ତେଜପତ୍ର ଚା’ ପିଅନ୍ତୁ ଏସବୁ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ପାଆନ୍ତୁ

ବେଳେବେଳେ ଥଣ୍ଡା ସର୍ଦ୍ଦି ଭଳି ଛୋଟ ଛୋଟ ରୋଗରେ ପଡିଲ ଆମ ରୋଷେଇ ଘରେ ଥିବା କିଛି ଜିନିଷ ବ୍ୟବହାର କରି ଆମେ ରୋଗମୁକ୍ତ ହୋଇଥାଉ। ବିଶେଷ କରି ରୋଷେଇରେ ବ୍ୟବହୃତ କିଛି ମସଲାରେ ରହିଥିବା ଔଷଧୀୟ ଗୁଣ ଆମକୁ ସୁସ୍ଥ ରଖିବାକୁ ବେଶ୍‌ ସହାୟକ ହୋଇଥାଏ। ସେଥିମଧ୍ୟରୁ ଗୋଟିଏ ହେଲା ତେଜପତ୍ର। ଏଥିରେ ଆଣ୍ଟିଅକ୍ସିଡାଣ୍ଟ, ପୋଟାସିୟମ୍‌, ମାଙ୍ଗାନିଜ୍‌, ସେଲେନିୟମ ଓ ଆଇରନ୍‌ ପ୍ରଚୁର ପରିମାଣରେ ରହିଛି। ଏହା ଖାଦ୍ୟର ସ୍ବାଦ ବୃଦ୍ଧି କରିବା ସହ ଶରୀରକୁ ସୁସ୍ଥ ରଖିବାରେ ସାହାଯ୍ୟ କରିଥାଏ ବୋଲି କୁହାଯାଏ।
-କିଡ୍‌ନୀରେ ପଥର ହୋଇଥିଲେ ଜେତପତ୍ରକୁ ପାଣିରେ ସିଝାଇ ଥଣ୍ଡା କରି ପିଇଲେ ଲାଭ ମିଳିଥାଏ। ଏହା ପଥୁରି ରୋଗକୁ ଠିକ୍‌ କରିବା ସହ ଆଉ କିଛି କିଡ୍‌ନୀ ସମସ୍ୟାକୁ ମଧ୍ୟ ଠିକ୍‌ କରିଥାଏ।
-ଚା’ରେ ତେଜପତ୍ର ପକାଇ ପିଇଲେ ପେଟ ସମସ୍ୟା ଦୂର ହେବା ସହ ହଜମ ଶକ୍ତି ବୃଦ୍ଧି ପାଇଥାଏ।
-ଚା’ରେ ତେଜପତ୍ର ପକାଇ ପିଇଲେ କୋଷ୍ଠ କାଠିନ୍ୟ, ଏସିଡିଟି, ପେଟମୋଡିବା ଆଦି ସମସ୍ୟାରୁ ମୁକ୍ତି ମିଳିଥାଏ।
– ଡାଇବେଟିସ୍‌ ବା ମଧୁମେହ ରୋଗୀଙ୍କ ପାଇଁ ତେଜପତ୍ର ଲାଭଦାୟକ।
-ଅପସ୍ମାର ବା ମୂର୍ଚ୍ଚା ରୋଗୀଙ୍କ ପାଇଁ ତେଜପତ୍ର ବେଶ ଉପକାରୀ। ତେଜପତ୍ର ଧୂଆଁକୁ ଅପସ୍ମାର ରୋଗୀ ସେବନ କଲେ ଏହା ଠିକ୍‌ ହୋଇଥାଏ।
-ଯଦି ଶରୀରର କେଉଁ ଅଂଶରେ ଦରଜ ଲାଗୁଛି ତେବେ ତେଜପତ୍ର ବାଟି ମାଲିସ୍‌ କଲେ ଆରାମ ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri