ବୈଜୟନ୍ତଙ୍କଠାରୁ ୪୮,୧୩୮ ଭୋଟ ଆଗରେ ଅନୁଭବ

କେନ୍ଦ୍ରାପଡ଼ା ଅଫିସ୍‌, ୨୩।୫- କେନ୍ଦ୍ରାପଡ଼ା ଲୋକ ସଭା ଆସନରେ କ୍ରମାଗତ ଭାବେ ବିଜେଡି ପ୍ରାର୍ଥୀ ଅନୁଭବ ମହାନ୍ତି ଆଗରେ ରହିଛନ୍ତି। ଏବେ ସୁଦ୍ଧା ଅନୁଭବ ଭାଜପ ପ୍ରାର୍ଥୀ ବୈଜୟନ୍ତ ପଣ୍ଡାଙ୍କଠାରୁ ୪୮,୧୩୮ ଖଣ୍ଡ ଭୋଟରେ ଆଗରେ ଅଛନ୍ତି।