ବ୍ରାଉନସୁଗାର ବ୍ୟବସାୟୀ ଛୋଟାଙ୍କ ବେଆଇନ ଘର ଉଚ୍ଛେଦ: ମାଟିରେ ମିଶିଲା ୧୪ ବଖରା, ପୋତା ହେଲା ସୁଇମିଂ ପୁଲ୍‌

ଖୋର୍ଦ୍ଧା ଅଫିସ,୧୫।୭: ନିଶା ସୌଦାଗର ସୁଧାଂଶୁ ପରିଡ଼ା ଓରଫ ଛୋଟାଙ୍କ ଜବରଦଖଲରେ ଥିବା ଗୁରୁଜଙ୍ଗ ଜବରଦସ୍ତପୁର ଦ୍ୱାରିକାନଗରର ଘରକୁ ସୋମବାର ଉଚ୍ଛେଦ କରାଯାଉଛି। ତହସିଲଦାର ଶୁଭେନ୍ଦ୍ର ସାମଲଙ୍କ ନେତୃତ୍ୱରେ ପୋଲିସ ଫୋର୍ସ ଉପସ୍ଥିତିରେ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ଛୋଟା ଉକ୍ତ ସରକାରୀ ଜାଗାରେ ୧୪ ବଖରା ସହ ସୁଇମିଂ ପୁଲ ନିର୍ମାଣ କରିଥିଲେ। ଏହାର ମୂଲ୍ୟ ଏକ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି କୁହାଯାଉଛି। ତେବେ ଉକ୍ତ ଘରକୁ ଭଙ୍ଗା ଯିବା ସହ ସୁଇମିଂ ପୁଲକୁ ପୋତାଯାଉଛି।

ସୂଚନାଯୋଗ୍ୟ, ଛୋଟା ଉକ୍ତ ଘରୁ ବ୍ରାଉନସୁଗାର ବ୍ୟବସାୟ ଚଳାଉଥିଲେ। ଖୋର୍ଦ୍ଧାର ବିଭିନ୍ନ ଅଞ୍ଚଳ ସହ ନୟାଗଡ଼ ଜିଲାର ଅନେକ ସ୍ଥାନକୁ ଏଠାରୁ ବ୍ରାଉନସୁଗାର(ପାଉ) କାରବାର ହେଉଥିଲା। ଗତ କିଛି ଦିନ ତଳେ ଛୋଟା ଏସ୍‌ଡିଜେଏମ୍‌ କୋର୍ଟରେ ଆତ୍ମସମର୍ପଣ କରିଥିଲେ। ଏବେ ସେ ଖୋର୍ଦ୍ଧା ସବ୍‌ଜେଲରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri