Odisha Elections 2024

ବ୍ରହ୍ମପୁରରେ ପହଞ୍ଚିଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରରେ ପହଞ୍ଚିଛନ୍ତି। ଏଠାରେ କନିଷି ନିର୍ବାଚନୀ ସଭାରେ ଯୋଗ ଦେବେ। କନିଷିରେ ଘଣ୍ଟାଏ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ରହିବେ।  ପ୍ରଧାନମନ୍ତ୍ରୀଙ୍କୁ ଦେଖିବା ପାଇଁ ପ୍ରବଳ ଲୋକଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି। ଏହା ପରେ ସେ ନବରଙ୍ଗପୁରରେ ମଧ୍ୟ ଏକ ବିଶାଳ ସମାବେଶରେ ସମ୍ବୋଧିତ କରିବେ। ମୋଦିଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବ୍ୟାପକ ପୋଲିସ ମୁତୟନ କରାଯାଇଛି।

ଆସନ୍ତା ୮ ତାରିଖରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ରାୟଗଡ଼ା ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି। ଆସନ୍ତା ୧୨ ତାରିଖରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ଦଳର ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂ ତୋମାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିପି ପରିବର୍ତ୍ତନ ଦାବି କଲା ଭାଜପା

ଭୁବନେଶ୍ୱର,୧୯।୫(ଅନୁରାଧା ମହାରଣା)ନିର୍ବାଚନ ହାରିବା ଭୟରେ ବିଜେଡି ସରକାରୀ କଳ, ବଳର ଅପବ୍ୟହାର କରିବା ସହ ରକ୍ତମୁଖା ହୋଇ ଭାଜପା କାର୍ଯ୍ୟକର୍ତ୍ତାଙ୍କ ଉପରେ ମରଣାନ୍ତକ ଆକ୍ରମଣ କରୁଛି।...

ଦାଦନ, ଭାଗଚାଷ ବଢ଼ାଇଛି ଲୋକଙ୍କ ଦୁଃଖ

ଆସିକାରୁ ସୁନୀତ ମିଶ୍ର, ୧୯ା୫ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଗତ ୧୩ ତାରିଖରେ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ୨୦ ତାରିଖରେ ଆଉ ୫ ଲୋକ ସଭା...

ବିକାଶ ହିଁ ଆମର ପ୍ରସଙ୍ଗ: ଦେବେଶ ଆଚାର୍ଯ୍ୟ

ବରଗଡ଼ ଜିଲାରେ ଦେବେଶ ଆଚାର୍ଯ୍ୟ ଏକ ପରିଚିତ ଚେହେରା। ପଦ୍ମଶ୍ରୀ କୃତାର୍ଥ ଆଚାର୍ଯ୍ୟଙ୍କ ନାତି ତଥା ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ଆନନ୍ଦ ଆଚାର୍ଯ୍ୟଙ୍କ ସେ ପୁଅ।...

ଜମିପଟ୍ଟା ନ ଥିଲେ ମିଳୁନି ଜାତି ପ୍ରମାଣପତ୍ର

ସମ୍ବଲପୁର,୧୯।୫(ଭବାନୀ ଶଙ୍କର ଭୋଇ)ଶିକ୍ଷା କ୍ଷେତ୍ରରେ ମିଳୁଥିବା ବିଭିନ୍ନ ସରକାରୀ ସୁବିଧା ପାଇବା ପାଇଁ ଅନୁସୂଚିତ ଜାତି ଏବଂ ଜନଜାତ ଛାତ୍ରୀଛାତ୍ରଙ୍କ ପାଇଁ ଜାତି ପ୍ରମାଣ ପତ୍ରର...

ପାଣିଟାଙ୍କି ଉପର ପାଲଟିଛି ମୋବାଇଲ ନେଟ୍‌ୱର୍କ ଜୋନ୍‌

ବଲାଙ୍ଗୀର/ମୁରିବାହାଲ,୧୯ା୫ (ବୀରେନ୍ଦ୍ର କୁମାର ଝାଙ୍କର/ଶ୍ରୀବତ୍ସ ବେହେରା)ମୋବାଇଲ ଫୋନ୍‌ରେ କଥା ହେବା ପାଇଁ ଗ୍ରାମବାସୀଙ୍କୁ ଚଢ଼ିବାକୁ ପଡୁଛି ଗଁାରେ ଥିବା ପାଣିଟାଙ୍କି ଉପରକୁ। ଗଁାରେ ଲାଗି ରହିଛି...

ହଟୁନି ଚିରାଫଟା ବ୍ୟାନର, ସ୍ମାର୍ଟସିଟି ସୌନ୍ଦର୍ଯ୍ୟତାରେ ସାଜୁଛି ପ୍ରତିବନ୍ଧକ

ରାଉରକେଲା,୧୯ା୫(ବିପ୍ଳବ ରଞ୍ଜନ ଦାଶ)ରାଉରକେଲାରେ ହୋର୍ଡିଂ ସେବାର ଠିକ୍‌ ପରିଚାଳନା ହେଉନାହିଁ। ଫଳରେ ଏହା ସହରର ସୌନ୍ଦର୍ଯ୍ୟ ବୃଦ୍ଧିରେ ପ୍ରତିବନ୍ଧକ ସାଜୁଛି। ଆରଏମ୍‌ସି ଅନୁମୋଦନରେ ବିଭିନ୍ନ ସଂସ୍ଥା...

ଅଧିକାଂଶ ଭୋଟରଙ୍କୁ ମିଳିନି ଚିରକୁଟି

ରାଉରକେଲା, ୧୯ା୫(ସଙ୍ଗୀତା ଜେନା)ଆଉ ମାତ୍ର ଦିନକ ପରେ ସୁନ୍ଦରଗଡ଼ ଲୋକ ସଭା ଓ ବିଧାନସଭା ଆସନ ଲାଗି ମତଦାନ ହେବାକୁ ଯାଉଛି। ମତଦାନ ସଂଖ୍ୟା ବୃଦ୍ଧି...

ଭବାନୀପାଟଣାରେ ଫେଲ୍‌ ମାରିଛି ମୁକ୍ତା ଯୋଜନା

ଭବାନୀପାଟଣା,୧୯ା୫(ଉତ୍ତମ କୁମାର ଦାଶ)କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ନିର୍ମାଣ ହୋଇଥିବା ରାସ୍ତାକଡ଼ ବ୍ୟାୟାମଶାଳା ପିଲାଙ୍କ ପାର୍କ ନା ସୌନ୍ଦର୍ଯ୍ୟକରଣ ଉପକରଣ ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri