ବୋଲିଭିଆରେ ରାଜନୈତିକ ସଙ୍କଟ: ନିର୍ବାଚନରେ ଅନିୟମିତତା ଅଭିଯୋଗ; ବିକ୍ଷୋଭରେ ୨୩ ମୃତ ୭ଶହରୁ ଅଧିକ ଆହତ

ସାଣ୍ଟିଆଗୋ,୧୭।୧୧: ବୋଲିଭିଆରେ ହୋଇଥିବା ନିର୍ବାଚନରେ ଅନିୟମିତତା ଅଭିଯୋଗ ଅଣାଯାଇଛି। ଏହାକୁ ନେଇ ବିକ୍ଷୋଭ ଜାରି ରହିଛି। ଏଥିରେ ୨୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୭ଶହରୁ ଅଧିକ ଲୋକ ଆହତ ହୋଇଛନ୍ତି। ଏହାକୁ ନେଇ ଆମେରିକା ପକ୍ଷରୁ ଚିନ୍ତା ବ୍ୟକ୍ତ କରାଯାଇଛି। ବିକ୍ଷୋଭକାରୀଙ୍କ ମୃତ୍ୟୁ ପୋଲିସ ଗୁଳିରେ ହୋଇଥିବା କୁହାଯାଉଛି।

Share