ବେଣାମୁଣ୍ଡା ଗ୍ରାମରେ ସ୍ବଜଳଧାରା ଅଚଳ:ପାଣି ପାଉ ନାହାନ୍ତି ଗ୍ରାମବାସୀ

ତେଲକୋଇ, ୭।୭(ଡି.ଏନ.ଏ.)-ତେଲକୋଇ ବ୍ଲକ ଅନ୍ତର୍ଗତ ପୁରୁଜୋଡା ପଞ୍ଚାୟତ ଅଧିନର ବେଣାମୁଣ୍ଡା ଗ୍ରାମରେ ସ୍ବଜଳଧାରା ଯୋଜନା ୨୦୦୮ ମସିହାରୁ ଆରମ୍ଭ ହୋଇଥିଲା। ଏହା ମଧ୍ୟରେ ୧୫ଦିନ ହେବ ଉକ୍ତ ଜଳପ୍ରକଳ୍ପ ବନ୍ଦ ହୋଇଥିବା ଯୋଗୁଁ ଗ୍ରାମବାସୀ ଅଚଳ ନଳକୂପ ଉପରେ ନିର୍ଭର କରୁଛନ୍ତି। ଉକ୍ତ ଗ୍ରାମରେ ୭୫ପରିବାରରୁ ଉର୍ଦ୍ଧ ଲୋକେ ଏହି ପାନୀୟଜଳ ପାଉଥିଲେ। ଏନେଇ ପୂର୍ବତନ ଜିଲ୍ଲା ପରିଷଦ ବିଦ୍ୟାଧର ରାଉଳ ସମେତ ମହେନ୍ଦ୍ର ନାୟକ, ହରେକୃଷ୍ଣ ବାରିକ, ସ୍ଥାନୀୟ ସରପଞ୍ଚ, ପରମେଶ୍ୱର ମୁଣ୍ଡା ଓ ଗ୍ରାମବାସୀ ଜିଲାପାଳ ଓ ବିଡିଓଙ୍କ ଠାରେ ଅଭିଯୋଗ କରିଛନ୍ତି। ଏସମ୍ପର୍କରେ ବିଡିଓ ଦିଲୀପ କୁମାର ବାରାଙ୍କୁ ପଚରାଯିବାରୁ ସେ କହିଲେ ଯେ ଜଳ ଯୋଗାଣ ବ୍ୟାହତର କାରଣ ବିଦ୍ୟୁତ ସମସ୍ୟା। ତେବେ ଏନେଇ ସ୍ଥାନୀୟ ସରପଞ୍ଚଙ୍କ ସହ ଆଲୋଚନା କରାଯାଇଛି। ତୁରନ୍ତ ପ୍ରତି ୱାର୍ଡକୁ ପାନୀୟଜଳ ଯୋଗାଣର ବ୍ୟବସ୍ଥା କରାଯିବ ବୋଲି ସେ ତାଙ୍କ ପ୍ରତକ୍ରିୟାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ଧକ୍କାଦେଇ ଫେରାର ମାରିଲେ ହାଇଓ୍ବା ଚାଳକ, ଘଟଣାସ୍ଥଳରେ ପଡ଼ିରହିଛି ମୃତଦେହ

ବାଲେଶ୍ୱର,୧୨ା୪(ବାଞ୍ଛାନିଧି ଦେ): ଏଆର୍‌ଏସ୍‌ଏସ୍‌ କମ୍ପାନୀର ହାଇଓ୍ବା ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ବାଲେଶ୍ୱର ଜିଲା ବସ୍ତା ଥାନା ଅମର୍ଦ୍ଦାରୋଡ୍‌ ରେଳ ଷ୍ଟେଶନ ପରିସରରେ ମୋରମ ବୋଝେଇ ହାଇଓ୍ବା…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ଗୋରୁ ବ୍ୟବସାୟୀଙ୍କ ଘରେ ଚଢାଉ: ଲକ୍ଷ ଲକ୍ଷ ଟଙ୍କା ସହ ଅଳଙ୍କାର ଜବତ

ଖଇରା,୭।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ବାହାନଗା ଅଞ୍ଚଳର ଜଣେ ଗୋରକ୍ଷକ କୃପାସିନ୍ଧୁ ବେହେରା ଗୋରୁ ବ୍ୟବସାୟୀଙ୍କ ଆକ୍ରମଣରେ ମୃତ୍ୟୁବରଣ କରିବା ପରେ ବାଲେଶ୍ବର ଏସପିଙ୍କ ଆକ୍ସନ ମୋଡ୍‌…

ରାସ୍ତାରେ ଠିଆ ହୋଇଥିଲା ଟ୍ରକ୍‌, ପଛରୁ ପିଟିଲା ଆଉ ଏକ ଟ୍ରକ୍‌, ଚାପିହୋଇଗଲେ ୩ ଜଣ

ସୋର,୬ା୪(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଦହିସଡ଼ା ମଡର୍ଣ୍ଣ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ…

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri