ବୈତରଣୀ ଶୈବ୍ୟା କାବେରୀ ଘାଟରେ ବୋଇତ ବନ୍ଦାଣ ଉତ୍ସବ: ବୁଡ଼ ପକାଇଲେ ହଜାର ହଜାର ଶ୍ରଦ୍ଧାଳୁ

ପାଟଣା,୧୨।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଦେଇ ଯାଇଥିବା ବୈତରଣୀ ନଦୀର ରାଜନଗରସ୍ଥିତ ଶୈବ୍ୟା କାବେରୀ ଘାଟ ଓ ପାଟଣାସ୍ଥିତ ବୈତରଣୀ ତୀର୍ଥ ଘାଟରେ ମଙ୍ଗଳବାର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ପ୍ରତ୍ୟୁଷରୁ ହଜାର ହଜାର ଶ୍ରଦ୍ଧାଳୁ ବୁଡ଼ ପକାଇଛନ୍ତି। ଏହ ସହ “ଆ କା ମା ବୈ ପାନ ଗୁଆ ଥୋଇ, ପାନ ଗୁଆ ତୋର, ମାସକ ଧରମ ମୋର ” କହି ଡ଼ଙ୍ଗା ଭସାଇଛନ୍ତି। ହଜାର ହଜାର ଶ୍ରଦ୍ଧାଳୁ ବୁଡ଼ ପକାଇ ବତରଣୀ ସନ୍ନିକଟ ପରମେଶ୍ୱର ମହାଦେବ, ଆନନ୍ଦେଶ୍ୱର ମହାଦେବ ଓ ସ୍ବାମ୍‌ସ୍ଥିତ ସୋମେଶ୍ୱର ମହାଦେବ ମନ୍ଦିରରେ ଦେବ ଦର୍ଶନ କରିଥିଲେ।
ଶୈବ୍ୟା କାବେରୀ ଘାଟରେ ବୋଇତ ବନ୍ଦାଣ ଉତ୍ସବ ଅନୁଷ୍ଠିତ ହୋଇଛି। ବୋଇତ ବନ୍ଦାଣ ଉତ୍ସବ କମିଟିର ସଭାପତି ଶରତ ଜ୍ୟୋତି କରଙ୍କ ପୌରୋହିତ୍ୟରେ ମୁଖ୍ୟଅତିଥି ଭାବେ ପାଟଣା ବିଧାୟକ ଜଗନ୍ନଥ ନାଏକ, ସମ୍ମାନିତ ଅତିଥି ତୃପ୍ତି ରଞ୍ଜନ ସିଂ, ରଞ୍ଜନ ପାଣି ଓ ଧରଣୀ ଧର ଦାସ ପ୍ରମୁଖ ଯୋଗ ଦେଇ ପ୍ରାଚୀନ ଓଡ଼ିଶାର ଐତିହ୍ୟ ସମ୍ପନ୍ନ ନୌବାଣିଜ୍ୟ ଗାଥାର ଅବତାରଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଳା ତାଲିକାଭୁକ୍ତ ଠିକାଦାରଙ୍କୁ କାମ ନ ଦିଆଯିବା ପାଇଁ ଦାବି

ବରଗଡ଼,୧ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଥାନାଛକ ସମ୍ମୁଖରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ନେଇ ସାଧାରଣରେ ଅସନ୍ତୋଷ ଲାଗି ରହିଛି। ତୋରଣ ନିର୍ମାଣରେ ବ୍ୟାପକ ଅନିୟମିତତା ତଥା…

ଆଜି ଏହି ଜିଲାକୁ କାଳବୈଶାଖୀ: ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ବର୍ଷା ନେଇ ସତର୍କତା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧ା୬: ରାଜ୍ୟରେ ଏବେ କାଳବୈଶାଖୀ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ଦିନ ତାପମାତ୍ରା ହ୍ରାସ ପାଉଛି। ଆହୁରି ୪ଦିନ ଏଭଳି ସ୍ଥିତି ଲାଗି ରହିବ ବୋଲି…

IPL 2026 ଫାଇନାଲ ପରେ ବଡ଼ ଘଟଣା: ଖେଳାଳିମାନଙ୍କୁ ନେଇ ଯାଉଥିବା ଗୁଜରାଟ ଟାଇଟାନ୍ସ ଟିମ ବସରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ,୧।୬: IPL 2026 ଫାଇନାଲ ପରେ, ଗୁଜୁରାଟ ଟାଇଟାନ୍ସର ଦଳର ବସରେ ନିଆଁ ଲାଗିଗଲା। ଦଳ ନରେନ୍ଦ୍ର ମୋଦି ଷ୍ଟାଡିୟମରୁ ହୋଟେଲକୁ ଯାଉଥିବା ସମୟରେ ଏହି ଘଟଣା…

JEE ଆଡ୍‌ଭାନ୍ସଡ ରେଜଲ୍ଟ ପ୍ରକାଶ, ଶୁଭମ କୁମାର ଟପ୍ପର

ନୂଆଦିଲ୍ଲୀ,୧ା୬: ୨୦୨୬ JEE ଆଡ୍‌ଭାନ୍ସଡ ରେଜଲ୍ଟ ପ୍ରକାଶ ପାଇଛି। ଆଇଆଇଟି ଦିଲ୍ଲୀ ଜୋନ୍‌ରୁ ଶୁଭମ କୁମାର ଟପ୍ପର ହୋଇଛନ୍ତି। ସେ ମୋଟ୍‌ ୩୬୦ରୁ ୩୩୦ ନମ୍ବର ରଖି…

Watch:‘କେତେ କ୍ଷୀର ପିଉଛ’, ରବି ଶାସ୍ତ୍ରୀଙ୍କ ଏମିତି ପ୍ରଶ୍ନରେ ମଜାଦାର ଉତ୍ତର ଦେଲେ ବୈଭବ ସୂର୍ଯ୍ୟବଂଶୀ, ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧।୬: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଆଇପିଏଲ 2026 ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଆରସିବି ଗୁଜରାଟ ଟାଇଟନ୍ସକୁ ୫ ୱିକେଟରେ ପରାସ୍ତ କରିଛି। ୧୫ ବର୍ଷୀୟ ବୈଭବ…

ଏଇ ଭାରତରେ

ଭୂତଳ ଜଳ ସ୍ତର ନିମ୍ନଗାମୀ ହେଉଥିବାରୁ ବୋରଓ୍ବେଲ ଓ ପୋଖରୀଗୁଡ଼ିକ ଶୁଖିଯାଉଛି। ଫଳରେ ଲୋକେ ପାନୀୟ ଜଳ ପାଉନାହାନ୍ତି ଓ କୃଷିରେ ମଧ୍ୟ ବାଧା ଉପୁଜୁଛି। ତେବେ…

ସେ ଅସୁରର ମୃତ୍ୟୁ ନାହିଁ

ସମୁଦ୍ର ମନ୍ଥନରୁ ମିଳିଥିବା ଅମୃତ ଖାଇ ଦେବତାମାନେ ଅମର। ମନ୍ଥନ କାର୍ଯ୍ୟରେ ଅସୁରମାନେ ଭାଗ ନେଇଥିଲେ ବି ସେମାନଙ୍କୁ ତାହା ମିଳି ନ ଥିଲା। ଦେବତାମାନେ ସବୁ…

ସମବାୟ ବିକାଶ ଲକ୍ଷ୍ୟ

ଓଡ଼ିଶାର ସାମାଜିକ, ଅର୍ଥନୈତିକ ବିକାଶ କ୍ଷେତ୍ରରେ କୃଷିଋଣ ପ୍ରଦାନ, ଋଣ ଆଦାୟ, କୃଷିଜାତ ପଦାର୍ଥର ବିପଣନ ଏବଂ ଲୋକଙ୍କ ଗ୍ରାମୀଣ ଜୀବିକା ନିର୍ବାହ କ୍ଷେତ୍ରରେ ସମବାୟ ଆନ୍ଦୋଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri