ବୋତଲ କଳାରେ କରୋନା ସଚେତନତା ବାର୍ତ୍ତା ଦେଲେ ଶିଳ୍ପୀ ଇଶ୍ୱର : କହିଲେ ‘ ଘରେ ରୁହନ୍ତୁ ସୁସ୍ଥ ରୁହନ୍ତୁ’

ଭୁବନେଶ୍ବର, ୪।୪(ବ୍ୟୁରୋ): ବୋତଲ କଳାରେ କରୋନା ସଚେତନତା ବାର୍ତ୍ତା ‘ ଘରେ ରୁହନ୍ତୁ ସୁସ୍ଥ ରୁହନ୍ତୁ’ l ଶିଳ୍ପୀ ଏଲ୍ ଇଶ୍ୱର ରାଓ ଏଭଳି କିଛି ବାର୍ତ୍ତା ଦେଇଛନ୍ତି ଓଡିଶାର ଜନସାଧାରଣଙ୍କୁ l ୭୫୦ ମିଲି ଲିଟର ବୋତଲ ଭିତରେ ୨୫୬ଟି ଦିଆସିଲି କାଠିକୁ ବ୍ୟବହାର କରି ସେ ନିଜର ବାର୍ତ୍ତା ଦେଇଛନ୍ତି l ଏହାକୁ ନିର୍ମାଣ କରିବା କୁ ତାଙ୍କୁ ସାତ ଦିନ ସମୟ ଲାଗିଥିବା ସେ ପ୍ରକାଶ କରିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର

ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି…

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri