ବ୍ରାଣ୍ଡ ଫ୍ୟାକ୍ଟ୍ରିରେ ରେଡ ଜୋନ ସେଲ୍‌

ଭୁବନେଶ୍ୱର,୧୫-୭: ବ୍ରାଣ୍ଡ ଫ୍ୟାକ୍ଟ୍ରି ପକ୍ଷରୁ ରେଡ୍‌ ଜୋନ୍‌ ସେଲ୍‌ ସମ୍ପର୍କରେ ଘୋଷଣା କରାଯାଇଛି। ଷ୍ଟୋରରେ ସାରା ବର୍ଷ ବିଭିନ୍ନ ଅଫର ପ୍ରଦାନ କରାଯାଉଛି। ରେଡ୍‌ ଜୋନ୍‌ ସେଲ୍‌ ମାଧ୍ୟମରେ ଗ୍ରାହକମାନେ ଗୋଟିଏ ପୋଷାକ କ୍ରୟରେ ଆଉ ୨ଟି ବ୍ରାଣ୍ଡେଡ ପୋଷାକ ମାଗଣାରେ ପାଇପାରିବେ ବୋଲି ଷ୍ଟୋର ପକ୍ଷରୁ କୁହାଯାଇଛି। ଷ୍ଟୋରରେ ଲିକୁପର,ଲିଭାଇସ, ସ୍ପାଏକର, ରେମଣ୍ଡ, ବୁଫାଲୋ, ନାଇକ, ଆଦିଦାସ, କନଭର୍ସ ଏବଂ ଭିଆଇପି ଭଳି ବ୍ରାଣ୍ଡ ପାଇପାରିବେ। ଗ୍ରାହକଙ୍କୁ କ୍ରୟର ସ୍ବତନ୍ତ୍ର ଅନୁଭୂତି ପ୍ରଦାନ କରିବା ଲାଗି ଗୋଲ୍ଡ ଜୋନ ଏବଂ ପର୍ପଲ ଜୋନ ସେକ୍ସନ ଖୋଲାଯାଇଛି। ଏହି ଜୋନଗୁଡିକରୁ ଆକର୍ଷଣୀୟ ମୂଲ୍ୟରେ ଗ୍ରାହକ ପୋଷାକ କ୍ରୟ କରିବାକୁ ସକ୍ଷମ ହେବେ। ଏହି ସେଲ୍‌ ଦ୍ୱାରା ଫେସନ ଉତ୍ସବର ଅନୁଭୂତି ଗ୍ରାହକଙ୍କୁ ପ୍ରଦାନ କରିବା ଲାଗି ପଦକ୍ଷେପ ନେଇଥିବା ବ୍ରାଣ୍ଡ ଫ୍ୟାକ୍ଟ୍ରିର ସିଇଓ ସୁରେଶ ସାଧଓ୍ବାନି କହିଛନ୍ତି। ବର୍ତ୍ତମାନ ବ୍ରାଣ୍ଡ ଫ୍ୟାକ୍ଟ୍ରି ୪୫ ସହରରେ ୯୭ ଷ୍ଟୋର ସହ ସେବା ଯୋଗାଉଛି। ଷ୍ଟୋରଗୁଡିକରେ ପୁରୁଷ, ମହିଳା, ଶୁଶୁଙ୍କ ପୋଷାକ ସମେତ ହ୍ୟାଣ୍ଡବ୍ୟାଗ, ଲଗେଜ, ଟ୍ରଲି, ବ୍ୟାକ୍‌ ପ୍ୟାକ ଏବଂ ଅନ୍ୟାନ୍ୟ ଫ୍ୟାଶନ ସାମଗ୍ରୀ ଲାଭ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଜାଣନ୍ତୁ ରେଳବାଇର ଏହି ଜରୁରୀ ନିୟମ, ନ ହେଲେ ଗଣିବାକୁ ପଡ଼ିପାରେ ଜରିମାନା

ନୂଆଦିଲ୍ଲୀ,୧୭।୮: ପ୍ରାୟତଃ ଲୋକମାନେ ରେଳ ଷ୍ଟେଶନକୁ ନିଜ ବନ୍ଧୁ କିମ୍ବା ସମ୍ପର୍କୀୟଙ୍କୁ ନେବା ବା ଛାଡ଼ିବା ପାଇଁ ଯାଆନ୍ତି। ଏଥିପାଇଁ ସେମାନଙ୍କୁ ପ୍ଲାଟଫର୍ମ ଟିକେଟ ନେବାକୁ ପଡ଼େ।…

ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…

କାଲିଠୁ ୩ହଜାର ଟଙ୍କାରେ କିଣିବେ ସିଲିଣ୍ଡର! ଆଜି ରାତି ୧୨ଟା ପୂର୍ବରୁ କରନ୍ତୁ ଏହି କାମ; ନହେଲେ…

ଯଦି ଆପଣ ଏପର୍ଯ୍ୟନ୍ତ ନିଜର ଏଲ୍‌ପିଜି (LPG) କନେକ୍ସନର ଇ-କେୱାଇସି (e-KYC) କରିନାହାନ୍ତି, ତେବେ ୧୬ ଅଗଷ୍ଟ ୨୦୨୬ ପୂର୍ବରୁ ଏହି କାମ ନିଶ୍ଚୟ ଶେଷ କରିନିଅନ୍ତୁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri