Posted inଖେଳ

ବ୍ରାଡ୍‌ମ୍ୟାନଙ୍କ ରେକର୍ଡ ଭାଙ୍ଗିଲେ କୋହଲି

ପୁଣେ,୧୧।୧୦: ଭାରତୀୟ ଅଧିନାୟକ ବିରାଟ କୋହଲି କ୍ରିକେଟର ଫାଦର କୁହାଯାଉଥିବା ଡନ୍‌ ବ୍ରାଡମ୍ୟାନଙ୍କୁ ପଛରେ ପକାଇ ଦେଇଛନ୍ତି। ଅନ୍ତର୍ଜାତୀୟ କ୍ରିକେଟରେ କୋହଲି ଅଧିନାୟକ ଭାବେ ସର୍ବାଧିକ ୯ ଥର ୧୫୦ରୁ ଅଧିକ ରନ୍‌ କରିସାରିଛନ୍ତି। ଏହି ଧାରାରେ ବ୍ରାଡମ୍ୟାନ ଅଧିନାୟକ ଥିବାବେଳେ ୮ ଥର ୧୫୦ରୁ ଅଧିକ ରନ୍‌ର ଇନିଂସ ଖେଳିଥିଲେ। ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଅପରାଜିତ ୨୫୪ ରନ୍‌ର ଇନିଂସ ଅବସରରେ ଏହି ରେକର୍ଡ ଅଧିକାରୀ ହୋଇଛନ୍ତି ୩୦ ବର୍ଷୀୟ କୋହଲି।


Enter your email to get our daily news in your inbox.

All Right Reserved By Dharitri.Com

ଏଭଳି କହିବାରୁ ଶେହଜାଦଙ୍କୁ ଆକ୍ରମଣ; ପୋଷାକ ଚିରିଦେଲେ, ବଞ୍ଚାଇବାକୁ ଆଗେଇ ଆସିଲେ ସ୍ୱରା

ନୂଆଦିଲ୍ଲୀ,୨୮ା୯: ରିଆଲିଟି ଶୋ’ ‘Rise and Fall’ର ସିଜନ୍‌-୨ ଆରମ୍ଭରୁ ହିଁ ଚର୍ଚ୍ଚାରେ ରହିଛି । ଶୋ’ରେ ଭାଜାପାର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲା ଏବଂ ଅଭିନେତ୍ରୀ…

ନିୟମିତ ଗାଜର ଖାଇଲେ ମିଳିଥାଏ ଅନେକ ଲାଭ, ବ୍ଲଡ୍‌ପ୍ରେସର ନିୟନ୍ତ୍ରଣଠାରୁ ଆରମ୍ଭ କରି…

ଗାଜର ଆମ ଶରୀର ପାଇଁ ବେଶ୍‌ ଉପକାରୀ। ସବୁଠାରୁ ଖାସ୍‌ କଥା ହେଲା ଏହାକୁ ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କଲେ ତାହା ଶରୀରରେ ରୋଗ…

ଅଧିକ ଚା’ ପିଉଛନ୍ତି କି? ଚେତାବନୀ ଦେଇ ବିଶେଷଜ୍ଞ କହିଲେ…

କ୍ଳାନ୍ତ ମନକୁ ହାଲୁକା କରିବା ପାଇଁ ଅନେକେ ଚା’ କିମ୍ବା କଫି ପିଇଥାଆନ୍ତି। ହେଲେ ଯଦି ଆପଣ ଆବଶ୍ୟକତା ଠାରୁ ଅଧିକ ଥର ଚା’ ପିଉଛନ୍ତି ତେବେ…

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର,୨୮।୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ…

୬ ଲକ୍ଷ ଘନଫୁଟ ଟପିଲା ହୀରାକୁଦକୁ ବନ୍ୟାଜଳ ପ୍ରବେଶ: ପୁଣି ଖୋଲିଲା ଜଳଭଣ୍ଡାରର ୨ଟି ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର, ୨୮/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ଅହେତୁକ ବୃଦ୍ଧି ପାଇବା ଯୋଗୁ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇଛି। ଫଳରେ…

ସୁଶାନ୍ତ ସିଂଙ୍କ ପୋଷ୍ଟମର୍ଟମକୁ ନେଇ ଭଉଣୀ ଶ୍ୱେତାଙ୍କ ନୂଆ ଦାବି, ଆଖିରେ ଆଘାତ….

ବଲିଉଡ୍‌ର ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ୬ ବର୍ଷରୁ ଅଧିକ ସମୟ ବିତିଥିଲେ ମଧ୍ୟ ମାମଲାଟି ପୁଣିଥରେ ଚର୍ଚ୍ଚାକୁ ଆସିଛି । ସୁଶାନ୍ତଙ୍କ ଭଉଣୀ…

ଷ୍ଟାଡିୟମରୁ ଚୋରି ହୋଇଗଲା ଭାରତୀୟ ଖେଳାଳିଙ୍କ ଦାମୀ ବ୍ୟାଟ୍! ଭିଡିଓ କରି କହିଲେ…

ନୂଆଦିଲ୍ଲୀ,୨୮ା୯: ଭାରତୀୟ କ୍ରିକେଟର ଦୀପକ ଚହରଙ୍କ ୩ଟି କ୍ରିକେଟ୍‌ ବ୍ୟାଟ୍‌ ଗ୍ରାଉଣ୍ଡରୁ ଚୋରି ହୋଇଥିବା ଜଣାପଡ଼ିଛି । ଚୋରି ହୋଇଥିବା ବ୍ୟାଟ୍‌ଗୁଡ଼ିକର ମୋଟ ମୂଲ୍ୟ ପ୍ରାୟ ଦେଢ଼…

ନୂଆପଡ଼ାରେ ପୁଣି ବାଘ ଆତଙ୍କ: ରାସ୍ତା ପାର ହେଲା କଲରାପତରିଆ, ଭୟରେ ଗ୍ରାମବାସୀ

ନୂଆପଡ଼ା, ୨୮/୯ (ମକାରୁ ବେମାଲ): ନୂଆପଡ଼ା ଜିଲାରେ କିଛି ଦିନର ବ୍ୟବଧାନ ପରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତି ପ୍ରାୟ ସାଢ଼େ ୧୦ଟା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?