Posted inଜାତୀୟ

ବୋମା ବିସ୍ଫୋରଣରୁ ଅଳ୍ପକେ ବର୍ତ୍ତିଲେ ହାଫିଜଙ୍କ ପୁଅ

ନୂଆଦିଲ୍ଲୀ,୧୦।୧୨: ମୁମ୍ବାଇ ବିସ୍ଫୋରଣର ମାଷ୍ଟର ମାଇଣ୍ଡ ହାଫିଜ ସଇଦଙ୍କ ପୁଅ ତହ୍ଲା ସଇଦ ଏକ ବୋମା ବିସ୍ଫୋଣର ସ୍ଥଳରୁ ଅଳ୍ପକେ ବର୍ତ୍ତି ଯାଇଥିବା ସୂଚନା ମିଳିଛି। ଏହି ବିସ୍ଫୋରଣ ସମୟରେ ନିଜେ ହାଫିଜ ମଧ୍ୟ ସେଠାରେ ଥିବା ବିଶେଷ ସୂତ୍ରରୁ ମିଳିଥିବା ସୂଚନାରୁ ଜଣାପଡିଛି। ତେବେ ଉଭୟ ସୁରକ୍ଷିତ ଥିବା କୁହାଯାଉଛି। ଏହି ବସ୍ଫୋରଣ ପାଇଁ ପାକିସ୍ତାନ ଭାରତର ଗୁଇନ୍ଦା ସଂସ୍ଥା ର’କୁ ଦାୟୀ କରୁଥିବା ବେଳେ ଭାରତ କିନ୍ତୁ ଏହାକୁ ପ୍ରତ୍ୟାଖ୍ୟାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଇ! ଯଦି ତୁମକୁ…’ଯୁଦ୍ଧବିରତି ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୯।୪: ଯେତେବେଳେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ବିଶ୍ୱର ବିଭିନ୍ନ ଦେଶ ତୈଳ ଅଭାବର ସମ୍ମୁଖୀନ ହେଉଥିଲେ, ସେତେବେଳେ ରୁଷିଆ ଭାରତକୁ ତେଲ ଯୋଗାଇଥିଲା। ଏବେ, ରୁଷିଆ ମଧ୍ୟ…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

ଶେଖ ହାସିନାଙ୍କୁ ପ୍ରତ୍ୟର୍ପଣ କର: ଭାରତରେ ପହଞ୍ଚି ଏମିତି କହିଲେ ବାଂଲାଦେଶ ବୈଦେଶିକ ମନ୍ତ୍ରୀ, ମିଳିଲା ଏମିତି ଜବାବ

ଢାକା,୯।୪: ଗତ ବର୍ଷ ଭାରତ-ବାଂଲାଦେଶ ସମ୍ପର୍କରେ ଉତ୍ତେଜନା ଶୀର୍ଷରେ ପହଞ୍ଚିବା ପରେ ବାଂଲାଦେଶ ଏବେ ସମ୍ପର୍କ ଉନ୍ନତ କରିବା ପାଇଁ ପଦକ୍ଷେପ ନେଉଛି। ଏହି ପରିପ୍ରେକ୍ଷୀରେ ବାଂଲାଦେଶର…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

‘ଏଥର ଏପରି ଗୁଳି ବର୍ଷା କରିବୁ…’ ଯୁଦ୍ଧବିରତି ମଧ୍ୟରେ ଟ୍ରମ୍ପ ଇରାନକୁ କାହିଁକି ଧମକ ଦେଲେ?

ଓ୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ବୟାନ ଦେଇଛନ୍ତି । ଆମେରିକା ରାଷ୍ଟ୍ରପତି ପୁଣି ଥରେ…

ରେଳ ଷ୍ଟେଶନରୁ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌: ବାପା ହିଁ ରଚିଥିଲେ ଷଡଯନ୍ତ୍ର: ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

ନିରାକାରପୁର,୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳଷ୍ଟେଶନରେ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌। ଶିଶୁ ଚୋରି କାହାଣୀ ବାପା ନିଜେ ରଚିଥିବା…

ରାସ୍ତା-ଡ୍ରେନ୍‌ ନିର୍ମାଣ ନ ହେଲେ ଭୋଟ୍‌ ବର୍ଜନ ପାଇଁ ଚେତାବନୀ ଦେଲେ ଗ୍ରାମବାସୀ

କେନ୍ଦୁଝର,୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତ ବନାଯୋଡ଼ି ଗ୍ରାମର ଭୁରୁଡ଼ିସାହିରେ ରାସ୍ତା ଓ ଡ୍ରେନ ନିର୍ମାଣ ନ ହେଲେ ଗ୍ରାମବାସୀ ଆଗାମୀ…

ହର୍ମୁଜ ପ୍ରଣାଳୀରେ ବଡ଼ ଗେମ୍‌ ଖେଳିବ ଭାରତ, ବାଧା ସୃଷ୍ଟି କରିପାରିବେନି ଆମେରିକା-ଇରାନ, ଧଡ଼ାଧଡ଼ ଆସିବ…

ନୂଆଦିଲ୍ଲୀ,୯।୪: ଇରାନ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ଉପସାଗରୀୟ ଅଞ୍ଚଳରେ ଫସି ରହିଥିବା ଏହାର ଜାହାଜ ଏବଂ ନାବିକମାନଙ୍କୁ ସୁରକ୍ଷିତ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri