Posted inଖେଳ

ବେଙ୍ଗାଲୁରୁ-ଜାମସେଦପୁର ମ୍ୟାଚ ଡ୍ର

ଜାମସେଦପୁର, ୪।୧୧ (ପି.ଟି.)- ସ୍ଥାନୀୟ ଜେଆର୍‌ଡି ଟାଟା ସ୍ପୋଟର୍‌ସ କମ୍ପ୍ଲେକ୍ସଠାରେ ରବିବାର ଇଣ୍ଡିଆନ ସୁପର ଲିଗ (ଆଇଏସ୍‌ଏଲ୍‌)ରେ ଡିଫେଣ୍ଡିଂ ଚାମ୍ପିଅନ ବେଙ୍ଗାଲୁରୁ ଏଫ୍‌ସି ଏବଂ ଘରୋଇ ଜାମସେଦପୁର ଏଫ୍‌ସି ମଧ୍ୟରେ ଅନୁଷ୍ଠିତ ମ୍ୟାଚ୍‌ ଗୋଲଶୂନ୍ୟ ଭାବେ ଡ୍ର’ ରହିଛି l ଘରୋଇ ପଡିଆରେ ଲଗାତାର ତୃତୀୟ ବିଜୟ ସହିତ ହ୍ୟାଟ୍ରିକ ଅର୍ଜନ କରିବାକୁ ଲକ୍ଷ୍ୟ ରଖିଥିବା ଜାମସେଦପୁର ଦଳ ତିନିଟି ମ୍ୟାଚରୁ ସାତ ପଏଣ୍ଟ ସହ ଲିଗ ଟେବୁଲର ଶୀର୍ଷ ସ୍ଥାନ ବଜାୟ ରଖିଛି l ଅନ୍ୟ ପକ୍ଷରେ ବେଙ୍ଗାଲୁରୁ କ୍ରମାଗତ ୩ଟି ମ୍ୟାଚ ଡ୍ର ରଖି ପଏଣ୍ଟ ଟେବୁଲର ସପ୍ତମ ସ୍ଥାନକୁ ଖସିଆସିଛି l


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନରଓ୍ବେକୁ ହରାଇ ସେମିଫାଇନାଲରେ ଇଂଲଣ୍ଡ

ମାୟାମି,୧୨ା୭: ଜୁଡେ ବେଲିଂଘମଙ୍କ ଡବଲ ଗୋଲ ବଳରେ ଚଳିତ ଫିଫା ବିଶ୍ୱକପ୍‌ର ତୃତୀୟ କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଇଂଲଣ୍ଡ ୨-୧ ଗୋଲରେ ନରଓ୍ବେକୁ ପରାସ୍ତ କରି ସେମିଫାଇନାଲ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଦଳରୁ ବାଦ ଦେବାର ପ୍ରକୃତ କାରଣ କହିଲେ ଶ୍ରେୟସ ଆୟର, ଆଶ୍ଚର୍ଯ୍ୟ ହେଲେ ପ୍ରଶଂସକ

ନୂଆଦିଲ୍ଲୀ,୧୨।୭: ଶନିବାର ଇଂଲଣ୍ଡ ବିପକ୍ଷ ପଞ୍ଚମ ତଥା ଅନ୍ତିମ ଟି-୨୦ରେ ଭାରତୀୟ ଦଳ ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଏକାଦଶରୁ ବାଦ ଦେଇଥିଲା। ସଞ୍ଜୁ ସାମସନ ତିନୋଟି ମ୍ୟାଚ…

ENG vs IND: ଇଂଲଣ୍ଡ ODI ଏବଂ ଜିମ୍ବାୱେ T20 ସିରିଜ ପାଇଁ ଭାରତୀୟ ଦଳରେ ପରିବର୍ତ୍ତନ; BCCI ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୭: ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଏବଂ ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଭାରତୀୟ ଦଳରେ ପରିବର୍ତ୍ତନ କରାଯାଇଛି। ରବିବାର, ପୁରୁଷ…

ସଚିନ ତେନ୍ଦୁଲକରଙ୍କ ପରେ ଏବେ ବିରାଟଙ୍କ ପାଳି; ଇତିହାସ ରଚିବା ଲକ୍ଷ୍ୟରେ ବିରାଟ

ନୂଆଦିଲ୍ଲୀ,୧୨।୭: ଟି-୨୦ ସିରିଜରେ କ୍ଲିନ ସୁଇପ ପରେ, ଭାରତୀୟ ଦଳ ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଖେଳିବାକୁ ଯାଉଛି। ଏହି ସିରିଜ ୧୪…

Watch: ଦଳରୁ ବାଦ ପଡିବା ପରେ ଭୋ ଭୋ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ, ସମ୍ଭାଳିଲେ ଏହି ଖେଳାଳି

ନୂଆଦିଲ୍ଲୀ,୧୨।୭: ସାଉଥାମ୍ପଟନରେ ଅନୁଷ୍ଠିତ ତୃତୀୟ ଟି-୨୦ ମ୍ୟାଚ ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନରେ ସ୍ଥାନ ମିଳିନଥିଲା; ବରଂ ସଞ୍ଜୁ ସାମସନ ଦଳକୁ ଫେରିଥିଲେ। ତଥାପି, ଫଳାଫଳ…

ଏକ୍ସଟ୍ରା ଟାଇମରେ ଆର୍ଜେଣ୍ଟିନାର ରୋମାଞ୍ଚକର ବିଜୟ; ସେମିଫାଇନାଲରେ ପହଞ୍ଚିଲା Messiଙ୍କ ଦଳ

କାନସାସ ସିଟି,୧୨।୭: ମ୍ୟାଚ ଅତିରିକ୍ତ ସମୟରେ ଯିବା ସହିତ ଆର୍ଜେଣ୍ଟିନା ପ୍ରଶଂସକଙ୍କ ହୃଦୟ ଧଡ଼ଧଡ଼ ହବା ଆରମ୍ଭ ହୋଇଥିଲା। ଆର୍ଜେଣ୍ଟିନା ଦଶମ ମିନିଟରେ ପ୍ରଥମ ଗୋଲ ସ୍କୋର…

ଇନିଂସ ଅଗ୍ରଣୀ, ଦୃଢସ୍ଥିତିରେ ଭାରତ

ଲଣ୍ଡନ,୧୧ା୭: କ୍ରାନ୍ତି ଗୌଡ଼ (୫/୩୭)ଙ୍କ ଚମତ୍କାର ବୋଲିଂ ଯୋଗୁ ଲଡ୍ସରେ ଚାଲିଥିବା ଏକ ମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋରକୁ ୧୭୦ରନରେ ସୀମିତ…

ବିଶ୍ୱକପ୍‌ରୁ ଆମେରିକା, ମେକ୍ସିକୋର ବିଦାୟ ପରେ କମିଲା କକ୍ୱାର୍ଟରଫାଇନାଲ ଟିକେଟ ମୂଲ୍ୟ

ନ୍ୟୁୟର୍କ,୧୧ା୭: ଆୟୋଜକ ଯୁକ୍ତରାଷ୍ଟ୍ର ଆମେରିକା ଓ ମେକ୍ସିକୋର ବିଦାୟ ପରେ କ୍ୱାର୍ଟରଫାଇନାଲ ମ୍ୟାଚ୍‌ଗୁଡ଼ିକର ଟିକେଟ ମୂଲ୍ୟ ହ୍ରାସ ପାଇଛି। ଫାଇନାଲ ମ୍ୟାଚର ୧,୨୦୦ ଆସନ ଏପର୍ଯ୍ୟନ୍ତ ଖାଲିପଡ଼ିଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri