ବେକାରୀ ସମସ୍ୟା ନେଇ ଭାଜପା ଯୁବମୋର୍ଚ୍ଚା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

ବରଗଡ଼ ଅଫିସ, ୨୦।୨: ରାଜ୍ୟରେ ବେକାରୀ ସମସ୍ୟା ବଢ଼ିଚାଲିଥିବା ନେଇ ଭାଜପା ଉଦ୍‌ବେଗ ପ୍ରକାଶ କରିଛି। ରାଜ୍ୟରେ ବେରୋଜଗାର ବଢ଼ିଚାଲିଥିବା ନେଇ ଭାଜପା ଉଦ୍‌ବେଗ ପ୍ରକାଶ କରିଛି। ଏହାର ପ୍ରତିବାଦରେ ଗୁରୁବାର ବରଗଡ଼ ଜିଲା ଭାଜପା ଯୁବମୋର୍ଚ୍ଚା ପକ୍ଷରୁ ସ୍ଥାନୀୟ ଜିଲାପାଳ ଅଫିସ ପରିସରରେ ବିକ୍ଷୋଭ ପ୍ରଦର୍ଶନ ସହିତ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଉପଜିଲାପାଳ ପ୍ରଭାସ ଚନ୍ଦ୍ର ଦଣ୍ଡସନା ସ୍ମାରକପତ୍ର ଗ୍ରହଣ କରିଛନ୍ତି। ଭାଜପା ଯୁବମୋର୍ଚ୍ଚା ଜିଲା ସଭାପତି ପ୍ରୀତେଶ ବହିଦାର, ସାଧାରଣ ସମ୍ପାଦକ ଟିକୁ ବେହେରାଙ୍କ ନେତୃତ୍ୱରେ ହୋଇଥିବା ଏହି ବିକ୍ଷୋଭ କାର୍ଯ୍ୟକ୍ରମରେ ଅମିତ ପଣ୍ଡା, ପରୀକ୍ଷିତ ଛତର, ସୁନୀଲ ଶର୍ମା ପ୍ରମୁଖଙ୍କ ସମେତ ବହୁସଂଖ୍ୟକ ଯୁବମୋର୍ଚ୍ଚା କର୍ମୀ ଅଂଶଗ୍ରହଣ କରିଥିଲେ। ସେହିପରି ଭାଜପା ନେତା ସୁକାନ୍ତ ଦାଶ, ସୁବ୍ରତ ହୋତା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଛତ୍ରପୁରରେ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ଆକର୍ଷଣ ସାଜିଛି ପାରମ୍ପରିକ ବାଘ ବେଶ

ଛତ୍ରପୁର (ଦିଲୀପ ସାମଲ), ୨୩।୫: ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅବସରରେ ଏବେ ସାରା ସହର ଉତ୍ସବମୁଖର ହୋଇଉଠିଛି।…

ଭଟଲି ରାଇସ୍‌ ମିଲ୍‌ରୁ ଧରାପଡ଼ିଲା ଛତିଶଗଡ଼ ଧାନ, ଥାନାରେ ଅଟକ ରଖି ପୋଲିସର ତଦନ୍ତ, ଦାବିଦାର ଆସୁ ନଥିବାରୁ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟକୁ ଦିନକ ପରେ ୨ସପ୍ତାହ ପୂରିବ। କିନ୍ତୁ ଜିଲାରେ ଧାନ କିଣାବିକା ଶୀଥିଳ ହୋଇ ପଡ଼ିଛି। ମଣ୍ଡିକୁ ଧାନ ଆସୁଛି,…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଭଞ୍ଜନଗର ଯାତ୍ରାରେ ଆତଙ୍କ ମାମଲାରେ ୪ ଗିରଫ, ମ୍ୟୁନିସିପାଲଟି ଅଧ୍ୟକ୍ଷଙ୍କ ଘରକୁ ବୋମା ମାଡ଼ ଘଟଣାରେ ଅଭିଯୁକ୍ତ…

ଭଞ୍ଜନଗର,୨୩।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହରରେ ଠାକୁରାଣୀ ଯାତ୍ରା ଚାଲିଥିବା ସମୟରେ ଗତ ୧୭ ତାରିଖ ରାତିରେ ସହରର ଦୁଇ ଯୁବ ଗୋଷ୍ଠୀ ମଧ୍ୟରେ ହୋଇଥିବା ଗଣ୍ତଗୋଳ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri