ବୋଲେରୋ ଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ: ମୃତଦେହ ରଖି ରାସ୍ତାରୋକୋ

କୁଳିଅଣା,୧୧ା୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ୧୮ ନଂ. ଜାତୀୟ ରାଜପଥ ବାଇଗଣବାଡ଼ିଆ ଛକଠାରେ ଶୁକ୍ରବାର ପୂର୍ବାହ୍ନରେ ଏକ ବୋଲେରୋ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ଏହାର ପ୍ରତିବାଦରେ ସ୍ଥାନୀୟ ଲୋକେ ମୃତଦେହ ରଖି ରାସ୍ତାରୋକୋ କରିଥିଲେ। ଖବରପାଇ ସ୍ଥାନୀୟ ପୋଲିସ ସହ ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲେ। ମୃତ ବୃଦ୍ଧା ଜଣକ ହେଲେ ବାଇଗଣବାଡ଼ିଆ ପଞ୍ଚାୟତ ଅନ୍ତର୍ଗତ ୩ ନଂ. ଓ୍ବାର୍ଡ ଚାଉଳଘୋରୀ ସାହିର ଶୁନି ସିଂ(୭୧)। ପଞ୍ଚାୟତ କାର୍ଯ୍ୟାଳୟକୁ ଯିବା ପାଇଁ ରାସ୍ତା ପାରି ହେଉଥିବା ବେଳେ ବୋଲେରୋଟି ତାଙ୍କୁ ଧକ୍କା ଦେଇ ପଳାଇଥିଲା। ଏନେଇ ଥାନାରେ ଏକ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

ମୋରଡ଼ାରେ ଭାରତ ବନ୍ଦର ପ୍ରଭାବ

ମୋରଡ଼ା,୧୨ା୨(ସ୍ମାରକ ମାଜୀ): ଗୁରୁବାର ସିପିଆଇ(ଏମ୍‌)ର ଶ୍ରମିକ, କୃଷକ ଓ କ୍ଷେତ ମଜଦୁର ସଂଘ ତରଫରୁ ବିଭିନ୍ନ ଦାବି ନେଇ ଭାରତ ବନ୍ଦ ଡାକରା ଦିଆଯାଇଛି ଦିଆଯାଇଛି। ଫଳରେ…

ଜିରିଡା ପୋଲ ଉପରୁ ୪୦ ଫୁଟ ତଳକୁ ଡେଇଁ ପଡ଼ିଲେ ମହିଳା, ତାପରେ…

ଉଦଳା,୧୧।୨(ସନ୍ତୋଷ କୁମାର ବାଚ୍ଛିନୀ): ପୋଲ ଉପରୁ ନଦୀକୁ ଡେଇଁ ପଡିଲେ ମହିଳା। ନଦୀରେ ଥିବା ମାଛ ଧରାଳି ତାଙ୍କୁ ଉଦ୍ଧାର କରିଛନ୍ତି । ଏଭଳି ଘଟଣା ଘଟିଛି…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ସ୍କୁଟିକୁ ପିଟିଲା କାର: ୭ ଗୁରୁତର

ବାରିପଦା,୯।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଉପକଣ୍ଠ ବେତନଟୀ ଥାନା  ଅଧିନ ୧୮ନଂ ଜାତୀୟ ରାଜପଥ ବୁଢ଼ୀଖମାରଠାରେ ଏକ ଦୁର୍ଘଟଣା ଘଟିଛି । ସୋମବାର ଅପରାହ୍ନରେ…

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri