ବୈବାହିକ ଜୀବନ ସୁନ୍ଦର କରିବା ପାଇଁ ଘରେ ରଖନ୍ତୁ ଏହାକୁ

ସ୍ବାମୀ-ସ୍ତ୍ରୀ ସମ୍ପର୍କ ଅତୁଟ ଓ ଯୁଗ ଯୁଗର ବୋଲି କୁହାଯାଏ। ବୈବାହିକ ଜୀବନକୁ ସୁଖମୟ ଓ ସୁନ୍ଦର କରିବାକୁ ସମସ୍ତେ ଚେଷ୍ଟା କରିଥାନ୍ତି। ହେଲେ ବର୍ତ୍ତମାନ ସମୟରେ କୌଣସି ନା କୌଣସି କାରଣରୁ ଏହି ସମ୍ପର୍କ ବହୁ କମ୍‌ ସମୟରେ ଭାଙ୍ଗିଯାଉଥିବା ଦେଖିବାକୁ ମିଳୁଛି। ତେବେ ବୈବାହିକକୁ ସୁଖମୟ କରିବା ପାଇଁ ବାସ୍ତୁଶାସ୍ତ୍ରରେ ବିଭିନ୍ନ ଉପାୟମାନ ରହିଛି। ଆଚାର୍ଯ୍ୟ ଇନ୍ଦୁ ପ୍ରକାଶଙ୍କ ଅନୁସାରେ ଫେଙ୍ଗ୍‌ ଶୁଇ ବତକ ଯୋଡିର ମାନ୍ୟତା ରହିଛି। ଏହା ଆମ ଜୀବନରେ ପରିବର୍ତ୍ତନ ଆଣିବା ସହ ସକାରତ୍ମକ ଭାବନା ଜାଗ୍ରତ କରିଥାଏ। କୁହାଯାଏ ଯଦି ବତକ ଯୋଡି ମଧ୍ୟରୁ ଜଣେ ସାଥୀର ମୃତ୍ୟୁ ହୋଇଯାଏ ତେବେ ଅନ୍ୟ ସାଥୀ ଜଣକ ବେଶୀଦିନ ବଞ୍ଚି ରହିପାରେ ନାହିଁ। ତେଣୁ ଏହି ବତକ ଯୋଡିକୁ ଫେଙ୍ଗ୍‌ ଶୁଇରେ ପ୍ରେମର ପ୍ରତୀକ ଭାବେ ବିଶ୍ୱାସ କରାଯାଏ। ଏହି ବତକ ଯୋଡିକୁ ଘରେ ରଖିଲେ ସ୍ବାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ସୁମଧୁର ସମ୍ପର୍କ ସ୍ଥାପନ ହେବା ସହ ବୈବାହିକ ଜୀବନ ସୁଖମୟ ହୋଇଥାଏ। ଏଥିସହ ଦୁହିଁଙ୍କ ମଧ୍ୟରେ ମନୋମାଳିନ୍ୟ ଦୂର ହେବା ସହ ଘରର ସମସ୍ତ ସମସ୍ୟାର ସମାଧାନ ମଧ୍ୟ ହୋଇଥାଏ। ସେହିପରି ଯେଉଁ ବ୍ୟକ୍ତିମାନେ ନିଜର ଜୀବନ ସାଥୀ ଖୋଜୁଛନ୍ତି ସେମାନେ ମଧ୍ୟ ଏହି ବତକକୁ ଘରେ ରଖିପାରିବେ। ଏହାଦ୍ୱାରା ଖୁବ୍‌ଶୀଘ୍ର ସେ ନିଜର ଜୀବନସାଥୀକୁ ପାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକ ନିଖୋଜ

କୋକସରା,୨୮ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ) କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ପଞ୍ଚାୟତ ଭାଲିଆଯୋର ଗ୍ରାମର ଜୟସିଂ ଧଙ୍ଗଡାମାଝୀ (୪୫) ପେଟପାଟଣା ପାଇଁ…

ଗଞ୍ଜେଇ ମାମଲାରେ ଯୁବକଙ୍କୁ ମୋହନାରୁ ଗିରଫ କଲା ତାମିଲନାଡୁ ପୋଲିସ

ମୋହନା, ୨୮।୮ (ମନ୍ମଥ ମିଶ୍ର): ତାମିଲନାଡୁରେ ଗଞ୍ଜେଇ ଜବତ ଘଟଣାର ତଦନ୍ତ କରି ଓଡ଼ିଶାର ଗଜପତି ଜିଲାରେ ପହଞ୍ଚିଛି ତାମିଲନାଡୁ ପୋଲିସ। ଗଞ୍ଜେଇ ଚାଲାଣ ମାମଲାରେ ମୋହନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri