ବେତାରସିଙ୍ଗିର ୩ ସାହି କଣ୍ଟେନ୍‌ମେଣ୍ଟ ଜୋନ୍‌: ଆଖପାଖ ୬ ଗ୍ରାମ ବଫର ଜୋନ୍‌

ବୁଗୁଡ଼ା,୧୬ା୬(ଡି.ଏନ.ଏ.)- ବୁଗୁଡ଼ା ବ୍ଲକ ବେତାରସିଙ୍ଗି ଗ୍ରାମର ହୋମ୍‌ କ୍ବାରାଣ୍ଟାଇନରେ ଥିବା ଜଣେ ଯୁବକଙ୍କର ଶନିବାର କରୋନା ରିପୋର୍ଟ ପଜିଟିଭ ଆସିଥିଲା। ଫଳରେ ଜିଲା ପ୍ରଶାସନ ସୋମବାର ବିଳମ୍ବିତ ରାତିରେ ବେତାରସିଙ୍ଗି ଗ୍ରାମର ତଳ ସାହି, ବଡ଼ଦାଣ୍ଡ ସାହି ଓ ଖଦାଳ ସାହିକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ସହ ଆଖପାଖ ୬ ଗ୍ରାମକୁ ବଫର ଜୋନ୍‌ ଘୋଷଣା କରିଛି। ଯୁବକଙ୍କ ପରିବାର ଓ ସଂସ୍ପର୍ଶରେ ଆସିଥିବା କେତେଜଣଙ୍କୁ ସଙ୍ଗରୋଧ କେନ୍ଦ୍ରରେ ରଖାଯାଇଥିବା ବେଳେ ଜନୈକା ଡ଼ାକ୍ତରଙ୍କୁ ମଧ୍ୟ ହୋମ୍‌ କ୍ବାରାଣ୍ଟାଇନରେ ରଖାଯାଇଛି। ଗୋଳାବନ୍ଧ, ଗୋଲାବଞ୍ଜର, ବିଷୋୟୀବଞ୍ଜର, ସୁବୁଦ୍ଧିପଲ୍ଲୀ, ସୋଲଣ୍ଡି ଏବଂ ବୁଗୁଡ଼ା ଏନ୍‌ଏସି ୱାର୍ଡ ନଂ.୧ର କାଞ୍ଜିଆପଲ୍ଲୀ ଗ୍ରାମକୁ ବଫର୍‌ ଜୋନ୍‌ ଘୋଷଣା କରିଛନ୍ତି। ଉକ୍ତ ସାହି ଓ ଗ୍ରାମଗୁଡ଼ିକରେ ବ୍ୟାରିକେଡ୍‌ କରାଯାଇ ପ୍ରବେଶ ପଥକୁ ସିଲ୍‌ କରାଯାଇଛି। ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ ବୋଲି ବିଡିଓ ତନ୍ମୟ ପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋ ପୁଅକୁ ବଞ୍ଚାଇଦିଅ….କାଳିଆ ଦୁଆରେ ମା’ବାପା

ପୁରୀ,୧୬ା୫(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏକ ଭାବବିହ୍ବଳ ଦୃଶ୍ୟ ଦେଖିବାକୁ ମିଳିଛି, ଯାହା ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ମା’ବାପା ତାଙ୍କ ପୁଅର…

୨୫ରୁ ଅଧିକ ଶ୍ରମିକ ନେଇ ଆସୁଥିବା ପିକଅପ ଭ୍ୟାନ ଓଲଟିଲା, ଆହତ ହସ୍ପିଟାଲରେ ଭର୍ତ୍ତିି

ବାସୁଦେବପୁର,୧୬।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ସଦର ମହକୁମାରୁ ବାସୁଦେବପୁରକୁ ଏକ ଛାତ ଢାଳିବାକୁ ଏକ ପିକଅପରେ ଆସୁଥିବା ୨୫ରୁ ଅଧିକ ଶ୍ରମିକ ଶନିବାର ସଡ଼କ ଦୁର୍ଘଟଣାର…

ଘରପୋଡ଼ି କ୍ଷତିଗ୍ରସ୍ତଙ୍କୁ ଭେଟିଲେ ସ୍ବାସ୍ଥ୍ୟମନ୍ତ୍ରୀ, ବସ୍ତ୍ର, ଆବଶ୍ୟକୀୟ ସାମଗ୍ରୀ ସହ ଦେଲେ…

ବଲାଙ୍ଗୀର, ୧୬।୫ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଜିଲା ପୁଇଁତଲା ବ୍ଲକର ବୁଢ଼ୀସିଣ୍ଡୋଲ ଗାଁର ଡାଙ୍ଗଗୋଠ ଠାରେ ଗୁରୁବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟି ତିନିଜଣ ବ୍ୟକ୍ତିଙ୍କ ଘର…

ଢୋଲମହୁଲ ଗୋଚର ଜମିରେ ବେଆଇନ ଆଡ଼ିବନ୍ଧ ନିର୍ମାଣ: ଖରିଫ ଚାଷ ପ୍ରଭାବିତ ଆଶଙ୍କା

ଲୋଇସିଂହା,୧୬।୫(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ବୁର୍ଡା ମୌଜାର ଢୋଲମହୁଲ ଗୋଚର ଜମି ଉପରେ ଏବେ ଜମି ବ୍ୟବସାୟୀଙ୍କ ଲୋଲୁପ ଦୃଷ୍ଟି ପଡିଛି। ବର୍ଷ ବର୍ଷ ଧରି…

ରାସ୍ତା ମରାମତି ନାଁରେ ପ୍ରହସନ: ରଙ୍ଗ ମାରି ଦୋଷ ଲୁଚାଇବାକୁ ଚେଷ୍ଟା

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି):ରାସ୍ତା ମରାମତି ପରିବର୍ତ୍ତେ କେବଳ ସୂଚନା ଫଳକରେ ରଙ୍ଗ ମାରି ଦୋଷ ଲୁଚାଇବାକୁ ଚେଷ୍ଟା କରାଯାଇଛି। ଏଭଳି ଘଟଣା ଥୁଆମୂଳ ରାମପୁର…

ସରକାରୀ ସୁବିଧାରୁ ବଞ୍ଚିତ ଦିବ୍ୟାଙ୍ଗ ଧନସିଂ: ପରିବାର ଚଳାଇବା…

ନୂଆପଡ଼ା,୧୬ା୫ (ମକାରୁ ବେମାଲ):କେନ୍ଦ୍ର ଓ ରାଜ୍ୟ ସରକାର ଗରିବ, ଅସହାୟ, ଦିବ୍ୟାଙ୍ଗଙ୍କ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ପ୍ରଶାସନିକ ଅଧିକାରୀ, ନିର୍ବାଚିତ ପ୍ରତିନିଧିଙ୍କ ଆନ୍ତରିକତା…

ସରପଞ୍ଚଙ୍କ ନିଆରା ପ୍ରୟାସ: ଚାରିଆଡ଼ୁ ସାଉଁଟୁଛନ୍ତି ପ୍ରଶଂସା

ନୂଆପଡ଼ା,୧୬ା୫(ମକାରୁ ବେମାଲ):ନୂଆପଡ଼ା ଜିଲାରେ ପରିବେଶ ସୁରକ୍ଷା ଓ ପ୍ଲାଷ୍ଟିକ ମୁକ୍ତ ସମାଜ ଗଠନ ନିମନ୍ତେ ଚାଲିଥିବା ଏସ୍‌ୟୁପି ଫ୍ରି ନୂଆପଡ଼ା ଅଭିଯାନ ବର୍ତ୍ତମାନ ଏକ ଜନ ଆନ୍ଦୋଳନରେ…

କଳାହାଣ୍ଡିରେ ବାହାର ରାଜ୍ୟ କମ୍ପାନୀର କାୟାବିସ୍ତାର: ଚିନ୍ତିତ ନାହାନ୍ତି ଅଧିକାରୀ, କର୍ମଚାରୀ

ଭବାନୀପାଟଣା, ୧୬ା୫(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ କେନ୍ଦୁପତ୍ରକୁ ନେଇ ବହୁ କୋଟି ଟଙ୍କାର କାରବାର ଏବେ ସଙ୍କଟମୟ ସ୍ଥିତିରେ ଗତି କରୁଛି। ସରକାର ବିପୁଳ ପରିମାଣର ରାଜସ୍ବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri