Posted inଖେଳ

ବ୍ରାଜିଲ ଫୁଟବଲ କ୍ଲବର ୧୬ଜଣ ଖେଳାଳି ପଜିଟିଭ୍‌

ରିଓ ଡି ଜେନେରିଓ,୧।୬(ପି.ଟି.): ବ୍ରାଜିଲର ଏକ ଫୁଟବଲ୍‌ କ୍ଲବ ଭାସ୍କୋଡାଗାମାର ୧୬ ଜଣ ଖେଳାଳି କୋଭିଡ- ୧୯ ପଜିଟିଭ ବୋଲି ଜଣାପଡିଛି। ୨୫୦ ଜଣଙ୍କର ପରୀକ୍ଷା କରାଯିବା ପରେ ଖେଳାଳିମାନେ ପଜିଟିଭ ବୋଲି ଜଣାପଡିଛି ବୋଲି ରିଓ ଡି ଜାନେଇରୋର ଏହି କ୍ଲବ ତରଫରୁ କୁହାଯାଇଛି। ଏମାନଙ୍କ ମଧ୍ୟରୁ ୩ଜଣ ସୁସ୍ଥ ହୋଇଛନ୍ତି। ବାକି ଖେଳାଳିମାନଙ୍କୁ ଗ୍ରୁପ୍‌ରୁ ଅଲଗା କରାଯାଇଛି। ଏବେ ଦଳର ସଦସ୍ୟମାନଙ୍କର ଚିକିତ୍ସା ସମ୍ପର୍କିତ ମୂଲ୍ୟାଙ୍କନ କରାଯିବ ବୋଲି କ୍ଲବ ତରଫରୁ କୁହାଯାଇଛି। ପୂର୍ବରୁ ଆଟଲେଟିକୋ ମିନେଇରୋ ଓ କ୍ରୁଜେଇରୋର ଜଣେ ଲେଖାଏ ଖେଳାଳି କରୋନା ପଜିଟିଭ୍‌ ବୋଲି ଜଣା ପଡିଥିଲା। ଇକୁଏଡର ମିଡ୍‌ଫିଲ୍ଡର ଜୁଆନ କାଜାରେସଙ୍କ କରୋନା ଭାଇରସ ଅଛି ବୋଲି ଆଟଲେଟିକୋ ତରଫରୁ କୁହାଯାଇଛି। ସେହିପରି କ୍ରୁଜେଇରୋ ଫରଓ୍ବାର୍ଡ ଭିନିସିଅସ୍‌ ପୋପୋ ମଧ୍ୟ ଏହି କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଛନ୍ତି। ବ୍ରାଜିଲରେ କେବେ ଫୁଟବଲର ପ୍ରତ୍ୟାବର୍ତ୍ତନ ହେବ ସେ ନେଇ ଏପର୍ଯ୍ୟନ୍ତ କୌଣସି ତାରିଖ ଧାର୍ଯ୍ୟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

ଟି -୨୦ ବିଶ୍ୱକପ ଚୟନ ଖବରକୁ ଖଣ୍ଡନ ରୋହିତ ଶର୍ମା, ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୮।୪: ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମା ମିଡିଆ ରିପୋର୍ଟକୁ ଅସ୍ବୀକାର କରିଛନ୍ତି। ଯେଉଁଥିରେ ଦାବି କରାଯାଉଥିଲା ଯେ, ଟି -୨୦ ବିଶ୍ୱକପ ଚୟନକୁ...

ମୁମ୍ବାଇ ଇଣ୍ଡିଆନ୍ସ ସହ ଗୁଜରାଟ ଟାଇଟାନ୍ସକୁ ବି ଡୁବେଇଦେଲେ ହାର୍ଦ୍ଦିକ ପାଣ୍ଡ୍ୟା: ପୂର୍ବତନ କ୍ରିକେଟର୍‌ ଆଣିଲେ ଅଭିଯୋଗ

ନୂଆଦିଲ୍ଲୀ,୧୮।୪: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱରେ ଗୁଜରାଟ ଟାଇଟାନ୍ସ ଆଇପିଏଲ ୨୦୨୨ ଜିତିଥିଲା। ଏହା ପରେ, ଗୁଜରାଟ ଆଇପିଏଲ ୨୦୨୩ରେ ରନର୍‌ ଅପ୍‌ ହୋଇଥିଲା। କିନ୍ତୁ ଏହି...

କୋହଲିଙ୍କଠାରୁ ପ୍ରେରଣା ପାଇ ୟୁପିଏସ୍‌ସିରେ ତୃତୀୟ ସ୍ଥାନ ହାସଲ କଲେ ଅନନ୍ୟା: ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୮।୪: ଭାରତର ତାରକା ବ୍ୟାଟ୍ସମ୍ୟାନ ବିରାଟ କୋହଲି ଦୁନିଆର ଅନ୍ୟତମ ଲୋକପ୍ରିୟ ଆଥଲେଟ ଅଟନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମରେ ତାଙ୍କର ୮୦୦ ମିଲିୟନରୁ ଅଧିକ ଫଲୋଅର୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri