ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଦୁଇ ମାଙ୍କଡ଼ ଛୁଆକୁ ଦେଖିବାକୁ ମିଳୁଛି। ଦୁହେଁ ଏକ ବେଲୁନ୍ ପାଇ ଖୁସିରେ ଖେଳୁଛି। ମାଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଭାଇରାଲ ହେବାରେ ଲାଗିଛି।
One cannot separate kids from balloons… pic.twitter.com/jNNrEGjVdR
— Susanta Nanda IFS (@susantananda3) April 14, 2022