ବେଲଜିୟମ୍‌ ରାଜକୁମାର କରୋନା ପଜିଟିଭ୍‌

ବ୍ରସେଲ୍ସ୍‌,୩୧।୫: ବେଲଜିୟମ୍‌ର ରାଜକୁମାର ଜୋଆକିମ୍‌ଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ସେ ମେ ୨୬ରେ ଇଟର୍ନଶିପ୍‌ ପାଇଁ ଫ୍ରାନ୍ସ୍‌ ଯାତ୍ରା କରିଥିଲେ। ଏହାର ଦୁଇଦିନ ପରେ ସେ କୋରଡବା ସହରରେ ଏକ ପାର୍ଟିରେ ଯୋଗ ଦେଇଥିଲେ। ପରେ ଜୋଆକିମ୍‌ଙ୍କଠାରେ କରୋନାର ଲକ୍ଷଣ ପ୍ରକାଶ ପାଇଥିଲା। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ଯୋଗଦେଇଥିବା ପାର୍ଟିରେ ତାଙ୍କୁ ମିଶାଇ ୨୭ ଜଣ ସାମିଲ୍‌ ଥିଲେ। ଲକ୍‌ଡାଉନ୍‌ ସମୟରେ ପାର୍ଟିରେ ୧୫ ଜଣ ଯୋଗ ଦେବାର ଅନୁମତି ଥିବାବେଳେ ଏହାର ଉଲ୍ଲଂଘନ କରାଯାଇଥିବା କୁହାଯାଉଛି। ସ୍ପେନ୍‌ର ପୋଲିସ ଅନୁସାରେ ଲକ୍‌ଡାଉନ୍‌ କଟକଣାର ଉଲ୍ଲଂଘନ ପାଇଁ ପାର୍ଟି ଆୟୋଜକଙ୍କ ଉପରେ ୧୦ ହଜାର ପାଉଣ୍ଡ ପର୍ଯ୍ୟନ୍ତ ଜରିମାନା କରାଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ମଝି ଆକାଶରେ ପରସ୍ପର ସହ ଧକ୍କା ହେଲା ଦୁଇ ବିମାନ: ଆଉ ତା’ପରେ ଘଟିଲା ଏମିତି, ଦେଖନ୍ତୁ ଭିଡିଓ

କ୍ୱାଲାଲାମ୍ପପୁର,୨୩।୪: ମାଲେସିଆରେ ଏକ ଦୁଃଖଦ ଘଟଣା ଘଟିଛି। ଏଠାରେ ଦୁଇଟି ନୌସେନା ହେଲିକପ୍ଟର ପରସ୍ପର ସହ ମୁହାଁମୁହିଁ ଧକ୍କା ହୋଇଯାଇଥିଲା। ଏହି ହେଲିକପ୍ଟରଗୁଡ଼ିକ ରୟାଲ ମାଲେସିଆ...

ଏଲନ ମସ୍କଙ୍କୁ ‘ଅହଂକାରୀ’ କହିଲେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ

ସିଡନୀ,୨୩।୪: ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନି ମଙ୍ଗଳବାର ବିଲିୟନେୟାର ବ୍ୟବସାୟୀ ଏଲନ ମସ୍କଙ୍କୁ ‘ଅହଂକାରୀ’ ବୋଲି ବର୍ଣ୍ଣନା କରିଛନ୍ତି। ପ୍ରକାଶ ଯେ, ଅଷ୍ଟ୍ରେଲିଆର ସିଡନୀରେ ଜଣେ...

ତାଇଓ୍ବାନ୍‌ରେ ବଡ଼ ଧରଣର ଭୂକମ୍ପ: ଭୁଶୁଡ଼ିଲା କୋଠା

ତାଇୱାନ,୨୩।୪: ତାଇୱାନରେ ଭୂକମ୍ପ କମ୍ପନ ଅନୁଭୂତ ହୋଇଛି। ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି (ଏନସିଏସ) ଅନୁଯାୟୀ ସୋମବାର ବିଳମ୍ବିତ ରାତିରେ ଘଟିଥିବା ଭୂକମ୍ପର ତୀବ୍ରତା ରିକ୍ଟର...

ଇସ୍ରାଏଲ ତିକ୍ତତା ମଧ୍ୟରେ ପାକିସ୍ତାନରେ ପହଞ୍ଚିଲେ ଇରାନ ରାଷ୍ଟ୍ରପତି

ଇସଲାମାବାଦ,୨୨ା୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ କଡ଼ା ସୁରକ୍ଷା ମଧ୍ୟରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସି ତିନି ଦିନିଆ ସରକାରୀ ଗସ୍ତରେ ସୋମବାର ପହଞ୍ଚିଛନ୍ତି। ଏନେଇ ବୈଦେଶିକ...

ମାଳଦ୍ୱୀପ ରାଷ୍ଟ୍ରପତି ମୁଇଜୁଙ୍କୁ ବଡ଼ ସଫଳତା

ମାଲେ,୨୨ା୪:ମାଳଦ୍ୱୀପ ରାଷ୍ଟ୍ରପତି ମୋହମ୍ମଦ ମୁଇଜୁଙ୍କ ପିପୁଲ୍ସ ନ୍ୟାଶନାଲ କଂଗ୍ରେସ (ପିଏନ୍‌ସି)କୁ ରବିବାର ଅନୁଷ୍ଠିତ ସଂସଦୀୟ ନିର୍ବାଚନରେ ବଡ଼ ସଫଳତା ମିଳିଛି। ୯୩ ସଦସ୍ୟ ବିଶିଷ୍ଟ ପାର୍ଲାମେଣ୍ଟ...

ଭାରତରେ ୫ ଲକ୍ଷ ଲୋକଙ୍କୁ ଚାକିରି ଦେବ ଆପଲ୍‌

କାଲିଫର୍ନିଆ,୨୨।୪:ବିଶ୍ୱର ଅଗ୍ରଣୀ ସ୍ମାର୍ଟଫୋନ ନିର୍ମାତା ଆପଲ ଭାରତ ପାଇଁ ଏକ ବଡ ଯୋଜନା ପ୍ରସ୍ତୁତ କରିଛି। ଆପଲର ଏହି ଯୋଜନା ଚାକିରି ଖୋଜୁଥିବା ଲୋକଙ୍କୁ ଆଶ୍ୱସ୍ତି...

ଚାଇନା ନାଁରେ ସାଂଘାତିକ ଅଭିଯୋଗ ଆଣିଲା ନାସା

ନ୍ୟୁୟର୍କ,୨୧।୪: ଚାଇନା ନାଁରେ ସାଂଘାତିକ ଅଭିଯୋଗ ଆଣିଛି ଆମେକାର ସ୍ପେସ୍‌ ଏଜେନ୍ସି ନାସା। ନାସା ମୁଖ୍ୟ ବିଲ ନେଲସନ, ଚାଇନା ବିଷୟରେ ଏକ ଆଶ୍ଚର୍ଯ୍ୟଜନକ ଦାବି...

ନେତାନ୍ୟାହୁଙ୍କୁ ଇସ୍ରାଏଲ୍‌ରେ ବିରୋଧ

ଜେରୁଜେଲମ୍‌,୩୧।୪:ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଗାଜା ଓ ଇରାନକୁ ଟାର୍ଗେଟ କରୁଥିବାବେଳେ ଦେଶ ଭିତରେ ତାଙ୍କୁ ଘୋର ବିରୋଧର ସମ୍ମୁଖୀନ ହେବାକୁ ପଡ଼ିଛି। ଅକ୍ଟୋବର ୭ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri