ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ: ଭାରପ୍ରାପ୍ତ କୁଳପତି ଭାବେ ଦାୟିତ୍ୱ ନେଲେ ଆରଡିସି

ବ୍ରହ୍ମପୁର ଅଫିସ,୪ା୮-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତି ଭାବେ ଶନିିବାର ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର(ଆରଡିସି) ଟି.ଆଓ ଦାୟିତ୍ୱ ଗ୍ରହଣ କରିଛନ୍ତି । ଜୁଲାଇ ୩୧ରେ ରାଜଭବନରୁ ଆସିଥିବା ଚିଠି ପ୍ରକାରେ ଶନିବାରରୁ ନୂତନ କୁଳପତି ଚୟନ ପ୍ରକ୍ରିୟା ଶେଷ ହେବା ପର୍ଯ୍ୟନ୍ତ ଅସ୍ଥାୟୀ କୁଳପତି ଭାବେ ସେ ଏହି ଦାୟିତ୍ୱରେ ରହିବେ ା ଅପରାହ୍ନରେ ବ୍ରହ୍ମପୁର ଆରଡିସିଙ୍କ କାର୍ଯ୍ୟାଳୟରେ ଆଓ ଅସ୍ଥାୟୀ କୁଳପତି ଭାବେ ଦାୟିତ୍ୱ ଗ୍ରହଣ କରିଥିବା କୁଳସଚିବ ରଞ୍ଜନ କୁମାର ବିଶ୍ୱାଳ ସୂଚନା ଦେଇଛନ୍ତି ା
ସୂଚନାଯୋଗ୍ୟ, ପୂର୍ବତନ କୁଳପତି ପ୍ରଫେସର ରାଜେନ୍ଦ୍ର ପ୍ରସାଦ ଦାସଙ୍କ କାର୍ଯ୍ୟକାଳ ଶନିବାର ଶେଷ ହୋଇଛି ା ଏହାର ଦିନକ ପୂର୍ବରୁ ପ୍ରଫେସର ଦାସ ନିଜ ପଦବୀ ଛାଡିବାକୁ ନେଇ କୁଳାଧିପତି ତଥା ରାଜ୍ୟପାଳଙ୍କୁ ଅନୁରୋଧ କରିଥିଲେ। ପ୍ରଫେସର ଦାସଙ୍କ ଅନୁରୋଧ କ୍ରମେ ରାଜ୍ୟପାଳ ଶୁକ୍ରବାର ଅପରାହ୍ନରୁ ଆରଡିସିଙ୍କୁ ଅସ୍ଥାୟୀ କୁଳପତି ଭାବେ ଦାୟିତ୍ୱ ଗ୍ରହଣ ପାଇଁ ରାଜଭବନ ପକ୍ଷରୁ ନିଦ୍ଦେଶନାମା ଜାରି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଷ୍ଟେଶନ ପରିଦର୍ଶନ କଲେ ଜେନେରାଲ ମ୍ୟାନେଜର

କେସିଙ୍ଗା,୨୬।୬.(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନକୁ ଜେନେରାଲ ମ୍ୟାନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆରଏମ ସୁବାସ ଚନ୍ଦ୍ର ଚୌଧୁରୀ ଏବଂ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି, ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି

ଭୁବନେଶ୍ୱର,୨୬।୬: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ ଲିକ୍‌ ଘଟଣାରେ ଶୁକ୍ରବାର ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

ନୂଆପଡ଼ା ମୁଖ୍ୟ ଚିକିତ୍ସାଳୟରେ ବିରଳ ଅସ୍ତ୍ରୋପଚାର: ଯୁବକଙ୍କୁ ନୂଆ ଜୀବନ ଦେଲେ ଡାକ୍ତର

ନୂଆପଡ଼ା,୨୬/୬(ମକାରୁ ବେମାଲ): ସୀମିତ ସମ୍ବଳ କିନ୍ତୁ ଅସୀମ ସାହସ ଓ ଅସାଧାରଣ ଦକ୍ଷତା । ପୁଣିଥରେ ନିଜର ଚମତ୍କାରିତା ଦେଖାଇଛନ୍ତି ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟର ଅଭିଜ୍ଞ…

ମାଛଧରା ଟ୍ରଲରରେ ଲାଗିଲା ନିଆଁ: ହୁ ହୁ ହୋଇ ଜଳିଗଲା…

ଭଦ୍ରକ, ୨୬। ୬(ସନାତନ ରାଉତ) : ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତରଗତ ଧାମରା ମଧ୍ୟ ପୋତାଶ୍ରୟ ମଧ୍ୟରେ ଏକ ମାଛଧରା ଟ୍ରଲର ନିଆଁ ଲାଗି ଜଳିଯାଇଛି।…

ଅନିଶ୍ଚିତତାରେ ଆଖଡ଼ାଶାଳି ପ୍ରସ୍ତାବିତ ନଦୀଭିତ୍ତିକ ବନ୍ଦର, ଭାଜପା ସରକାର ଗଠନ ପରେ ବି ରାଜନେତାମାନେ ଚୁପ୍‌

କେନ୍ଦ୍ରାପଡ଼ା,୨୬ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଆଖଡ଼ାଶାଳି ଗ୍ରାମ ନିକଟ ମହାନଦୀରେ ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ହେବ। ପିପିପି ମୋଡ୍‌ରେ ପାରାଦୀପ ପୋର୍ଟ ଏହାର…

ନିଜ କାର୍ଯ୍ୟକୁ ଫେରିଲେ ସରପଞ୍ଚ ଚାମେଲୀ ଓଝା, ପଞ୍ଚାୟତର ଉନ୍ନୟନ କାର୍ଯ୍ୟର ସମୀକ୍ଷା କରି…

ମହାକାଳପଡ଼ା, ୨୬ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରୀ ପଞ୍ଚାୟତର ଉନ୍ନୟନମୂଳକ କାର୍ଯ୍ୟକୁ ରୋକାଯିବା ଓ କରାଯାଇଥିବା କାମର ବିଲ୍‌ ପ୍ରଦାନ କରାଯାଉ ନ…

ହଠାତ୍‌ ନାବାଳିକାଙ୍କ ହେଲା ପ୍ରସବ ବେଦନା: ମେଡିକାଲ ନେବାରୁ…

ଫୁଲବାଣୀ,୨୬ା୬(ରାକେଶ କୁମାର ରାଉତ):କନ୍ଧମାଳ ଜିଲା ଟିକାବାଲି ବ୍ଲକ ଅଞ୍ଚଳରେ ଜଣେ ନାବାଳିକା କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି I ୧୭ ବର୍ଷୀୟା ଏହି ନାବାଳିକା ଜଣକ ଭୁବନେଶ୍ୱର…

ମା’ଙ୍କୁ କାଠଫାଳିଆରେ ପିଟିପିଟି ଲହୁଲୁହାଣ କଲେ ପୁଅ: ଆଉ ତା’ପରେ ଘଟିଲା…

ଉଦଳା,୨୬।୬(ସନ୍ତୋଷ କୁମାର ବାଛିନି): ଜନ୍ମ କଲା ପୁଅ ସାଜିଲା ଅମଣିଷ। ଅତି ନିର୍ମମ ଭାବେ ମା’ଙ୍କୁ ବାଡେଇ ଲହୁଲୁହାଣ କଲେ ପୁଅ। ନିଶା ଖାଇ ଆସି କାଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri