Posted inଖେଳ

ବେଲ୍‌ଫାଷ୍ଟ ଟାଇଟାନ୍ସରୁ ଖେଳିବେ ଡୁ’ପ୍ଲେସି

ମୁମ୍ବାଇ, ୨୬ା୭ (ପି.ଟି.)- ୟୁରୋ ଟି୨୦ ସ୍ଲାମ୍‌ ଟୁର୍ନାମେଣ୍ଟରେ ଖେଳିବା ଲାଗି ଦକ୍ଷିଣ ଆଫ୍ରିକା କ୍ରିକେଟ ଅଧିନାୟକ ଫାଫ୍‌ ଡୁ’ପ୍ଲେସି ବେଲ୍‌ଫାଷ୍ଟ ଟାଇଟାନ୍ସ ଫ୍ରାଞ୍ଚାଇଜ୍‌ ଦଳରେ ଯୋଗ ଦେଇଛନ୍ତି। ଅଗଷ୍ଟ ୩୦ରୁ ସେପ୍ଟେମ୍ବର ୨୨ ପର୍ଯ୍ୟନ୍ତ ହେବାକୁଥିବା ଏହି ଟୁର୍ନାମେଣ୍ଟ ଆୟର୍ଲାଣ୍ଡ, ସ୍କଟଲାଣ୍ଡ ଓ ନେଦରଲାଣ୍ଡ୍ସରେ ଖେଳାଯିବ। ଜୁଲାଇ ୧୯ରେ ଖେଳାଳି ନିଲାମ ହେବାର ଏକ ସପ୍ତାହ ପରେ ବେଲ୍‌ଫାଷ୍ଟ ଟାଇଟାନ୍ସ ଡୁ’ପ୍ଲେସିଙ୍କୁ ଜଣେ ସପ୍ଲିମେଣ୍ଟାରୀ ଖେଳାଳି ହିସାବରେ ଦଳରେ ସାମିଲ କରିଛି। ୩୫ ବର୍ଷୀୟ ଡୁ’ପ୍ଲେସି ୫୮ଟେଷ୍ଟ ଏବଂ ୧୪୩ ଅନ୍ତର୍ଜାତୀୟ ଦିନିକିଆ ସମେତ ୪୪ ଟି୨୦ ମ୍ୟାଚ ଖେଳିଛନ୍ତି। ସେ ଇଆନ ପଣ୍ଟ୍‌ଙ୍କ ଅଧୀନରେ ବେଲ୍‌ଫାଷ୍ଟ ଆଇକନ ଖେଳାଳି ଶାହିଦ ଆଫ୍ରିଦି ଏବଂ ମାର୍କି ଖେଳାଳି ଜେପି ଡୁମିନିଙ୍କ ସହିତ ଖେଳିବେ। ତାଙ୍କର ଅନ୍ୟ ଟିମ୍‌ମେଟ୍‌ମାନଙ୍କ ମଧ୍ୟରେ ରହିଛନ୍ତି କଲିନ୍‌ ଇନ୍‌ଗ୍ରାମ, ମହମ୍ମଦ ଇଲିୟାସ ଏବଂ ମିଚେଲ ମ୍ୟାକ୍‌କ୍ଲିନହାନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଅଡୁଆରେ ଜଳସମ୍ପଦ ବିଭାଗ :ବ୍ରିଜ ନିର୍ମାଣରେ ତ୍ରୁଟି ଅଭିଯୋଗ, ତେଜିଲା ଅସନ୍ତୋଷ

ବରଗଡ଼,୫।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍‌ (କେନାଲ ସୌନ୍ଦର୍ଯ୍ୟକରଣ ପାଇଁ ତିଆରି ହୋଇଥିବା କାର୍ଯ୍ୟ) ନିର୍ମାଣରେ ଅନିୟମିତତା…

ସ୍ୱାସ୍ଥ୍ୟ ବ୍ୟବସ୍ଥାର ବିକଳ ଚିତ୍ର: ବାଇକ୍‌ରେ ଗଲା ମୃତଦେହ

ଲଇକେରା, ୫।୭ (ରଞ୍ଜନ କୁମାର ମେହେର): ଝାରସୁଗୁଡ଼ା ଜିଲା ଲଇକେରା ବ୍ଲକ ଅନ୍ତର୍ଗତ ଭାତଲଇଡା ପଞ୍ଚାୟତର ଉଡ଼ିଆପାଲି ଗ୍ରାମରୁ ସ୍ୱାସ୍ଥ୍ୟ ବ୍ୟବସ୍ଥାର ଏକ ହୃଦୟବିଦାରକ ଓ ଲଜ୍ଜାଜନକ…

ବିଶିଷ୍ଟ ଲୋକ ଗାୟିକା ତୀଜନ ବାଈଙ୍କ ପରଲୋକ: ୭୦ ବର୍ଷ ବୟସରେ ଏମ୍ସ ରାୟପୁରରେ ଛାଡିଲେ ଶେଷ ନିଶ୍ୱାସ…

ନୂଆଦିଲ୍ଲୀ,୫/୭: ଖ୍ୟାତନାମା ଲୋକ ଗାୟିକା ତୀଜନ ବାଈଙ୍କର ପରଲୋକ ହୋଇଯାଇଛି। ୭୦ ବର୍ଷ ବୟସରେ ସେ ରାୟପୁର ଏମ୍ସ (AIIMS)ରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଏହି…

ଦାରିଙ୍ଗବାଡି ଅଞ୍ଚଳରେ ଲଗାଣ ବର୍ଷା: ସିମନବାଡି–ତିଲୋରୀ ଯାତାୟାତ ଠପ୍

ଦାରିଙ୍ଗବାଡି, ୫।୭ (ଅରୁଣ ସାହୁ): କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡି ବ୍ଲକରେ ଗତ କିଛିଦିନ ଧରି ଲଗାଣ ବର୍ଷା ଜାରି ରହିଥିବାରୁ ଜନଜୀବନ ବେହାଲ ହୋଇପଡ଼ିଛି। ଲଗାଣ ବର୍ଷା…

ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ଖବର! ବଦଳିଲା ସପ୍ଲାଇ ନିୟମ, ସରକାର ହଟାଇଲେ ଜରୁରୀକାଳୀନ ନିୟନ୍ତ୍ରଣ

ନୂଆଦିଲ୍ଲୀ,୫/୭: ମିଡିଲ୍ ଇଷ୍ଟ (ମଧ୍ୟ ପ୍ରାଚ୍ୟ)ରେ ଯୁଦ୍ଧବିରତି ଏବଂ ହୋର୍ମୁଜ୍ ଷ୍ଟ୍ରେଟ୍‌ (Strait of Hormuz) ଦେଇ ସାମୁଦ୍ରିକ ଜାହାଜ ଚଳାଚଳ ପୁଣି ଥରେ ଆରମ୍ଭ ହେବା…

ବର୍ଷା ପାଇଁ ଭଞ୍ଜନଗର ୱାଟର ପାର୍କବନ୍ଦ: ଜଳଭଣ୍ଡାରର ଜଳସ୍ତର ବୃଦ୍ଧି

ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ମୌସୁମୀ ବର୍ଷା ଆରମ୍ଭ ହେବା ସହ ଭଞ୍ଜନଗର ୱାଟର ପାର୍କରେ ପର୍ଯ୍ୟଟକଙ୍କ ସଂଖ୍ୟା ଯଥେଷ୍ଟ କମିଯାଇଛି। ଅନ୍ୟପକ୍ଷରେ ପରିଚାଳନା ଖର୍ଚ୍ଚ ବଢ଼ିବା…

୪ ରାଶିଙ୍କ ଶୁଭ ସମୟ ଆରମ୍ଭ! ଚାକିରିରେ ଡବଲ ପ୍ରମୋସନ, ଅଜଣା ଲୋକ ଦେବେ ବଡ଼ ସରପ୍ରାଇଜ!

ନୂଆଦିଲ୍ଲୀ, ୫ା୭: ୧୯ ଜୁଲାଇରୁ ୪ ରାଶିଙ୍କ ଶୁଭ ସମୟ ଆରମ୍ଭ!ଚାକିରିରେ ଡବଲ ପ୍ରମୋସନ, ଅଜଣା ଲୋକ ଦେବେ ବଡ଼ ସରପ୍ରାଇଜ! ଦେବଗୁରୁ ବୃହସ୍ପତି ଜୁନ୍ ୧୮…

ଗାଲେରୀ କାଳୀ ମନ୍ଦିରରୁ ବଡ଼ ଧରଣର ଚୋରି; କୋଟି କୋଟି ଟଙ୍କାର ଅଳଙ୍କାର ଲୁଟ୍‌

ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳରେ ଚୋରି ଓ ଡକାୟତି ଘଟଣା ଦିନକୁ ଦିନ ବଢ଼ୁଥିବା ବେଳେ ରବିବାର ସକାଳେ ଆଉ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri