ବୈଜ୍ଞାନିକ ପଦ୍ଧତିରେ ହେଉ ଶିକ୍ଷାଦାନ

କାମାକ୍ଷାନଗର,୨୫।୧୨(ଡି.ଏନ.ଏ.) କାମାକ୍ଷାନଗର ବ୍ଲକ ବୁଢିବିଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତ ବାର୍ଷିକ ସମାରୋହ ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି। ସଭାପତି ନୃସିଂହଚରଣ ବେହେରାଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ମୁଖ୍ୟଅତିଥି ଭାବେ ରାଜ୍ୟ ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଯୋଗଦେଇ କହିଲେ ଯେ, ଶହେ ବର୍ଷ ମଧ୍ୟରେ ଏହି ବିଦ୍ୟାଳୟ ବହୁ କୃତୀ ଛାତ୍ରୀଛାତ୍ର ସୃଷ୍ଟି କରିଛି। ସେମାନଙ୍କ ଉଦ୍ୟମରେ ଆଜି ଏଭଳି ବର୍ଣ୍ଣାଢ୍ୟ ଉତ୍ସବ ହୋଇପାରିଛି। ବୈଜ୍ଞାନିକ ପଦ୍ଧତିରେ ଶିକ୍ଷାଦାନ କରିବାକୁ ସେ ପରାମର୍ଶ ଦେଇଥିଲେ। ମୁଖ୍ୟବକ୍ତା ଭାବେ ଗବେଷକ ପଣ୍ଡିତ ଡ. ଅନ୍ତର୍ଯ୍ୟାମୀ ମିଶ୍ର ଯୋଗଦେଇ ଛାତ୍ରୀଛାତ୍ରମାନେ ଭଲ ମଣିଷ ହେଲେ ସମାଜରେ ପରିବର୍ତ୍ତନ ହୋଇପାରିବ ବୋଲି ମତବ୍ୟକ୍ତ କରିଥିଲେ। ଏହି ଅବସରରେ ପୁରାତନ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଦ୍ୟାଳୟରୁ ଅବସରଗ୍ରହଣ କରିଥିବା ସମସ୍ତ ଶିକ୍ଷକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ପରେ ଅତିଥିମାନେ ସ୍ମରଣିକା ଉନ୍ମୋଚନ କରିଥିଲେ। ପୁରାତନ ଛାତ୍ର ଅଧ୍ୟାପକ ବିଶ୍ବ ଚିନ୍ତାମଣି, ଅମିତ ପ୍ରସାଦ ପାଣି, ବିଭୂତି ଭୂଷଣ ବେହେରା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଉପଦେଷ୍ଟା କୋଦଣ୍ଡଧର ବେହେରା ମଞ୍ଚାସୀନ


Enter your email to get our daily news in your inbox.

All Right Reserved By Dharitri.Com

କର୍ଲାମୁଣ୍ଡାରେ ଖୋଲିଲା ମଣ୍ଡି, ପ୍ରଥମ ଦିନରେ କ୍ରୟ ହେଲା…

କର୍ଲାମୁଣ୍ଡା/ରିଷିଡ଼ା,୧୧ା୧୨(ପ୍ରଦୀପ କୁମାର ସାହୁ/ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ଚଳିତ ବର୍ଷ ଖରିଫ୍‌-୨୫ର ପ୍ରଥମ ଧାନମଣ୍ଡି କର୍ଲାମୁଣ୍ଡା ପାଣିପଞ୍ଚାୟତସ୍ଥିତ ପଡ଼ିଆଠାରେ ଗୁରୁବାର ଉଦ୍‌ଘାଟିତ...

ଯାଞ୍ଚ ବେଳେ ଔଷଧ ଦୋକାନରୁ ବାହାରିଲା ମଦ, ଦେଖିକି ତାଜୁବ ହୋଇଗଲା ପୋଲିସ

ଭଦ୍ରକ, ୧୧।୧୨(ସନାତନ ରାଉତ): ଭଦ୍ରକ ସହର ବାଇପାସସ୍ଥିତ ଏକ ଔଷଧ ଦୋକାନରୁ ପୋଲିସ ବିପୁଳ ପରିମାଣର ମଦ ଜବତ କରିଛି । ସୂଚନା ମୁତାବକ ଉକ୍ତ...

ଶୋଇଥିଲେ ମହିଳା, ଘରେ ପଶି ଦଳିଦେଲା ହାତୀ

ବଲାଙ୍ଗୀର,୧୧ା୧୨(ସୁନିଲ କୁମାର ମହାନ୍ତି): ବଙ୍ଗୋମୁଣ୍ଡା ରେଞ୍ଜ ତୁରେକେଲା ଥାନା ଅନ୍ତର୍ଗତ ସାନବାଙ୍କୀ ଗାଁରେ ହାତୀ ଆକ୍ରମଣରେ ଜଣେ ମହିଳା଼ଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ...

ବସ୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୧ା୧୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରୀରୁ ବାଡ଼ିସୋଲା ସ୍କୁଲରେ ଯୁକ୍ତଦୁଇ ପାଠ ପଢ଼ିବା ପାଇଁ ବାଇକ୍‌ରେ ଯାଉଥିବା ବେଳେ ଗୁରୁବାର ସକାଳୁ ରାମନାଗୁଡ଼ା ବ୍ଲକ ପାଲୁପାଇ ନିକଟରେ...

ମାଲକାନଗିରିରେ ସରିଲା ଉପ ମୁଖ୍ୟମନ୍ତ୍ରୀଙ୍କ ବୈଠକ: କହିଲେ…

ମାଲକାନଗିରି,୧୧।୧୨: ମାଲକାନଗିରିରେ ସରିଲା ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ବୈଠକ। ପର୍ଯ୍ୟାୟ କ୍ରମେ ଦୁଇ ଗୋଷ୍ଠୀଙ୍କ ସହ କେଭି ସିଂହଦେଓଙ୍କ ଆଲୋଚନା କରିଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟରେ ବୈଠକ...

ଅସହ୍ୟ ଶୀତ: ପଡୁଛି ବରଫ..

ଫୁଲବାଣୀ,୧୧।୧୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଏବେ ଶୀତର ଲହରୀ ଜାରି ରହିଛି। ପର୍ଯ୍ୟଟକଙ୍କ ଆଗମନ ଧୀରେଧୀରେ ବଢୁଛି। ଗୁରୁବାର ଭୋର ସମୟରେ ଫୁଲବାଣୀରେ ବରଫର...

ଆଦିବାସୀ ମହିଳା ଶ୍ରମିକଙ୍କୁ ବଳାତ୍କାର କଲେ ଗାଁ ସାଥୀ, କାହା ଆଗରେ କହିଲେ ଜୀବନରୁ ମାରିଦେବି,ଏମିତି ଅଭିଯୋଗ ଆଣି ପୀଡ଼ିତା…

ଲାଞ୍ଜିଗଡ଼,୧୧ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ବିଜେପୁର ଥାନା ଅଞ୍ଚଳର ଜଣେ ଆଦିବାସୀ ମହିଳା (୩୭)ଙ୍କୁ ବଳାତ୍କାର ଅଭିଯୋଗ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ...

ବୈଜ୍ଞାନିକ କୌଶଳ ବ୍ୟବହାର କରି ଶିମିଳିପାଳ ଅଭୟାରଣ୍ୟରୁ କରୁଥିଲେ ଶିକାର: ୫ କୁଖ୍ୟାତ ଶିକାରୀଙ୍କୁ…. 

ବାରିପଦା,୧୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରୁ ୫ଜଣ କୁଖ୍ୟାତ ଶିକାରୀ ଧରା ପଡିଛନ୍ତି । ଶିମିଳିପାଳ ବନ୍ୟଜନ୍ତୁ ବୁଦ୍ଧିମତା ନେଟୱର୍କ ପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri