Posted inଖେଳ

ବୋପ୍ପାନା-କୋପିଲ ଯୋଡ଼ି ବିଜୟୀ

ପ୍ୟାରିସ, ୨୯ା୫ (ପି.ଟି.)- ଭାରତର ରୋହନ ବୋପାନ୍ନା ଏବଂ ତାଙ୍କ ରୋମାନିଆନ ପାର୍ଟନର ମାରିଅସ୍‌ କୋପିଲ ଫ୍ରେଞ୍ଚ ଓପନ୍‌ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାର ପ୍ରଥମ ରାଉଣ୍ଡରେ ବିଜୟ ଲାଭ କରିଛନ୍ତି। ମଙ୍ଗଳବାର ଏହି ଅଣସିଡ୍‌ ଯୋଡ଼ି ୬ଷ୍ଠ ସିଡ୍‌ ଦକ୍ଷିଣ ଆଫ୍ରିକା ଓ ନ୍ୟୁଜିଲାଣ୍ଡର ରାଭେନ କ୍ଲାସେନ ଏବଂ ମାଇକେଲ ଭେନସ୍‌ ଯୋଡିଙ୍କୁ ୬-୩, ୭-୬ (୧) ସେଟ୍‌ରେ ହରାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri