ବେଣାମୁଣ୍ଡା ଗ୍ରାମରେ ସ୍ବଜଳଧାରା ଅଚଳ:ପାଣି ପାଉ ନାହାନ୍ତି ଗ୍ରାମବାସୀ

ତେଲକୋଇ, ୭।୭(ଡି.ଏନ.ଏ.)-ତେଲକୋଇ ବ୍ଲକ ଅନ୍ତର୍ଗତ ପୁରୁଜୋଡା ପଞ୍ଚାୟତ ଅଧିନର ବେଣାମୁଣ୍ଡା ଗ୍ରାମରେ ସ୍ବଜଳଧାରା ଯୋଜନା ୨୦୦୮ ମସିହାରୁ ଆରମ୍ଭ ହୋଇଥିଲା। ଏହା ମଧ୍ୟରେ ୧୫ଦିନ ହେବ ଉକ୍ତ ଜଳପ୍ରକଳ୍ପ ବନ୍ଦ ହୋଇଥିବା ଯୋଗୁଁ ଗ୍ରାମବାସୀ ଅଚଳ ନଳକୂପ ଉପରେ ନିର୍ଭର କରୁଛନ୍ତି। ଉକ୍ତ ଗ୍ରାମରେ ୭୫ପରିବାରରୁ ଉର୍ଦ୍ଧ ଲୋକେ ଏହି ପାନୀୟଜଳ ପାଉଥିଲେ। ଏନେଇ ପୂର୍ବତନ ଜିଲ୍ଲା ପରିଷଦ ବିଦ୍ୟାଧର ରାଉଳ ସମେତ ମହେନ୍ଦ୍ର ନାୟକ, ହରେକୃଷ୍ଣ ବାରିକ, ସ୍ଥାନୀୟ ସରପଞ୍ଚ, ପରମେଶ୍ୱର ମୁଣ୍ଡା ଓ ଗ୍ରାମବାସୀ ଜିଲାପାଳ ଓ ବିଡିଓଙ୍କ ଠାରେ ଅଭିଯୋଗ କରିଛନ୍ତି। ଏସମ୍ପର୍କରେ ବିଡିଓ ଦିଲୀପ କୁମାର ବାରାଙ୍କୁ ପଚରାଯିବାରୁ ସେ କହିଲେ ଯେ ଜଳ ଯୋଗାଣ ବ୍ୟାହତର କାରଣ ବିଦ୍ୟୁତ ସମସ୍ୟା। ତେବେ ଏନେଇ ସ୍ଥାନୀୟ ସରପଞ୍ଚଙ୍କ ସହ ଆଲୋଚନା କରାଯାଇଛି। ତୁରନ୍ତ ପ୍ରତି ୱାର୍ଡକୁ ପାନୀୟଜଳ ଯୋଗାଣର ବ୍ୟବସ୍ଥା କରାଯିବ ବୋଲି ସେ ତାଙ୍କ ପ୍ରତକ୍ରିୟାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ସରପଞ୍ଚରୁ ବିଧାୟିକା ପ୍ରାର୍ଥୀ

ବାଲେଶ୍ୱର,୨୧।୪(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲାର ଦୁଇଟି ବିଧାନସଭା ଆସନର ପ୍ରାର୍ଥୀଙ୍କ ନାମ ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଘୋଷଣା କରିଛି। ରେମୁଣା ବିଧାନସଭା କ୍ଷେତ୍ରରୁ ବିଦ୍ୟାସ୍ମିତା...

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ଶ୍ରୀକାନ୍ତଙ୍କ ପ୍ରାର୍ଥିତ୍ୱରୁ ତ୍ରିମୁଖୀ ଲଢ଼େଇ

ବାଲେଶ୍ୱର,୧୬ା୪(ମାନସ ବିଶ୍ୱାଳ):ବାଲେଶ୍ୱର ଲୋକ ସଭା ଆସନ ପାଇଁ କଂଗ୍ରେସ ପକ୍ଷରୁ ଶ୍ରୀକାନ୍ତ ଜେନାଙ୍କ ନାମ ଘୋଷଣା କରାଯାଇଛି। ପୂର୍ବରୁ ଭାଜପାରୁ ପ୍ରତାପ ଷଡ଼ଙ୍ଗୀ ଓ ବିଜେଡିରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri