Posted inଫୁରସତ

ବେଡ୍‌ରୁମ୍‌ରୁ ଏମିତି ଶବ୍ଦ ଶୁଣି ଭୟରେ ଥରି ଉଠୁଥିଲେ ଦମ୍ପତି, ଜାଣନ୍ତୁ ଏ ଶବ୍ଦ କ’ଣ ଥିଲା

ଭାବିଲେ ଆପଣ ବେଡ୍‌ରୁମ୍‌ରେ ଥିବେ, ସେହି ରୁମ୍‌ରୁ ଅଜବ ଶବ୍ଦ ଆସୁଥିବ। ନା ଶାନ୍ତିରେ ବସିପାରିବେ ନା ଶୋଇପାରିବେ। ଭୟରେ ଦେହ ଥରି ଉଠିବ। ଏମିତି ଏକ ଘଟଣା ସ୍ପେନ୍‌ରେ ଘଟିଛି। ଗ୍ରେନେଡାରେ ରହୁଥିବା ଏକ ପରିବାରରେ ଏମିତି କିଛି ହୋଇଛି ଶୁଣିଲେ ଆଶ୍ଚର୍ଯ୍ୟ ଲାଗିବ। ଏହାର ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

ଗ୍ରେନେଡାରେ ରହୁଥିବା ଦମ୍ପତିଙ୍କ ବେଡ୍‌ରୁମ୍‌ରୁ ଏମିତି ଏକ ଶବ୍ଦ ଆସୁଥିଲା ଯେଉଁ ଶବ୍ଦ ଶୁଣି ଉଭୟେ ଡରି ଯାଉଥିଲେ। ଶାନ୍ତିରେ ଶୋଇ ପାରୁ ନ ଥିଲେ। ଏହାର ପ୍ରକୃତ କାରଣ ଜାଣିବା ପାଇଁ ଯାଞ୍ଚ କରାଗଲା। ଶବ୍ଦଟି କେଉଁଠୁ ଆସୁଛି।

ପରେ ଏହା କାନ୍ଥରୁ ଆସୁଥିବା ଜଣାପଡ଼ିଥିଲା। କାନ୍ଥକୁ ଖୋଳିବାରୁ ଯାହା ଦେଖିବାକୁ ମିଳିଲା ସେଥିରେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଗଲେ। କାନ୍ଥ ଖୋଳିବାରୁ ଏହା ଭିତରେ ମହୁମାଛି ଥିବା ଜଣାପଡ଼ିଥିଲା। ଫଳରେ ମହୁମାଛି ପାଳନ କରୁଥିବା ଜଣେ ଲୋକଙ୍କ ସହ ଯୋଗାଯୋଗ କରାଗଲା।

କାନ୍ଥ ଭିତରେ ପ୍ରାୟ ୮୦ ହଜାର ମହୁମାଛି ଥିଲେ। ପ୍ରାୟ ୧ ମିଟର ପର୍ଯ୍ୟନ୍ତ ମହୁମାଛି ଘର କରି ରହିଥିଲେ। ମହୁମାଛି ପାଳନକର୍ତ୍ତା କୁହନ୍ତି, ପ୍ରାୟ ୨ ବର୍ଷ ହେବ ଏମାନେ ଏଠାରେ ବସା ବାନ୍ଧିଲେଣି। ଯେଉଁଥିପାଇଁ ଏମାନଙ୍କ ସଂଖ୍ୟା ୮୦ ହଜାରରେ ପହଞ୍ଚିଛି। ଆଉ କିଛିଦିନ ପରେ ମହୁମାଛି ଘାତକ ପାଲଟିଥାନ୍ତେ।


Enter your email to get our daily news in your inbox.

All Right Reserved By Dharitri.Com

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

ଜୁଲାଇ ୧୬ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି । ଡିଜିପି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆସନ୍ତା ଜୁଲାଇ ୧୬ ତାରିଖରେ…

ଘୋଷଣା ହେଲା ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମ ଅବକାଶ, ଏହି ତାରିଖରୁ ବନ୍ଦ ରହିବ

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ୍): ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ । ମେ ୨୩ରୁ ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ । ଜୁନ୍ ୨୨ ତାରିଖରେ…

ଗ୍ରୀଷ୍ମ ବଦଳାଇଲା ସ୍କୁଲ ଛୁଟିର କ୍ୟାଲେଣ୍ଡର! ଜୁଲାଇ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ? ଜାଣନ୍ତୁ…

ଚଣ୍ଡିଗଡ଼,୨୧।୫: ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ହେଲେ ପଞ୍ଜାବ ଏବଂ ଚଣ୍ଡିଗଡ଼ରେ ପ୍ରବଳ ଗରମ ଯୋଗୁ ସେଠାକାର ଜନତା ଆତଙ୍କିତ ହୋଇପଡ଼ିଛନ୍ତି। ପଞ୍ଜାବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri