ବୈପାରିଗୁଡ଼ାରେ ପ୍ରବଳ ବର୍ଷା: ଶାଳଗଛ ଉପୁଡ଼ି ରାମଗିରି-ଗୁପ୍ତେଶ୍ୱର ରାସ୍ତାରେ ଯାତାୟତ ଠପ୍‌, ଫସିଲେ ବୋଲବମ୍‌ ଭକ୍ତ

କୋରାପୁଟ, ୨୯।୭(ସ୍ବ.ପ୍ର.)କୋରାପୁଟ ଜିଲାରେ ଏବେ ପ୍ରବଳ ବର୍ଷା ଲାଗି ରହିଥିବାବେଳେ ଜିଲାର ବିଭିନ୍ନ ଅଞ୍ଚଳ ଜଳାବର୍ଣ୍ଣ ହୋଇଛି। ସୋମବାର ବୈପାରିଗୁଡା ବ୍ଳକ ଅଞ୍ଚଳରେ ୧୭୫ ମିଲିମିଟର ବର୍ଷା ହୋଇଛି। ଫଳରେ ରାମଗିରି ବନ ରେଞ୍ଜ ଅଞ୍ଚଳରେ ୧୦ରୁ ଉର୍ଦ୍ଧ୍ୱ ଶାଳ ଗଛ ଉପୁଡିଯାଇଥିବାବେଳେ ଗୋଟିଏ ବିରାଟ ଶାଳ ଗଛ ଗୁପ୍ତେଶ୍ୱର ରାସ୍ତା ଉପରେ ପଡିଯାଇଥିବାରୁ ଅପରାହ୍ନ ୧୨ଟା ୩୦ରୁ ୨ଟା ଯାଏ ରାମଗିରି ଓ ଗୁପ୍ତେଶ୍ୱର ମଧ୍ୟରେ ଗାଡି ଚଳାଚଳ ଠପ୍‌ ହୋଇଯାଇଥିଲା। ସ୍ଥାନୀୟ କିଛି ଲୋକଙ୍କ ସହାୟତା ଓ ବୋଲବୋମ ଭକ୍ତ ରାସ୍ତା ଉପରେ ଗଛ କଟାଯାଇ ରାସ୍ତା ସଫା କରିଥିଲେ। ସେହିପରି ଗୁପ୍ତେଶ୍ୱର ରାସ୍ତାର ଗଣେଶ ମନ୍ଦିର, ଡୋକରି ଘାଟି ନିକଟରେ ବହୁ ଗଛ ଉପୁଡିଯାଇଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୨ ନବନିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ସମ୍ବର୍ଦ୍ଧନା: ଶିକ୍ଷା କ୍ଷେତ୍ରରେ ନେତୃତ୍ୱର ଭୂମିକା…

ଭଞ୍ଜନଗର, ୧୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶୁକ୍ରବାର ବ୍ଲକର ୧୨ ଜଣ ନବନିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ସମ୍ବର୍ଦ୍ଧନା ଜଣାଯାଇଛି। ଗୋଷ୍ଠୀ ଉନ୍ନୟନ…

ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ ଘଟଣା: ତଦନ୍ତ କଲା ସାଇଣ୍ଟିଫିକ୍‌ ଟିମ୍‌

କେନ୍ଦୁଝର,୧୦ା୭ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ଜଣେ ୬ ବଷର୍ର ଶିଶୁକନ୍ୟାଙ୍କୁ ତାଙ୍କର ସମ୍ପର୍କୀୟ ମାମୁ ବଳାତ୍କାର କରି ହତ୍ୟା…

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ: ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ବାରିପଦା, ୧୦।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡସାହି ବ୍ଲକ କାର୍ଯ୍ୟାଳୟର ଜଣେ କନିଷ୍ଠ ଯନ୍ତ୍ରୀ ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବାଲେଶ୍ୱର…

ରଥଯାତ୍ରା ପାଇଁ କୁଲାଡ ପ୍ରସ୍ତୁତ: ଜଗନ୍ନାଥ ମନ୍ଦିର ଦାନବାକ୍ସରୁ ମିଳିଲା କେତେ ଟଙ୍କା

ଭଞ୍ଜନଗର, ୧୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ କୁଲାଡ ଶ୍ରୀଜଗନ୍ନାଥ ମନ୍ଦିରର ଦାନବାକ୍ସ ଶୁକ୍ରବାର ଖୋଲାଯାଇଥିଲା। ଦାନବାକ୍ସରୁ ମୋଟ ୬୬,୮୫୫ ଟଙ୍କା ସଂଗ୍ରହ…

୧୦ କିଲୋମିଟର ବାଇକରେ ବୁହା ହେଲା ନାବାଳିକାଙ୍କ ମୃତଦେହ

ନବରଙ୍ଗପୁର,୧୦।୭ (ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଉମରକୋଟ ଅଞ୍ଚଳରୁ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ପ୍ରାୟ ୧୦ କିଲୋମିଟର ଦୂର ବାଇକରେ ଜଣେ ନାବାଳିକାଙ୍କ ମୃତଦେହ…

ଜୁଆଙ୍ଗ ମୃତ୍ୟୁ ରାଜ୍ୟବାସୀଙ୍କୁ କରିଛି ଲଜ୍ଜିତ, ତୁରନ୍ତ ଆଦିବାସୀ ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇବା ପାଇଁ ଦାବି

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଦୂର ତାମିଲନାଡୁରେ ଥିବା ଏକ ଖାଦ୍ୟ ପ୍ରକ୍ରିୟାରଣ ଶିଳ୍ପରେ କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗ ବାଳିକାଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ…

ମ୍ୟାକ୍ସ ପିକ୍‌ଅପ୍ ସହ ବାଇକ୍‌ର ମୁହାଁମୁହିଁ ଧକ୍କା: ଦୁଇ ଯୁବକ ଗୁରୁତର

ମୋହନା,୧୦।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବୁଲଡାପଙ୍କା ଗାଁ ନିକଟ ବୁଲାଣି ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଯୁବକ ଗୁରୁତର …

କଲେଜରେ ବନ ମହୋତ୍ସବ ପାଳିତ: ୧୦୦ ଔଷଧୀୟ ବୃକ୍ଷର ଚାରାରୋପଣ, ସାମିଲ ହେଲେ ଛାତ୍ରୀଛାତ୍ର

ଗଞ୍ଜାମ , ୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା (ଏନଏସଏସ) ୟୁନିଟ୍‌ର ଆନୁକୂଲ୍ୟରେ ଶୁକ୍ରବାର ବନ ମହୋତ୍ସବ ଶୁକ୍ରବାର ପାଳିତ ହୋଇଯାଇଛିl ଏହି ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri