ବ୍ରହ୍ମପୁର-ସମ୍ବଲପୁର ନୂତନ ରେଳ ପ୍ରକଳ୍ପ ଶୀଘ୍ର କରିବାକୁ ଦାବି

ଫୁଲବାଣୀ ଅଫିସ, ୧୭ା୨: ବହୁ ବର୍ଷର ଦାବିକୁ କେନ୍ଦ୍ର ସରକାର ପୂରଣ କରିଛନ୍ତି। ପ୍ରସ୍ତାବିତ ବ୍ରହ୍ମପୁର-ସମ୍ବଲପୁର ଭାୟା ଫୁଲବାଣୀ ରେଳପଥକୁ ଚଳିତ ବଜେଟରେ ମଞ୍ଜୁର କରାଯାଇଛି। ରାଜ୍ୟ ସରକାର ତୁରନ୍ତ ଜମି ଅଧିଗ୍ରହଣ କରି କାମ ଆରମ୍ଭ କଲେ ଜିଲାରେ କାର୍ଯ୍ୟ ଆରମ୍ଭ ହେବ। ତେଣୁ ପ୍ରକଳ୍ପ ଶୀଘ୍ର କାର୍ଯ୍ୟକାରୀ କରିବାକୁ କନ୍ଧମାଳ ପିପୁଲ୍ସ ଫୋରମ ପକ୍ଷରୁ ରବିବାର ସ୍ଥାନୀୟ ସର୍କିଟ ହାଉସରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଦାବି କରାଯାଇଛି।
ଚଳିତ ବଜେଟ୍‌ରେ ଗୋପାଳପୁର ଠାରୁ ରେଢାଖୋଲ (ବ୍ରହ୍ମପୁର-ସମ୍ବଲପୁର ଭାୟା ଫୁଲବାଣୀ) ୨୪୦ କି.ମି ରେଳ ଲାଇନ ପାଇଁ ୨୯୫୭ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ଲାଇନର ସର୍ବେକ୍ଷଣ କାମ ଚାଲୁ ରହିଛି। ଚୁଡାନ୍ତ ରିପୋର୍ଟ ନୀତି ଆୟୋଗର ଅନୁମୋଦନ ପରେ ଜମି ଅଧିଗ୍ରହଣ ଓ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। କନ୍ଧମାଳକୁ ରେଳ ସଂଯୋଗ ହେଲେ ଜିଲାର ସାମାଜିକ ଓ ଅର୍ଥନୈତିକ ବିକାଶ ହେବ ବୋଲି ଫୋରମର ଆବାହକ ସୁନିଲ ପଟ୍ଟନାୟକ, ସଭାପତି ରାଧାମୋହନ ମହାପାତ୍ର, ଉପ ସଭାପତି ମହମ୍ମଦ ସାକିଲ ଓ ଆଇଏନଟିୟୁସି ଜିଲା ସଭାପତି ଘନ କୁମାର ଶବର ପ୍ରକାଶ କରିଛନ୍ତି। ଜିଲାର ସମସ୍ତଙ୍କୁ ସ୍ଥାୟୀ ଜମିପଟ୍ଟା ପ୍ରଦାନ ଦାବି ପୂରଣ ପାଇଁ ଆନ୍ଦୋଳନ ଜାରି ରହିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି

କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri