ୍ସ ନିଲାମରେ ୪୩.୪କୋଟି ଟଙ୍କା ଉପଲବ୍ଧ ଅଛି,...

କିଏ ଜିତିବ ଦ୍ୱିତୀୟ ଟି-୨୦ ମ୍ୟାଚ? ଅଙ୍କରେ କିଏ ପଡ଼ିଲା ଭାରି ଭାରତ ନା ଦକ୍ଷିଣ ଆଫ୍ରିକା

ନୂଆଦିଲ୍ଲୀ,୧୧।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ ଆଜି, ଗୁରୁବାର, ଡିସେମ୍ବର ୧୧, ମୁଲାନପୁରର ନୂତନ ଚଣ୍ଡିଗଡ଼ସ୍ଥିତ ମହାରାଜା ଯାଦବୀନ୍ଦ୍ର ସିଂହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri