ବେଧଡ଼କ ଚାଲିଛେ ବାଲି ଚୁରାଚାଲାନ

ଦେଓଗାଁ, ୪।୧(ଡି.ଏନ୍‌.ଏ.)-
ଦେଓଗଁ। ତହସିଲ ଜରାସିଂହା ଆର୍‌ଆଇ ଅଧୀନ ଚନ୍ଦ୍ରପୁର ପାସର ସୋନଗଡ଼ ନଦୀରୁ ବେଆଇନ ଭାବେ ଫିଦିନ ଶହ ଶହ ଟ୍ରାକ୍ଟର ବାଲି ଚୁରାଚାଲାନ ହେଉଥିବାର ଦେଖ୍‌ବାକେ ମିଲୁଛେ। ତହସିଲ ଅଫିସ୍‌ରୁ ଅଧ୍‌ କି.ମି. ଦୂରେ ରହିଛେ ଚନ୍ଦ୍ରପୁର ରେଲଓ୍ବେ ବ୍ରିଜ। ଇ ବ୍ରଜି ତଲୁ ବେଆଇନ ବାଲି ଚୁରାଚାଲାନ ହେଉଥିଲାବେଲେ ଥାନୀଅ ତହସିଲଦାର ନାଇଜାନ୍‌ଲା ଲେଖେଁ ଅଭିନଏ କରୁଥିବାର ସାଧାନରେ ଚର୍‌ଚା ହେଉଛେ। ଥାନୀଅ ଗଁାବାସୀ କହିବାର ହିସାବେ ଇ ବାବ୍‌ଦେ ଅନେକଥର ତହସିଲଦାରକୁଁ ଅଭିଯୋଗ କରିଛନ୍‌। ହେଲେ ଜରାସିଂହା ଆର୍‌ଆଇକୁଁ କହି ବାଲି ଚୁରାଚାଲାନ କେନ୍‌ଥେଇ ବଁଦ୍‌ ହେବା ସେ ଦିଗେ ପଦକ୍ଷେପ ନିଆଯିବା ବଲି କହି ଦିନ୍‌ ଗଡ଼େଇ ଚାଲିଛନ୍‌। ଏହେଦେ ଅଂଚଲରେ ନୂଅଁା ରେଲ୍‌ ଲାଇନ୍‌ ତିଆରି ଲାଗି ବାଲି ଦରକାର ଥିଲାବେଲେ ଇଠାନୁ ଫିଦିନ ଶହ ଶହ ଟ୍ରିପ୍‌ ବାଲି ଚୁରାଚାଲନ ହେଉଛେ। ଏନ୍‌ତାଥି ରାଏଜ୍‌ ସରକାର ବଡ଼ଭାରି ରାଜସ୍ବ ହରଉଛନ୍‌। ଇଆଡ଼େ ଦେଓଗଁା ବ୍ଲକର ଭିନେ ଭିନେ ବିକାଶ ମୂଲକ କାମ୍‌, ଆବାସ ଘର ତିଆରି ଲାଗି ଲୋକ୍‌ ଜିଲ୍‌ ଆଉଟ ନାଇଁ ହେଇଥିବାର ଇ ଜାଗାରୁ ବେଧଡ଼କ ବାଲି ଚୁରାଚାଲାନ କରୁଛନ୍‌। ଇ ବାବ୍‌ଦେ ଦେଓଗଁା ତହସିଲଦାର ସୋନାଲି ପାତ୍ରକୁଁ ପଚ୍‌ରାଲାରୁ ମୁଇଁ ଇ ବାବ୍‌ଦେ ଅଭିଯୋଗ ପାଇଛେଁ। ହେଲେ କାମ୍‌କାଯ୍‌ ଭିଡ଼ ଲାଗି ଚୁରାଚାଲାନ ଦିଗେ ପଦକ୍ଷେପ ନାଇଁ ନେଇପାରବାର। ହେଲେ ଇ ଦିଗେ ବହୁତ୍‌ ଜଲ୍‌ଦି ପଦକ୍ଷେପ ନିଆଯିବା ବଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri