ବ୍ରହ୍ମପୁରରେ ଶଟ୍‌ଡାଉନ୍‌ର ପ୍ରଭାବ: ତେଜରାତି ଦୋକାନ ସହ ପନିପରିବା ଦୋକାନ ବି ବନ୍ଦ, ଶୂନ୍‌ଶାନ ସହର ରାସ୍ତା

ବ୍ରହ୍ମପୁର ଅଫିସ,୬ା୬: କରୋନା ମୁକାବିଲା ପାଇଁ ସରକାର ଜୁନ୍‌ ୩୦ ପର୍ଯ୍ୟନ୍ତ ୧୧ଟି ଜିଲାରେ ପ୍ରତ୍ୟେକ ସପ୍ତାହର ଶନିବାର ଓ ରବିବାର ସମ୍ପୂର୍ଣ୍ଣ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ତନ୍ମଧ୍ୟରେ ଗଞ୍ଜାମ ଜିଲା ରହିିଥିବା ବେଳେ ଶନିବାର ପ୍ରଥମ ଶଟ୍‌ଡାଉନ୍‌ର ପ୍ରଭାବ ଗଞ୍ଜାମ ଜିଲାର ବ୍ରହ୍ମପୁର ସହରରେ ଦେଖିବାକୁ ମିଳିଛି। ଏହାର ପ୍ରଭାବରେ ଶନିବାର ସକାଳୁ ସହରର ସମସ୍ତ ମାର୍କେଟ, ଦୋକାନ, ବଜାର ବନ୍ଦ ରହିଥିଲା। ଏପରିକି ପରିବା ମାର୍କେଟ, ତେଜରାତି ଭଳି ଅତ୍ୟାବଶ୍ୟକୀୟ ସାମଗ୍ରୀ ଦୋକାନ ମଧ୍ୟ ସମ୍ପୂର୍ଣ୍ଣ ବନ୍ଦ ରହିଥିଲା। ସହରର ସବୁଠାରୁ ଜନଗହଳି ପୂର୍ଣ୍ଣ ମାର୍କେଟ ଅଞ୍ଚଳ ବଡ଼ବଜାର, ସାନ ବଜାର, ହନୁମାନ ବଜାର, ଗିରିମାର୍କେଟ, ଗିରିଜାଛକ, ଅନ୍ନପୂର୍ଣ୍ଣା ମାର୍କେଟ ସମେତ ସମସ୍ତ ମାର୍କେଟ ଅଞ୍ଚଳ ଶୂନ୍‌ଶାନ୍‌ ରହିଥିଲା। ଅନ୍ୟପକ୍ଷରେ ଶଟ୍‌ଡାଉନ୍‌କୁ ସଫଳ କରିବା ନେଇ ପ୍ରଶାସନ ପକ୍ଷରୁ ମଧ୍ୟ ବିଭିନ୍ନ ଛକରେ ଯାଞ୍ଚକୁ କଡ଼ାକଡ଼ି କରାଯାଇଥିଲା। ଗେଟ୍‌ବଜାର, ଫାଷ୍ଟଗେଟ୍‌, ଅନ୍ଧପସରା ରୋଡ୍‌ ସମେତ ବିଭିନ୍ନ ଛକରେ ପୋଲିସ ଓ ପ୍ରଶାସନ ପକ୍ଷରୁ ଯାଞ୍ଚକୁ କଡ଼ାକଡ଼ି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

କାମ ସାରି ଫେରିବା ବେଳେ ଖଣ୍ଡା-କାତିରେ ଆକ୍ରମଣ କରି ହତ୍ୟା, ୮ଜଣଙ୍କୁ ଆଜୀବନ କାରାଦଣ୍ଡରେ…

ଛତ୍ରପୁର,୨୦ା୨(ଦିଲୀପ ସାମଲ)- ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଦୟାପଲ୍ଲୀ ଗ୍ରାମର ୨୦୧୨ର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ ପାଇଛି। ଛତ୍ରପୁର ଅତିରିକ୍ତ ଜିଲା…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri