ବ୍ରାଉନ୍‌ସୁଗାର ଜବତ, ଜଣେ ଗିରଫ

ଖୋର୍ଦ୍ଧା ଅଫିସ, ୫।୮: ଖୋର୍ଦ୍ଧା ଅବକାରୀ ବିଭାଗ ପକ୍ଷରୁ ସୋମବାର ସତ୍‌ସଙ୍ଗବିହାରଠାରେ ଚଢ଼ାଉ କରାଯାଇ ୧୩ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ କରାଯାଇଛି। ଏହି ଘଟଣାରେ ଖୋର୍ଦ୍ଧା ଦମକଳ କଲୋନୀର ମାନୁଲି ବେହେରା(୨୦)ଙ୍କୁ ଗିରଫ କରାଯାଇଛି। ଜବତ ବ୍ରାଉନ୍‌ସୁଗାରର ମୂଲ୍ୟ ପ୍ରାୟ ୧ ଲକ୍ଷ ଟଙ୍କା ହେବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା…

ମେସେଜ ପାଇଁ ଟଙ୍କା ନେବ ହ଼୍ବାଟସଆପ୍‌! ୧ ଅକ୍ଟୋବରରୁ ବଦଳିବ ନିୟମ; ସାଧାରଣ ୟୁଜର୍ସଙ୍କୁ ପଡ଼ିବ ପ୍ରଭାବ?

ନୂଆଦିଲ୍‌ଲୀ,୩୦।୯: ଯଦି ଆପଣ ହ଼୍ବାଟସଆପ (WhatsApp)ରେ କୌଣସି କମ୍ପାନୀଠାରୁ ଅର୍ଡର ଅପଡେଟ, ଡେଲିଭରି ସୂଚନା କିମ୍ୱା କଷ୍ଟମର ସର୍ଭିସ ନେଉଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଆଶ୍ୱସ୍ତିକର…

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ଟ୍ରେନଯାତ୍ରୀଙ୍କ ପାଇଁ ବଡ଼ ସୂଚନା: ଅକ୍ଟୋବର ୧ରୁ କଡ଼ା ଚେକିଂ, ଟିକେଟ୍‌ ସାଙ୍ଗରେ ଏହି ID ନ ରଖିଲେ ଫସିବେ!

ନୂଆଦିଲ୍ଲୀ,୩୦।୯: ଯଦି ଆପଣ ଆଗାମୀ ଦିନରେ ଟ୍ରେନରେ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। କେନ୍ଦ୍ରୀୟ ରେଳବାଇ ପକ୍ଷରୁ…

ମା’ ରାମଚଣ୍ଡୀ ପୀଠରେ ‘ସ୍ବଚ୍ଛତା ହିଁ ସେବା’: ପ୍ଲାଷ୍ଟିକମୁକ୍ତ ପାଇଁ ଶପଥ

ଗଞ୍ଜାମ, ୩୦।୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ନୀଳାଦ୍ରିପୁର ପାହାଡ଼ ଶିଖରରେ ଅବସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀ ପୀଠରେ ମଙ୍ଗଳବାର ବିଶାଳ ସଫେଇ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ନିଷ୍ପତ୍ତି, ଭୋଟର ଲିଷ୍ଟକୁ ନେଇ କହିଲେ ବଡ଼କଥା…

ନୂଆଦିଲ୍ଲୀ,୩୦।୯: ନିର୍ବାଚନ ଆୟୋଗ ‘ସ୍ପେଶାଲ ଇଣ୍ଟେନସିଭ ରିଭିଜନ’ (SIR) ପ୍ରକ୍ରିୟା ଶେଷ କରିସାରିଥିବା ରାଜ୍ୟଗୁଡ଼ିକରେ ନୂଆ ଭୋଟରମାନଙ୍କ ପାଇଁ ଫର୍ମ-୬ ସହିତ ଯୋଡ଼ା ଯାଇଥିବା ଅତିରିକ୍ତ ଘୋଷଣାନାମା…

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?