Posted inଖେଳ

ବ୍ରଡ ଦଣ୍ଡିତ

ଜୋହାନ୍ସବର୍ଗ,୨୮।୧: ଇଂଲଣ୍ଡ ପେସର ଷ୍ଟୁଆର୍ଟ ବ୍ରଡଙ୍କୁ ଅର୍ଥ ଦଣ୍ଡରେ ଦଣ୍ଡିତ କରାଯାଇଛି। ସେ ଦକ୍ଷିଣ ଆଫ୍ରିକା ବିପକ୍ଷ ଚତୁର୍ଥ ତଥା ଅନ୍ତିମ ଟେଷ୍ଟର ଦ୍ୱିତୀୟ ଇନିଂସବେଳେ ପ୍ରତିପକ୍ଷ ଅଧିନାୟକ ଫାପ ଡୁପ୍ଲେସିଙ୍କୁ ଖରାପ ଭାଷାରେ ଗାଳି କରିଥିଲେ, ଯାହା ସିଧା ପ୍ରସାରଣ କରୁଥିବା ଚ୍ୟାନେଲରେ ଶୁଣାଯାଇଥିଲା। ସେ ଅନ୍ତର୍ଜାତୀୟ ମ୍ୟାଚ୍‌ବେଳେ ଗାଳି ଗୁଲଜ କରି ଆଇସିସି କୋଡ ଅଫ୍‌ କଣ୍ଡକ୍ଟକୁ ଭଙ୍ଗ କରିଛନ୍ତି। ଏଥିନେଇ ତାଙ୍କ ମ୍ୟାଚ୍‌ ଫି’ର ୧୫ ପ୍ରତିଶତ କାଟ କରାଯିବା ସହ ଏକ ଡିମେରିଟ ପଏଣ୍ଟ ପ୍ରଦାନ କରାଯାଇଛି। କୌଣସି ଖେଳାଳିଙ୍କୁ ୨୪ ମାସ ମଧ୍ୟରେ ୪ ଡିମେରିଟ ପଏଣ୍ଟ ମିଳିଲେ,ଖେଳାଳିଙ୍କୁ ବାସନ୍ଦ କରାଯାଏ। ପୂରା ସିରିଜ୍‌ରେ କାଗିସୋ ରବାଡା, ଜୋସ ବଟଲର, ଭର୍ନନ ଫିଲାଣ୍ଡର ଓ ବେନ ଷ୍ଟୋକ୍ସ ବିଭିନ୍ନ କାରଣ ପାଇଁ ଦଣ୍ଡିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ବ୍ୟାଙ୍କ ଅଫିସରଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର,୨୭।୫(ତ୍ରିନାଥ ମହାନ୍ତି): ଜାଲ ଦସ୍ତାବିଜ୍‌ ଦେଇ ଏସ୍‌ବିଆଇର ୪ଟି ଶାଖାରୁ ବ୍ୟକ୍ତିଗଣ ଋଣ ନାମରେ ୬କୋଟି ୮୮ଲକ୍ଷ ୨୯ ହଜାର ଟଙ୍କା ଠକେଇ ମାମଲାରେ କ୍ରାଇମ୍‌ବ୍ରାଞ୍ଚର ଅର୍ଥନୈତିକ…

IPL ଇତିହାସରେ ପ୍ରଥମଥର ପାଇଁ ଘଟିଲା ଏମିତି: ସବୁ ଦଳର ଖେଳାଳି…

ନୂଆଦିଲ୍ଲୀ,୨୭।୫: IPL 2026 ଲିଗ ମାର୍ଚ୍ଚ ୨୮ରେ ଆରମ୍ଭ ହୋଇଥିଲା। ଏହି ଟୁର୍ନାମେଣ୍ଟ ଏବେ ଏହାର ଦ୍ୱିତୀୟ ମାସ ସମାପ୍ତ ହେବାକୁ ଯାଉଛି। ଏହି ସିଜିନ ଏକ…

ତୈଳଦର ଅହେତୁକ ବୃଦ୍ଧି ନେଇ ବିଜୁ ଯୁବ ଛାତ୍ର ଜନତା ଦଳର ପ୍ରତିବାଦ

ପାଟଣାଗଡ଼,୨୭ା୫(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ବିଜେଡି ଦଳ ପକ୍ଷରୁ ପେଟ୍ରୋଲ, ଡିଜେଲ ଓ ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦରବୃଦ୍ଧି କୁନେଇ ବୁଧବାର ସ୍ଥାନୀୟ ବିଜୁ ଯୁବ…

ରେଲେଓ଼୍ବ ଷ୍ଟେଶନରେ ମହଙ୍ଗା ହେଲା ଖାଦ୍ୟ; ଜାଣନ୍ତୁ କେଉଁ ଖାଦ୍ୟ କେତେ ବଢିଲା…

ନୂଆଦିଲ୍ଲୀ,୨୭।୫: ରେଳ ଷ୍ଟେସନରେ ମହଙ୍ଗା ହେଲା ଖାଦ୍ୟ; ନୂତନ ଦର ଜୁନ ୧ ରୁ ଲାଗୁ ହେବା ନେଇ ବଡ଼ ଘୋଷଣା। ଏହି ନୂତନ ସଂଶୋଧନ ପରେ,…

ସ୍କୁଟିରେ ଚାଲାଣ ହେଉଥିଲା ବ୍ରାଉନସୁଗାର, ମାଡ଼ି ବସିଲା ପୋଲିସ

ଧାମନଗର,୨୭ା୫(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଦିନକୁ ଦିନ ବ୍ରାଉନସୁଗାର ବା ନିଶା କାରବାର ବୃଦ୍ଧି ପାଉଥିବା ବେଳେ ଏହା ଉପରେ ଲଗାମ ଲଗାଇବାକୁ ପୋଲିସକୁ…

୮୦% ଭିନ୍ନକ୍ଷମ ସୁନୀଲଙ୍କୁ ମିଳୁନି ଭତ୍ତା: ପଚାରିବାରୁ ସରପଞ୍ଚଙ୍କ ଦେଲେ ଏଭଳି ମନ୍ତବ୍ୟ, କହିଲେ ମୋ ନିଜ ଭାଉଜଙ୍କର ମଧ୍ୟ…

ଥୁଆମୂଳ ରାମପୁର, ୨୭ା୫ (ଦୁର୍ଗା କୀର୍ତ୍ତି): ସରକାର ଗରିବ, ଅସହାୟ ଓ ଭିନ୍ନକ୍ଷମମାନଙ୍କ ସାମାଜିକ ସୁରକ୍ଷା ପାଇଁ କୋଟି କୋଟି ଟଙ୍କାର ଯୋଜନା ପ୍ରଣୟନ କରୁଥିବା ବେଳେ,…

ବାଇଜୁ ମାଲିକଙ୍କୁ ବଡ଼ ଝଟ୍‌କା: ୬ ମାସ ଜେଲ୍‌, ଏହାସହ…

ନୂଆଦିଲ୍ଲୀ,୨୭।୫: ଭାରତର ସବୁଠାରୁ ହାଇ-ପ୍ରୋଫାଇଲ ଷ୍ଟାର୍ଟଅପ ମଧ୍ୟରେ ଗଣିତ ଏଡଟେକ କମ୍ପାନୀ ବାଇଜୁର ପ୍ରତିଷ୍ଠାତା ବାଇଜୁ ରବିନ୍ଦ୍ରନ ଫସିଯାଇଛନ୍ତି। ସିଙ୍ଗାପୁରର ଏକ କୋର୍ଟରେ ରବିନ୍ଦ୍ରନଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ…

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଯନ୍ତ୍ରୀ, ଟଙ୍କା ଜବତ କରି…

ସୁନ୍ଦରଗଡ଼,୨୭ା୫(ଜୟ ନାରାୟଣ ମେଣ୍ଡୁଳି): ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କନିଷ୍ଠ ଯନ୍ତ୍ରୀ। ଜଣେ ଠିକାଦାରଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବାଥିବା ବେଳେ ଜିଲା ସ୍ବାସ୍ଥ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri