ବେତାର ନାଟକ ବିଭାଗ: ଶିଶୁ କଳାକାର ଅନୁଷ୍କା ମନୋନୀତ

ଝରିଗାଁ,୨୬।୬(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଉମରକୋଟସ୍ଥିତ ଶିଶୁ ବିଦ୍ୟାମନ୍ଦିରର ତୃତୀୟ ଶ୍ରେଣୀର ସାଇ ଅନୁଷ୍କା ମହାରଣା ଆକାଶବାଣୀ ଜୟପୁର ଦ୍ୱାରା ଆୟୋଜିତ ବେତାର ନାଟକ ବିଭାଗ ପାଇଁ ବି ଗ୍ରେଡ୍‌ ଶିଶୁ କଳାକାର ଭାବେ ମନୋନୀତ ହୋଇଛନ୍ତି। ଜିଲାର ଅଗ୍ରଣୀ କଳା ଓ ସାଂସ୍କୃତିକ ଅନୁଷ୍ଠାନ ତରଫରୁ ତାଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି। କନିଷ୍ଠ ମହାବିଦ୍ୟାଳୟରେ କାର୍ଯ୍ୟରତ ଓଡ଼ିଆ ଅଧ୍ୟାପକ ତଥା ବିଶିଷ୍ଟ ନାଟ୍ୟକାର ଗୋପାଳ ମହାରଣାଙ୍କ ଝିଅ ସୁଶ୍ରୀ ସାଇ ଅନୁଷ୍କାଙ୍କ ଏହି ସଫଳତା ପଛରେ ତାଙ୍କ ମା’ବାପା ଓ ଆତ୍ମୀୟସ୍ବଜନ ତଥା ଗୁରୁମା ଗୁରୁଜୀମାନଙ୍କ ଆଶୀର୍ବାଦ ରହିଥିବା ସେ କହିଛନ୍ତି। ଏହାସହ ମଞ୍ଚ ନାଟ୍ୟ ନିର୍ଦ୍ଦେଶିକା ତଥା ଅଧ୍ୟାପିକା ମା’ ମଧୁସ୍ମିତା ମହାରଣାଙ୍କଠାରୁ ତାଙ୍କୁ ପ୍ରେରଣା ମିଳିଥିବା ସେ କହିଛନ୍ତି। ଏଥିପୂର୍ବରୁ ସେ ମଞ୍ଚ ନାଟକରେ ଅଭିନୟ କରି ବହୁ ପ୍ରଶଂସା ଅର୍ଜନ କରିବା ସହ ଜଣେ ଶ୍ରେଷ୍ଠ ଶିଶୁ କଳାକାର ଭାବେ ମଧ୍ୟ ସମ୍ବର୍ଦ୍ଧିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

Zamatoରୁ ଅର୍ଡର କରୁଥିଲେ ସାବଧାନ! ଦିନ ଦ୍ୱିପ୍ରହରରେ ଲୁଟୁଛି କମ୍ପାନୀ

ନୂଆଦିଲ୍ଲୀ,୨୬।୮: ଆଜିକାଲି ଲୋକମାନେ ଅନଲାଇନରେ ଖାଦ୍ୟ ଅର୍ଡର କରିବାର ଅଭ୍ୟାସ ବିକଶିତ କରିଛନ୍ତି। ଏହାର ସୁଯୋଗ ନେଇ, ଖାଦ୍ୟ ବିତରଣ ସେବାଗୁଡ଼ିକ ପ୍ରାୟତଃ ଅତ୍ୟଧିକ ପରିମାଣରେ ଚାର୍ଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri