ବୈତରଣୀ ଚଉପଦି ଘାଟିରୁ ବସ୍ତାରେ ବନ୍ଧା ଅବସ୍ଥାରେ ଦୁଇ ମୃତଦେହ ଉଦ୍ଧାର

ପାଟଣା/ଚମ୍ପୁଆ,୮।୨(ସ୍ବ.ପ୍ର/ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବାରିଆ ଥାନା ଅନ୍ତର୍ଗତ ବୈତରଣୀ ନଦୀର ଫୁଲକଁଳେଇ ଖଲି ଚଉପଦି ଘାଟିରେ ବସ୍ତାରେ ବନ୍ଧା ହୋଇଥିବା ଅବସ୍ଥାରେ ଶନିବାର ଦୁଇଟି ମୃତଦେହ ଉଦ୍ଧାର କରାଯାଇଛି। ଉଦ୍ଧାର ମୃତଦେହ ଦୁଇଟି ଜଣେ ଯୁବକ ଓ ଜଣେ ମହିଳାଙ୍କର ବୋଲି ଜଣାପଡ଼ିଛି। ତେବେ ଉଭୟଙ୍କ ପରିଚୟ ମିଳିପାରିନାହିଁ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସୂଚନାନୁଯାୟୀ, ଉକ୍ତ ଘାଟରେ ବସ୍ତାରେ ବନ୍ଧା ଅବସ୍ଥାରେ ଦୁଇଟି ମୃତଦେହ ଭାସୁଥିବା ଲୋକମାନେ ଦେଖିବାକୁ ପାଇଥିଲେ। ସନ୍ଦେହ ହେବାରୁ ସ୍ଥାନୀୟଲୋକେ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚିଥିଲା। ଉକ୍ତ ବସ୍ତାରୁ ଜଣେ ପୁରୁଷ ଓ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ମୃତଦେହକୁ ବସ୍ତାରେ ଭର୍ତ୍ତି କରିବା ପରେ ପଥରରେ ବାନ୍ଧି ପାଣିରେ ପକାଇ ଦିଆଯାଇଥିବା ଜଣାପଡ଼ିଛି। ତେଣୁ ଉଭୟଙ୍କୁ କେହି ଦୁର୍ବୃତ୍ତ ହତ୍ୟା କରିବା ପରେ ବସ୍ତାରେ ଭର୍ତ୍ତି କରି ଫିଙ୍ଗିଦେଇଥିବା ସନ୍ଦେହ କରାଯାଉଛି। ଖବର ପାଇ ଘଟଣାସ୍ଥଳରେ ବାରିଆ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଗର୍ଭବତୀ କରିବା ଯୁବକଙ୍କୁ ପଡ଼ିଲା ମହଙ୍ଗା: ଏବେ ଜେଲ୍‌ ହେବ ତାଙ୍କ ଠିକଣା

ଦେବଗଡ଼,୫ା୧୦(ଶଶାଙ୍କ ଶେଖର ଝାଙ୍କର): ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଗର୍ଭବତୀ କରିବା ଘଟଣା ତାଙ୍କୁ ମହଙ୍ଗା ପଡ଼ିଛି। ଉକ୍ତ ଘଟଣାରେ ପୋଲିସ ବାରକୋଟ ଥାନାର…

ସୋହେଲା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟିହେଲା ତୀର୍ଥଯାତ୍ରୀଙ୍କ କାର୍, ୬….

ବରଗଡ଼,୫।୧୦(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲା ସୋହେଲା ମଧୁପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ତୀର୍ଥଯାତ୍ରାରେ ଯାଉଥିବା ଏକ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ…

ସୁନ୍ଦରଗଡ଼ ପିଏନବି ବ୍ୟାଙ୍କରେ ଭୟାବହ ଅଗ୍ନିକାଣ୍ଡ, ଧୂଆଁରେ ଆଚ୍ଛାଦିତ ହେଲା…

ସୁନ୍ଦରଗଡ,୫ା୧୦(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କରେ ସୋମବାର ଭୟାବହ ଅଗ୍ନିକାଣ୍ଡ ଘଟିଛି।ଖବର ପାଇ ଦୁଇଟି ଦମକଳ ଗାଡ଼ି ସହ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ…

୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନର ବାଜିଲା ବିଗୁଲ, ତାରିଖ ଘୋଷଣା କଲେ ଉଚ୍ଚ ଶିକ୍ଷାମନ୍ତ୍ରୀ

ଭୁବନେଶ୍ବର,୫ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ବଡ଼ ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ ପରେ ନିର୍ବାଚନ ତାରିଖ ଘୋଷଣା…

ଖସିଲା ଜଳସ୍ତର: ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ସମସ୍ତ ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର,୫ା୧୦(ପ୍ରମୋଦ ବହିଦାର): ତିନିଦିନ ଧରି ହୀରାକୁଦ ଜଳଭଣ୍ଡାର ପୂଣ୍ଣଗର୍ଭା ରହିବା ପରେ ସୋମବାର ଜଳସ୍ତର ସାମାନ୍ୟ ହ୍ରାସ ପାଇଛି। ତେଣୁ ଆଜି ଜଳଭଣ୍ଡାରର ଖୋଲାଥିବା ଏକମାତ୍ର ସ୍ଲୁଇସ୍‌…

ଜୈବବିବିଧତାର ସୁରକ୍ଷିତ ଠିକଣା: ନୀଳରକ୍ତ କଙ୍କଡ଼ାଙ୍କ ମିଳନସ୍ଥଳ ପାଲଟିଛି ଗହୀରମଥା

ମହାକାଳପଡ଼ା,୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ଭିତରକନିକା ଓ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ବିଭିନ୍ନ ବିରଳ ପ୍ରଜାତିର ସାମୁଦ୍ରିକ ଜୀବଜନ୍ତୁ ଦେଖିବାକୁ ମିଳନ୍ତି। ବିଶେଷ କରି ମହାନଦୀ…

ଗଣେଶ ମୂର୍ତ୍ତି ବିସର୍ଜନରେ ନିୟମ ଭଙ୍ଗ: ଅତ୍ୟଧିକ ଉଚ୍ଚଶବ୍ଦରେ ଡିଜେ ବଜାଇବା ପଡ଼ିଲା ମହଙ୍ଗା, ଗାଡ଼ିକୁ ଜବତ କଲା ପୋଲିସ

ବଞ୍ଚୋ,୫।୧୦(ପ୍ରଦୋଷ ବିଶ୍ୱାଳ ): କେନ୍ଦୁଝର ଜିଲା ଘଷିପୁରା ଥାନା ପୋଲିସ ଡିଜେ ଗାଡ଼ିକୁ ଜବତ କରିଛି । ପୋଡ଼ାଖମଣ ଗ୍ରାମରେ ଗଣେଶ ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ…

ଓଡ଼ିଶା ଟ୍ରାଭେଲ ବଜାର; ଶୁଭାରମ୍ଭ ହେଲା ଓଡ଼ିଶା ମାଇସ୍ ଇନସେଣ୍ଟିଭ ପୋର୍ଟାଲ

ଭୁବନେଶ୍ୱର,୫ା୧୦(ସୌମ୍ୟରଞ୍ଜନ ରାଉତ): ରାଜ୍ୟ ପର୍ଯ୍ୟଟନ କ୍ଷେତ୍ରରେ ଘରୋଇ ପୁଞ୍ଜିନିବେଶକୁ ବ୍ୟାପକ କରାଯିବ। ଶିଳ୍ପ ବିଶେଷଜ୍ଞ, ହସ୍ପିଟାଲିଟି ଲିଡର୍ସ ଓ ଟୁରିଜମ୍‌ ଷ୍ଟେକ୍‌ ହୋଲ୍ଡର୍ସଙ୍କ ସହଯୋଗରେ ରାଜ୍ୟ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?