ବ୍ରାଉନ୍‌ସୁଗାର ଜବତ, ଅଭିଯୁକ୍ତ ଗିରଫ

ବରଗଡ଼ ଅଫିସ,୭।୧୧: ବରଗଡ଼ ଟାଉନ ଥାନା ପୋଲିସ ବୁଧବାର ରାତିରେ ବ୍ରାଉନସୁଗାର କାରବାରରେ ସମ୍ପୃକ୍ତ ଥିବା ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ସ୍ଥାନୀୟ ମହାନ୍ତିପଡ଼ାର ଶେଖ୍‌ ମଇନୁଦ୍ଦିନ। ତାଙ୍କ ପାଖରୁ ୫ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି।
ଅଭିଯୁକ୍ତଜଣଙ୍କ ସ୍ଥାନୀୟ ଷ୍ଟେଟ୍‌ବ୍ୟାଙ୍କ ପଛପଟ ତଥା ଗୌରିଶଙ୍କର ମନ୍ଦିର ପାଖରେ ବ୍ରାଉନସୁଗାର କାରବାର ଚଳାଇଥିବା ପୋଲିସ ଖବର ପାଇଥିଲା। ସେଠାରେ ଚଢ଼ାଉ କରାଯାଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିଲା ବୋଲି ଟାଉନ ଥାନା ଆଇଆଇସି ସଦାନନ୍ଦ ପୂଜାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ସର୍କଲ ବିଦ୍ୟୁତ କର୍ମଚାରୀଙ୍କ ଧାରଣା: ଟାଟା ପାୱାରରେ ଛଟେଇ ଓ କର୍ମଚାରୀ ହ୍ରାସକୁ ବିରୋଧ

ଭଞ୍ଜନଗର, ୫।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟରତ ଠିକା ବିଦ୍ୟୁତ କର୍ମଚାରୀଙ୍କ ଛଟେଇ ଆଶଙ୍କା ଏବଂ କଣ୍ଟ୍ରୋଲ୍…

‘ସ୍ବଚ୍ଛତାକୁ ଜୀବନର ଅବିଚ୍ଛେଦ୍ୟ ଅଙ୍ଗ କରିବାକୁ ଅଧ୍ୟକ୍ଷଙ୍କ ଆହ୍ବାନ’

ଭଞ୍ଜନଗର,୫ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ସୋମବାର ସ୍ବଚ୍ଛ ଭାରତ ଅଭିଯାନ ମାଧ୍ୟମରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ…

ଗାଁ ଭିତରେ ମଦ ବିକ୍ରିକୁ ବିରୋଧ, ଅବକାରୀ ଉପନିରୀକ୍ଷକଙ୍କ ନିକଟରେ ଅଭିଯୋଗ କରି…

କେସିଙ୍ଗା,୫ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ନୂନମାଠ ପଞ୍ଚାୟତ ଅଧିନସ୍ଥ ବିଜ ଖମନ ଗ୍ରାମ ଭିତରେ ଦେଶୀ ଓ ବିଦେଶୀ ମଦ ବେନିୟମ ଭାବେ ବିକ୍ରିକୁ…

ମନରେଗା ଜନଶୁଣାଣିରେ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ଗାଏବ: ସ୍ୱଚ୍ଛତା ନେଇ ପ୍ରଶ୍ନବାଚୀ

ଥୁଆମୂଳ ରାମପୁର,୫ା୧୦ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ମନରେଗା ଯୋଜନାର ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି…

ମହାକାଳପଡ଼ାରେ ପୋଷଣ ମାସ: ଶିଶୁଙ୍କୁ ଭିଟାମିନ୍‌ଯୁକ୍ତ ଖାଦ୍ୟ ଦେବାକୁ ବିଡିଓଙ୍କ ଆହ୍ୱାନ

ମହାକାଳପଡ଼ା,୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମିଶନ ଶକ୍ତି ସଭାଗୃହଠାରେ ‘ସୁସ୍ଥ ଶିଶୁ, ସୁସ୍ଥ ପରିବାର, ସମୃଦ୍ଧ ଓଡ଼ିଶା’ ବାର୍ତ୍ତା ନେଇ ୯ମ ରାଷ୍ଟ୍ରୀୟ…

ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଗର୍ଭବତୀ କରିବା ଯୁବକଙ୍କୁ ପଡ଼ିଲା ମହଙ୍ଗା: ଏବେ ଜେଲ୍‌ ହେବ ତାଙ୍କ ଠିକଣା

ଦେବଗଡ଼,୫ା୧୦(ଶଶାଙ୍କ ଶେଖର ଝାଙ୍କର): ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଗର୍ଭବତୀ କରିବା ଘଟଣା ତାଙ୍କୁ ମହଙ୍ଗା ପଡ଼ିଛି। ଉକ୍ତ ଘଟଣାରେ ପୋଲିସ ବାରକୋଟ ଥାନାର…

ସୋହେଲା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟିହେଲା ତୀର୍ଥଯାତ୍ରୀଙ୍କ କାର୍, ୬….

ବରଗଡ଼,୫।୧୦(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲା ସୋହେଲା ମଧୁପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ତୀର୍ଥଯାତ୍ରାରେ ଯାଉଥିବା ଏକ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ…

ସୁନ୍ଦରଗଡ଼ ପିଏନବି ବ୍ୟାଙ୍କରେ ଭୟାବହ ଅଗ୍ନିକାଣ୍ଡ, ଧୂଆଁରେ ଆଚ୍ଛାଦିତ ହେଲା…

ସୁନ୍ଦରଗଡ,୫ା୧୦(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କରେ ସୋମବାର ଭୟାବହ ଅଗ୍ନିକାଣ୍ଡ ଘଟିଛି।ଖବର ପାଇ ଦୁଇଟି ଦମକଳ ଗାଡ଼ି ସହ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?