ବ୍ରହ୍ମପୁର ଅଫିସ,୧୯ା୨- ବ୍ରହ୍ମପୁରର ବିଭିନ୍ନ ଅଞ୍ଚଳରୁ ମଙ୍ଗଳବାର ୫ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି। ଜିଲା ଚାଇଲ୍ଡ ପ୍ରୋଟେକ୍ସନ ଅଫିସର, ଚାଇଲ୍ଡ ଲାଇନ୍, ସିଡବ୍ଲ୍ୟୁସି ସଦସ୍ୟ, ବିଏନ୍ପୁର ପୋଲିସ, ଶ୍ରମ କାର୍ଯ୍ୟାଳୟ ଅଧିକାରୀଙ୍କ ଦ୍ୱାରା ମିଳିତ ଭାବେ ଗଠିତ ୫ ଜଣିଆ ଟିମ୍ ବ୍ରହ୍ମପୁର ସହରର ବିଭିନ୍ନ ଅଞ୍ଚଳରୁ ଏହି ଶ୍ରମିକଙ୍କୁ ଉଦ୍ଧାର କରିଛନ୍ତି ା
ସୂଚନା ମୁତାବକ, ବିଏନ୍ପୁର ଥାନା ଅଧୀନରେ ଥିବା ଇଞ୍ଜନିୟରିଂ ସ୍କୁଲ, ନୂଆବସ୍ଷ୍ଟାଣ୍ଡ, ସେଲଟ୍ୟାକ୍ସ ଛକ, ପଣ୍ଡାକଲୋନୀ ଅଞ୍ଚଳରେ ଦୀର୍ଘ ଦିନ ଧରି ହୋଟେଲ, ଫାଷ୍ଟଫୁଡ ସେଣ୍ଟରେ ଏହି ଶିଶୁମାନେ କାର୍ଯ୍ୟ କରୁଥିବା ଅଭିଯୋଗ ହୋଇଥିଲା। ଉକ୍ତ ଅଭିଯୋଗକୁ ଭିତ୍ତିକରି ଟିମ୍ ମଙ୍ଗଳବାର ପୂର୍ବାହ୍ନରେ ଶିଶୁମାନେ କାର୍ଯ୍ୟ କରୁଥିବା ହୋଟେଲ, ଫାଷ୍ଟଫୁଡ ସେଣ୍ଟର ଉପରେ ଚଢାଉ କରି ୫ ଶିଶୁଙ୍କୁ ଉଦ୍ଧାର କରିଥିଲେ ା ତେବେ ଉଦ୍ଧାର କରାଯାଇଥିବା ଶିଶୁମାନଙ୍କୁ ସିଡବ୍ଲ୍ୟୁସି ଚାଇଲ୍ଡ ୱେଲଫେୟାର କମିଟି ତତ୍ତ୍ୱାବଧାନରେ ରଖାଯାଇଛି। ସେମାନଙ୍କ ମଧ୍ୟରୁ କେତେଜଣ ୧୪ ବର୍ଷରୁ କମ ଥିବା ଅନୁମାନ କରାଯାଉଥିବା ବ୍ରହ୍ମପୁର ଶ୍ରମ ଅଧିକାରୀ ବାବୁ ଚରଣ ପାତ୍ର ସୂଚନା ଦେଇଛନ୍ତି ା କାଉନ୍ସେଲିଂ ପରେ ଉକ୍ତ ମାଲିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପାତ୍ର କହିଛନ୍ତି ା
Posted inଆମ ଜିଲା ଖବର, ଗଞ୍ଜାମ View All
ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…
ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...
ନୂଆ ରେକର୍ଡ କଲା ନନ୍ଦନକାନନ: ବୁଲିଲେ ୪୦ ଲକ୍ଷ ପର୍ଯ୍ୟଟକ
ଭୁବନେଶ୍ୱର,୧।୧: ୨୦୨୫ରେ ନନ୍ଦନକାନନକୁ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ଆଗମନ କରିଥିବା ଗୁରୁବାର ସୂଚନା ମିଳିଛି। ୨୦୨୫ରେ ନନ୍ଦନକାନନକୁ ୪୦ ଲକ୍ଷ ୨୦ହଜାର ୫୩୯ ପର୍ଯ୍ୟଟକ ଆସିଛନ୍ତି।...
ନୂଆବର୍ଷର ପ୍ରଥମ ଦିନରେ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ
ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର...
୧୩ ସରକାରୀ ଯୋଜନା ବିଷୟରେ ଜାଣିବେ ଯୋଗ୍ୟ ହିତାଧିକାରୀ, ଓ୍ବାର୍ଡକୁ ଓ୍ବାର୍ଡ ବୁଲି…
କୋରାପୁଟ,୧ା୧(ଅମିତାଭ ବେହେରା): ଗୁରୁବାର କୋରାପୁଟ ପୌର ପରିଷଦ କାର୍ଯ୍ୟାଳୟ ପରିସରରେ ସହଯୋଗ ଭ୍ରାମ୍ୟମାଣ ସହାୟତା କେନ୍ଦ୍ର ବା ସଚେତନତା ରଥ ଉଦ୍ଘାଟିତ ହୋଇଯାଇଛି। କୋରାପୁଟ ବିଧାୟକ...
ଗ୍ରାମବାସୀଙ୍କୁ ଜଙ୍ଗଲ ମନା, ରାତି ଉଜାଗର ରହି ହାତୀ ଜଗିଲେ ବନକର୍ମଚାରୀ
ଭଞ୍ଜନଗର,୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଗୁରୁବାର ସନ୍ଧ୍ୟା ସୁଦ୍ଧା ୭୦ ହାତୀ ଅଛନ୍ତି। ହାତୀମାନେ ସନ୍ଧ୍ୟା ହେଲେ ଜଙ୍ଗଲରୁ ବାହାରି...
ମା’ ରାମଚଣ୍ଡୀଙ୍କୁ ଦର୍ଶନ କଲେ ରାଜ୍ୟସଭା ସାଂସଦ, ୪ ଲକ୍ଷ ଅନୁଦାନ ଦେଲେ
ଗଞ୍ଜାମ,୧।୧(ଦିଲ୍ଲୀପ ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଳକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ଋଷିକୂଲ୍ୟା ତଟର ନୀଳାଦ୍ରିପୁର ଶିଖରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ମନ୍ଦିର ।...
ଚିଲିକାରେ ଅଘଟଣ: ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କ ଜୀବନ ଗଲା…
କୃଷ୍ଣପ୍ରସାଦ,୧।୧ (କୈଳାଶ ଚନ୍ଦ୍ର ପଟ୍ଟନାୟକ ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ସାତପଡା ଚିଲିକାରେ ନୂଆ ବର୍ଷରେ ଏକ ଅଘଟଣ ଘଟିଛି। ସାତପଡା ଠାରୁ ଜହ୍ନିକୁଦା...
ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…
ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...
Archives


